-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ଆଉ ନାହାନ୍ତି ଓକିଲ ମାର୍କଣ୍ଡ ମିଶ୍ର -   ବଲାଙ୍ଗୀର ବିଧାୟକଙ୍କ ଶୋକପ୍ରକାଶ

26-Jun-2023



ବଲାଙ୍ଗିର,- ବଲାଙ୍ଗିର ର ଜଣା ଶୁଣା ଓକିଲ ମାର୍କଣ୍ଡ ମିଶ୍ର ଆଉ ନାହାନ୍ତି । ଆଜି ପ୍ରାୟ ଦିନ ୨ଟା ସମୟରେ  ତାଙ୍କର ଦେହାନ୍ତ ଘଟିଛି ।  ସ୍ୱର୍ଗତ ଶ୍ରୀ ମିଶ୍ର ଝାରଖଣ୍ଡ ହାଇକୋର୍ଟର ଚିଫ୍ ଜଷ୍ଟିସ ସଞ୍ଜୟ ମିଶ୍ରଙ୍କ ପିତା ଓ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଦଦେଇ ପୁଅ ବଡ ଭାଇ ଥିଲେ ।  
ସ୍ୱର୍ଗତ ମିଶ୍ର ବିଗତ କିଛି ସମୟ ହେଲା ବୃଦ୍ଧାବସ୍ଥା ଜନିତ ଅସୁସ୍ଥତା ଭୋଗ କରୁଥିଲେ । ଦଶ ଦିନ ପୁର୍ବରୁ ତାଙ୍କ ପତ୍ନୀ ଜ୍ୟୋତିର୍ମୟୀ ମିଶ୍ରଙ୍କ ଦେହାନ୍ତ ଘଟିଥିଲା । ଆଜି ଶ୍ରୀମତୀ ମିଶ୍ରଙ୍କ ଦଶାହ କାର୍ଯ୍ୟକ୍ରମ ଥିଲା । ହଠାତ ଶ୍ରୀ ମିଶ୍ର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇ  ଟିକ୍ରାପଡା ସ୍ଥିତ ନିଜସ୍ୱ ବାସଭବନରେ ଦିନ ପ୍ରାୟ ୨ଟାରେ ଶ୍ରୀ ମିଶ୍ର ଶେଷ ନିଶ୍ୱାସ ନେଇଥିଲେ । ମୃତ୍ୟୁ ସମୟରେ ତାଙ୍କୁ ୮୯ ବର୍ଷ ହେଉଥିଲା । ଶେଷ ସମୟରେ ଦୁଇ ପୁତ୍ର, ପୁତ୍ର ବଧୂ, ଝିଅ, ଜ୍ୱାଇଁଙ୍କ ସମେତ ପ୍ରାୟ ସମସ୍ତ ପରିବାର ବର୍ଗ ଉପସ୍ଥିତ ଥିଲେ । ସ୍ଥାନୀୟ ବିଭୁତି ପଡା ଶ୍ମଶାନରେ ତାଙ୍କର ଅନ୍ତେଷ୍ଟି କ୍ରୀୟା ସଂପର୍ଣ୍ଣ ହୋଇଥିଲା । ପୁତ୍ର ଚିଫ୍ ଜଷ୍ଠିସ ସଞ୍ଜୟ ମିଶ୍ର ମୁଖାଗ୍ନୀ ଦେଇଥିଲେ । ତାଙ୍କର ବିୟୋଗ ବଲାଙ୍ଗିର ଓକିଲାତି ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି କହିବା ସହ ବିଧାୟକ ନରସିଂହ ମିଶ୍ର ଗଭୀର ଶୋକ ପ୍ରକଟ କରିଛନ୍ତି । ଅନ୍ତେଷ୍ଟି ସମୟରେ   ବଲାଙ୍ଗିରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like