-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର - ୯୦ ଗୋଟି ଅଭିଯୋଗ ପୁଞ୍ଜିକରଣ

26-Jun-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ  ବିମଳେନ୍ଦୁ  ରାୟ  ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ  ହେମନ୍ତ  କୁମାର  ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରିଥିଲେ।‌ ଏହି ଶିବିରରେ ବିଭିନ୍ନ  ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୯୦ ଗୋଟି ଅଭିଯୋଗ ପଞ୍ଜିକୃତ  ହୋଇଥିଲା l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୪ ଗୋଟି ଓ ସାମୁହିକ ଦରଖାସ୍ତ ୬ ଗୋଟି ଗ୍ରହଣ କରାଯାଇଛି l

ଏଥିରେ ୧୮ ଟି ଅଭିଯୋଗର ତତ୍କାଳୀନ ସମାଧନ ହୋଇଥିବାବେଳେ  ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଏଥିରେ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ନିହାର ରଞ୍ଜନ କଁହର, ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଶିଶୁ  ସୁରକ୍ଷା  ଅଧିକାରୀ ବିଜୟ କୁମାର ବିଶ୍ଵାଳ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ I ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା  ଶାନ୍ତି ଲୁହା, ଉପଖଣ୍ଡ  ଆରକ୍ଷୀ  ଅଧିକ୍ଷକ  ଡ଼ୋଲାମଣି  ଭୋଇ,  ବ୍ଲକ୍ ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ, ଅତିରିକ୍ତ ତହସିଲଦାର ସ୍ଵାଗତ କୁମାର ପଣ୍ଡା,  ବିଭିନ୍ନ ବ୍ଲକ ସ୍ତରୀୟ  ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ  ଶିବିରରେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like