-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଲୋକ ଦେଖାଣିଆ ହୋଇଥିଲା କି ଜନ ଶୁଣାଣି ଶିବିର ?

26-Jun-2023



ବେଲପଡ଼ା(ପୂର୍ଣ୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାର୍ଯ୍ୟାଳୟ ଠାରେ ଜିଳ୍ଳାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲାର ସମସ୍ତ ଅଧିକାରୀ ତଥା ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ହୃଷିକେଶ ଖିଲାରୀ, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ କୁବେର ମହନ୍ତ, ଭାରପ୍ରାପ୍ତ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ କମଳାକାନ୍ତ ବାରିକ, ଜିଲ୍ଲା ଯୋଗାଣ ଅଧିକାରୀ ମୀର ଅଲ୍ଲୀ, ବଲାଙ୍ଗିର ବନଖଣ୍ଡ ଅଧିକାରୀ ନିତିଶ କୁମାର, ପାଟଣାଗଡ଼ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଜ୍ୟୋତିର୍ମୟ ଭୁକ୍ତା, ଉପଖଣ୍ଡ ଅବକାରୀ ଅଧିକ୍ଷକ ସତ୍ୟନାରାୟଣ ଦାସ,ଲାଠୋର ରେଞ୍ଜର ପ୍ରଭାତୀ ସେଠୀ, କଣ୍ଟାବାଞ୍ଜି ରେଞ୍ଜର ଶ୍ରଦ୍ଧାକର ବଡମାଳୀ, ପାଟଣାଗଡ଼ ରେଞ୍ଜର ଆନନ୍ଦ ଚନ୍ଦ୍ର ବିଶି ,ବେଲପଡା  ତହସିଲଦାର ପ୍ରଶାନ୍ତି ପ୍ରଧାନ,ବେଲପଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେଙ୍ଗ, ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ସୁରଜ୍ ପଟେଲ, ଯୋଗାଣ ଅଧିକାରୀ ବିଶ୍ବଜିତ ରାଉତ,ଏସିଷ୍ଟାଣ୍ଡ  ଇଞ୍ଜିନିୟର ଟଙ୍କଧର କାଲୁ,ଜିପିଇଓ ଗୋବିନ୍ଦ ଭୋଇ, ସମସ୍ତ କନିଷ୍ଠ ଯନ୍ତ୍ରୀ, ସମସ୍ତ ପିଇଓ, ସମସ୍ତ କ୍ଳାର୍କ ଉପସ୍ଥିତ ଥିବା ବେଳେ ବେଲପଡା ଥାନା ଅଧିକାରୀ ରାଜେନ୍ଦ୍ର ବେହେରା ଉପସ୍ଥିତ ରହି ଆଇନ ଶୃଙ୍ଖଳା ସ୍ଥିତି ସମୀକ୍ଷା କରୁଥିଲେ। ଜନଶୁଣାଣୀ ଶିବିରରେ ମାତ୍ର ୧୨ ଟି ଅଭିଯୋଗ ଦାଖଲ କରାଯାଇଛି।ବେଲପଡା ବ୍ଳକ ଏକ ଦାଦନ ପ୍ରବଣ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଲୋକଙ୍କ ଅନେକ ସମସ୍ୟା ରହିଆସିଛି। ଯାହାକି ଲୋକେ ଜନଶୁଣାଣୀ ଶିବିରରେ ଉପସ୍ଥାପନା କରିଥାନ୍ତି। ହେଲେ ପ୍ରଚାର ପ୍ରସାର ଅଭାବ ଯୋଗୁଁ ଲୋକଙ୍କ ପାଖରେ ପହଞ୍ଚି ପାରିନାହିଁ ଜନଶୁଣାଣୀ ଶିବିର କାର୍ଯ୍ୟକ୍ରମ। ବ୍ଳକ ପ୍ରଶାସନ ପକ୍ଷରୁ କୌଣସି ଗଣମାଧ୍ୟମ ପ୍ରତିନିଧି କିମ୍ବା ଜନପ୍ରତିନିଧି ମାନଙ୍କୁ ଆଗତୁରା ଏବିଷୟରେ ସୂଚନା ଦିଆଯାଇନଥିଲା। କାରଣ କାଳେ ବ୍ଳକ ପ୍ରଶାସନ ର ଦୁର୍ନୀତି ବିଷୟ ପଦାକୁ ଆସିଯିବ ବୋଲି ନାଁ ଲୋକ ଦେଖାଣିଆ ଜନଶୁଣାଣୀ ଶିବିର କାର୍ଯ୍ୟକ୍ରମ ସରିଯାଉ ବୋଲି ତାହା ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ନଚେତ୍ ଏହା ବ୍ଳକ ପ୍ରଶାସନ ର ମନମୁଖୀ ନୀତି ନୁହେଁ ତ ; ଏହାକୁ ଜିଲ୍ଲାପାଳ ମହୋଦୟ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ଆଗାମୀ ଦିନରେ ଏଭଳି ପରିସ୍ଥିତି ସୃଷ୍ଟି ହେଉନାହିଁ ବୋଲି ତାଗିଦ୍ କରିବା ନିହାତି ଆବଶ୍ୟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like