-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ତେଲ ବ୍ରିଜ ଉଭୟ ପଟ ରାସ୍ତା ର ବାଲି ସଫା କଲେ ସ୍ବେଛାସେବୀ

26-Jun-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ମନମୁଣ୍ଡା ତେଲ ବ୍ରିଜ ରେ ଦୀର୍ଘମାସ ରୁ  ଜମି ଥିବା ବାଲି  ସବୁ କୁ  ସଫା କଲେ  ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ର  ସ୍ବେଛାସେବୀ l ବ୍ରିଜ ରେ ଜମି ଥିବା  ପ୍ରଥମ ବର୍ଷା ପାଣି, ବାଲି,  ଖାଲ ନାଳ ଓ  ଲୁହl ଛଡ଼ ଯୋଗୁଁ ପ୍ରତ୍ୟହଃ ଯିବା ଆସିବା କରୁଥିବା ହଜାର ହଜାର ଗାଡି ଚାଳକ ଓ ଯାତ୍ରୀ ଅସୁରକ୍ଷିତ ମନେ କରୁଥିବା ଅଭିଯୋଗ ହୋଇ ଥିବାରୁ  ଓ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଥିବା ରୁ  ପ୍ରତି ବର୍ଷ  ଏ ସ୍ବେଛାସେବୀ ମାନେ  ଲୋକ ଙ୍କୁ ଏକାଠି କରି ଏ ମହା ଅଭିଯାନ କୁ ସପ୍ତାହେ ବ୍ୟାପି ଚାଲୁ ରଖନ୍ତି l 1973 ମସିହା ରେ ଓଡିଶା ର ରାଜ୍ୟପାଳ ବି ଡି ଜଟ୍ଟୀ ଙ୍କ ଦ୍ୱାରା ଶୁଭାରମ୍ଭ ହୋଇ ବାଲାଙ୍ଗୀର ସୋନପୁର ରୁ ବୌଦ୍ଧ ଜ଼ିଲ୍ଲା ଓ  ରାଜଧାନୀ ଭୁବନେଶ୍ୱର କୁ ସଂଯୋଗ କରୁଥିବା ଏହି ପୁରାତନ ତେଲ ବ୍ରିଜ ଦୀର୍ଘ ଦିନ ରୁ  ରୁଗ୍ଣ ଓ ଜରାଜୀର୍ଣ ଅବସ୍ଥା ରେ ରହିଛି l କିନ୍ତୁ ଏହାର ଯତ୍ନ ଓ ରକ୍ଷଣା ବେକ୍ଷଣ ଦିଗରେ ଏନ ଏଚ ବିଭାଗ ଓ ରାଜ୍ୟ ପ୍ରଶାସନ ର ଅଣଦେଖା ଯୋଗୁଁ ଆଜି ଆଉ ଏକ ଦ୍ଵିତୀୟ ନୂତନ ପୋଲ ର ଆବଶ୍ୟକ ଜରୁରୀ ହୋଇ ପଡିଛି l ଯଦି ପବ୍ଲିକ କିମ୍ବା ସାମ୍ବାଦିକ ଙ୍କ କେବେ କିଛି  ଅଭିଯୋଗ ହୁଏ  ତାହେଲେ  କେବେ କେବେ ରଙ୍ଗ ଓ ସିମେଣ୍ଟ ପିଚୁ ଟିକିଏ ବୋଳି ଦେଇ ଏନଏଚ ବିଭାଗ ଚତୁରତା ର ସହ ନିଜ କୁ ଦୋଷ ମୁକ୍ତ ଭାବେ l  ଆଜିର ଏହି  ବାଲି ସଫେଇ ଅଭିଯାନ ରେ ଜ଼ିଲ୍ଲା ଟ୍ରାକ୍ଟର ମାଲିକ ବୈକୁଣ୍ଠ ଶତପଥୀ, ଭଗବାନ ଭୁକ୍ତl ଙ୍କ ସହିତ ତାଙ୍କ କିଛି ଲେବର ମଧ୍ୟ ସାମିଲ ହୋଇ ତାଙ୍କ ମହାନତା ଦେଖାଇଛନ୍ତି l ସ୍ୱଚ୍ଛ ଭାରତ ସଂଗଠନ ର ଉଦ୍ୟୋକ୍ତା ସୟଦ ଅଲିମୁଲ ଇସଲାମ,  ଗରିବ ଲୋଇ,  ପୋଲିସ ଆର ଆଇ ପ୍ରଦ୍ୟୁମ୍ନ ପଟେଲ, ପ୍ରହଲ୍ଲାଦ ମିଶ୍ର, ଇନ୍ଦୁମତୀ ପୁରୋହିତ,  ମନୋରଞ୍ଜନ ତ୍ରିପାଠୀ, ମନୋଜ ପଣ୍ଡା, ନାରାୟଣ ରଥ, ଲଡ଼ୁ କିଶୋର ମଲ୍ଲିକ, ସୁଶାନ୍ତ ସାହୁ, ଜୟନ୍ତ ବେହେରା, , ସିମାଞ୍ଚଳ ହୋତା, ଡା. ସରୋଜ ପଟେଲ,  ରୋମୁ ତିୱାର, ବିକ୍ରମ ବାବୁ, ମିଲୁ ବାବୁ, ବାବୁଲା ସାହୁ   ପ୍ରମୁଖ ଅନେକ ସଭ୍ୟ  ଯୋଗ ଦେଇ ଆଜି ଏ ଅଭିଯାନ କୁ ଦ୍ଵିତୀୟ ଦିନରେ ପହଞ୍ଚାଇ ଛନ୍ତି l l  ପ୍ରକାଶ ଥାଉ କି ଯେ  2014 ମସିହା ରୁ ଏହି ସଂଗଠନ ତେଲ ବ୍ରିଜ ର ରକ୍ଷଣା ବେକ୍ଷଣ ପାଇଁ ବାଲି ସଫେଇ,  ଓ ଉଭୟ ପଟ ର ଖାଲ ପୋତିବା ସହିତ ସୁପ୍ତ ହୋଇ ରହି ଥିବା ବୌଦ୍ଧ ବାଲାଙ୍ଗୀର ଏନ ଏଚ ବିଭାଗ  କୁ ଜାଗ୍ରତ କରିଆସୁଥିବା ଅନେକ ନଜିର ଅଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like