-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ମଧୁସୂଦନ ପାଣିଗ୍ରାହୀଙ୍କ ଜନ୍ମ ଶତବାର୍ଷିକୀ ବର୍ଷ ପାଳନ ଅବସରରେ ମାଗଣା ଅସ୍ଥି ପରୀକ୍ଷା ଶିବିର

26-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ର ନୁଆ ବସ ଷ୍ଟାଣ୍ଡ ସ୍ଥିତ ଶିବାନନ୍ଦ ସେବାସଦନ ଠାରେ ମାଧୁମାୟା ପାଣିଗ୍ରାହୀ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଆକାଶବାଣୀର କିମ୍ବଦନ୍ତୀ ବ୍ୟକ୍ତିତ୍ଵ ମଧୁସୂଦନ ପାଣିଗ୍ରାହୀଙ୍କ ଜନ୍ମ ଶତବାର୍ଷିକୀ ବର୍ଷ ପାଳନ ଅବସରରେ ଏକ ମାଗଣା ଅସ୍ଥି ପରୀକ୍ଷା ଶିବିର ଓ ମଧୁମେହ ଶିବିର ଅନୁଷ୍ଠିତ ହୋଇଯାଇଛି।

ରବିବାର ଦିନ ବରିଷ୍ଠ ଭେଷଜ ବିଶେଷଜ୍ଞ ଡାକ୍ତର ମିହିର କାନ୍ତ ପାଣିଗ୍ରାହୀ ଙ୍କ ତତ୍ତ୍ଵାବଧାନରେ ବିଶିଷ୍ଟ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ବିଶ୍ୱକେଶ ପାଣିଗ୍ରାହୀ ଏହି ଶିବିରରେ ଯୋଗ ଦେଇଥିଲେ। ଶିବିରରେ ଗଞ୍ଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ପ୍ରାୟ ଶହେ ରୁ ଉର୍ଦ୍ଧ୍ବ ରୋଗୀଙ୍କ ମାଗଣା ଅସ୍ଥିରେ ଥିବା ଖଣିଜ ସାନ୍ଧ୍ରତା, ରକ୍ତ ଶର୍କରା ତଥା ପୁରୁଣା ମଧୁମେହ ରୋଗୀଙ୍କ ଆବଶ୍ୟକୀୟ ପରୀକ୍ଷା ମାନ କରାଯାଇଥିଲା।

ଫାଉଣ୍ଡେସନ ର ଆବାହକ ତଥା ଖ୍ୟାତନାମା ମଞ୍ଚ ଉଦଘୋଷକ ହୃଷୀକେଶ ପାଣିଗ୍ରାହୀ ଏହି ଅବସରରେ ଯୋଗଦେଇ ବର୍ଷ ତମାମ ଫାଉଣ୍ଡେସନ ତରଫରୁ ଏହିପରି  ସ୍ବାସ୍ଥ୍ୟ ସେବା, ସମାଜ ସେବା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ ବୋଲି କହିଥିଲେ।
ଫାଉଣ୍ଡେସନ ର ଟ୍ରଷ୍ଟି ତ୍ରିପତି ବାଲାଜୀ ପାତ୍ର, ବରିଷ୍ଠ ସଦସ୍ୟ ଭଗବାନ ମହାରଣା, ଡି. ସୋମେୟା, ସୁନିଲ ପଟ୍ଟନାୟକ ତଥା ଶିବାନନ୍ଦ ସେବା ସଦନ ତରଫ ରୁ ଶ୍ରୀମତୀ ଭବାନୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

ଏହି ଅବସରରେ ଗଞ୍ଜାମ ଜିଲ୍ଲାର ଗ୍ରାମାଞ୍ଚଳରେ ବହୁବର୍ଷ ଧରି ସ୍ବାସ୍ଥ୍ୟସେବା ସଚେତନତା ସୃଷ୍ଠି କରୁଥିବା ସ୍ବେଛାସେବୀ ଶ୍ରୀଧର ସାହୁ,  ଅନ୍ତର୍ଯ୍ୟାମୀ ନାହାକ, ଟି. ହିମାଂଶୁ ଶେଖର ପାତ୍ର ଙ୍କୁ ଶିବାନନ୍ଦ ସେବା ସଦନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like