-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ରାଜ୍ୟ

ଗୋଟିଏ ବାଇକ୍‌ରେ ବସିଥିଲେ ୪; ୩ ଜଣଙ୍କ ମୃତ୍ୟୁ

11-Dec-2020



(ପ୍ରେରଣା ଖବର) ମାଲକାନଗିରି: ବିପଦକୁ ବରଣ କରି ମରଣ ଡାକିଆଣିଲେ। ମାଲ୍‌କାନଗିରିରେ ଗୋଟିଏ ବାଇକ୍‌ରେ ୪ ଜଣ ଯିବା ବେଳେ ଗଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ଜଣେ ଗୁରୁତର ହୋଇଛନ୍ତି।  ମାଲ୍‌କାନଗିରି ଜିଲ୍ଲା MV ୧୬ ନମ୍ବର ଛକରେ ଏହି ମର୍ମନ୍ତୁଦ ଶଡ଼କ ଦୁର୍ଘଟଣା ଘଟିଛି। ୨ ଜଣ ମହିଳାଙ୍କୁ ମିଶାଇ ବାଇକରେ ମୋଟ ୪ ଜଣ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗାଡ଼ିଟି ଏକ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ତିନି ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କର ମାଲକାନଗିରି ମେଡିକାରେ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ସେପଟେ ମୟୂରଭଞ୍ଜ ଜିଲ୍ଲା ହାତିବାରୀରେ ଯାତ୍ରୀବାହୀ ବସ୍ ଓଲଟି ୨୫ ଆହତ ହୋଇଥିବା ବେଳେ ୧୦ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ବସ୍‌ଟି ୫୦ ଜଣ ଯାତ୍ରୀଙ୍କୁ ନେଇ ରାଇରଙ୍ଗପୁରରୁ ବାରିପଦା ଯାଉଥିବାବେଳେ ହାତିବାରୀ ପାଖରେ ଓଲଟି ପଡ଼ିଥିଲା। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like