-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ମାଣ୍ଡିଆ ରଥର ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ

26-Jun-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଜନଶୁଣାଣୀ ଶିବିର ଥିବା ବେଳେ ଏହି ଅବସରରେ କୃଷି ବିଭାଗ ପକ୍ଷରୁ ଏକ ମାଣ୍ଡିଆ ରଥ ଉଦ୍ଘାଟନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଯୋଗଦେଇ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ତହସିଲଦାର ପ୍ରଶାନ୍ତି ପ୍ରଧାନ, ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର,

ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେଙ୍ଗ ଯୋଗଦାନ କରିଥିଲେ। ବ୍ଳକ କୃଷି ଅଧିକାରିଣୀ ଅଙ୍କିତା ମହାପାତ୍ର ଓ ସ୍କିମ ଅଧିକାରୀ ସୁନନ୍ଦା ଦାସ ଉପସ୍ଥିତ ରହି ମାଣ୍ଡିଆ,କୁଦୋ,ରକ୍ସି,ଗୁର୍ଜି ଚାଷ କରିବା ପାଇଁ ପ୍ରବର୍ତ୍ତାଇ ଥିବା ବେଳେ ଏହାକୁ ସରକାରୀ ମଣ୍ଡିରେ ବିକ୍ରି

କରିବା ପାଇଁ ସଚେତନ କରିଥିଲେ। ଏହି ରଥ ଟି ବେଲପଡା ବ୍ଳକ ର ସମସ୍ତ ଗ୍ରାମ କୁ ପହଞ୍ଚାଇ ଲୋକଙ୍କୁ ସଚେତନତା କରିବା ପାଇଁ ପ୍ରୟାସ କରାଯାଇଛି।ଜନଶୁଣାଣୀ କେନ୍ଦ୍ର ରେ ଦୁଇଟି ମଣ୍ଡିଆ ଚୁଣା ଯନ୍ତ୍ର ଓ ଏକ କୃଷି ଯନ୍ତ୍ରପାତି ଭଡ଼ାକେନ୍ଦ୍ର ପତ୍ରାପାଲି ରୁ କପାଣି ଓ ଜାମଯୁରୀ  ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ହସ୍ତାନ୍ତର କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like