-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ଦୁଇ ଯାତ୍ରୀ ବାହୀ ବସ୍ ମୁହାଁମୁହଁ ଧକ୍କା : ୦୨୦ ରୁ ଅଧିକ ଆହାତ

26-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ଗଞ୍ଜାମ ଦିଗ ପହଣ୍ଡିରେ ଭୟଙ୍କର ବସ୍‌ ଦୁର୍ଘଟଣା ଘଟିଛି। ସରକାରୀ ବସ୍‌ ସହ କନ୍ୟା ଯାତ୍ରୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଏହି ଦୁର୍ଘଟଣା ଘଟିଛି  l ଗଞ୍ଜାମଜିଲ୍ଲାପାଳଙ୍କ ସୂଚନା ଅନୁସାରେ  ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି  । ରାୟଗଡ଼ା ଜିଲ୍ଲା ଗୁଡାରୀରୁ ଯାତ୍ରୀଙ୍କୁ ନେଇ ଭୁବନେଶ୍ବର ଯାଉଥିଲା ସରକାରୀ ବସ । ସେହିପରି ବ୍ରହ୍ମପୁରରେ କନ୍ୟା ଯାତ୍ରୀଙ୍କୁ ଛାଡ଼ି ଘରୋଇ ବସ୍‌ ଖଣ୍ଡ ଦେଉଳି ଯାଉଥିଲା।ବିବାହ ଭୋଜିରୁ ଫେରୁଥିବାବେଳେ ଚାଲିଗଲା 12ଜଣ ଙ୍କ ନିରୀହ ଜୀବନ। କନ୍ୟା ସୋନେଲିର ବିବାହ  ଭୋଜିରେ ଯୋଗ ଦେବାକୁ ଯାଇଥିଲେ ପରିବାର ଓ ନିକଟ ସମ୍ପର୍କୀୟ । ଖୁବ୍ ଧୁମଧାମରେ ସମ୍ପନ୍ନ ହୋଇଥିଲା ବିବାହ । ଝିଅକୁ ବିଦାୟ ଦେଇ ଭୋଜି ଖାଇ ଫେରୁଥିଲେ ପରିବାର ଲୋକେ ଓ ସମ୍ପର୍କୀୟ । ଦୁଇଟି ଗାଡିରେ ଫେରୁଥିବାବେଳେ ଘରକୁ ପହଞ୍ଚିବାକୁ ମାତ୍ର କିଛି କିଲୋମିଟର ଥିବାବେଳେ ଧକ୍କା ଦେଇଥିଲା ସରକାରୀ ବସ୍ ଚାଲିଯାଇଛି ନିରୀହଙ୍କ ଜୀବନ  କିଏ ଜାଣିଥିଲା କାଳ ଛକିବସିଥିଲା ବାଟରେ ନେବାକୁ ଜୀବନ???? ମୃତ ଯାତ୍ରୀମାନେ ହେଲେ ----ରୂପାଲି ପ୍ରଧାନ, ଶିବାନୀ ପ୍ରଧାନ, ୨୫ ବର୍ଷୀୟା ସୁଜ୍ଞାନୀ ପ୍ରଧାନ , ଦେବାଂଶୁ ପ୍ରଧାନ (୨ ବର୍ଷ ),୬୨ ବର୍ଷୀୟ ସୀତାରାମ ପ୍ରଧାନ, ୬୦

ବର୍ଷୀୟ ରମେଶ ପ୍ରଧାନ, ତ୍ରିପତି ପ୍ରଧାନ (୬୦ ବର୍ଷ) ଶ୍ରୀମଣି ପ୍ରଧାନ, ଆଦ୍ୱିକ ପ୍ରଧାନ (୧ ବର୍ଷ), ସଙ୍ଗୀତା ଡାକୁଆ (୨୫ ବର୍ଷ) ରମେଶ ପ୍ରଧାନ (୬୦ ବର୍ଷ) ସଞ୍ଜୟ କୁମାର (୫୨ ବର୍ଷ) ହସ ଖୁସିଭରା ପରିବେଶ ପାଲଟି ଗଲା  ମୃତ୍ୟୁ ର କୋଳାହଳ ରେ   ।ଗୁରୁତର ଆହତଙ୍କୁ ଉଦ୍ଧାର ପରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like