-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଉତ୍ତମ ସ୍ୱାସ୍ଥ୍ୟ ସକାଶେ ସ୍ବାସ୍ଥ୍ୟ ବିଭାଗର ଅଭିନବ ପ୍ରୟାସ

27-Jun-2023



.ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପିପୁଲ୍ସ ଫୋରମ୍  ସଂଯୋଜନା ଓ ରକ୍ତ ଦାତା ଅନୁଷ୍ଠାନ ଅନ୍ୟାନ୍ୟ ସଂଗଠନ ସହାୟତା ରେ ସୋନପୁର ଧୀବର ପଡ଼ା କ୍ଲବ୍ ରେ  ଆଜି ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ  ଯାଇଛି । ଏସ ଡ଼ି ପି ଓ  ପୁଷ୍ପାଞ୍ଜଳି ନିଙ୍ଗି ଓ ଜିଲ୍ଲା କୃଷକ ସଂଗଠନ ସଭାପତି ବୈକୁଣ୍ଠ ଶତପଥୀ ଅତିଥି ଭାବେ ଯୋଗ ଦେଇ ଏହାର ଲକ୍ଷ୍ୟ ଉଦ୍ଦେଶ୍ୟ ଉପରେ ମତ ରଖିଥିଲେ l  ଡାକ୍ତର ଅଭିନାଶ ପୁରୋହିତ, ଡାକ୍ତର ଚିନ୍ମୟ ଶେଖର ବିଶ୍ବାଳ ପ୍ରମୁଖ ଶତାଧିକ ରୋଗୀ ଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ l ମା ସୁରେଶ୍ଵରୀ ପାଠାଗାର ର ସମ୍ପାଦକ ଶିବ ବେହେରା ଓ ଧୀବର ପଡ଼ା ର ଯୁବକ ମାନଙ୍କ ପ୍ରଚେଷ୍ଟା ରେ ଜିଲ୍ଲା ରକ୍ତ ଦାତା ସେବା ସଂଘ, ପତାଞ୍ଜଳୀ ଯୁବ ଭାରତ ଓ ଏହାର ମହିଳା ଶାଖା, ସଚ୍ଛ ଭାରତ , ସବୁଜ ସୁବର୍ଣ୍ଣପୁର ଓ ଜିଲ୍ଲା କୃଷକ ସଂଗଠନ ର ସହାୟତା ରେ 100ରୁ ଉର୍ଧ୍ଵ ମହିଳା, ପୁରୁଷ, ଓ ବୟସ୍କ ଲୋକ ମାନେ ରକ୍ତ ଚାପ, ଡାଇବେଟିସ ଓ କ୍ୟାନ୍ସର ଭଳି ଅନ୍ୟାନ୍ୟ ଜଟିଳ ରୋଗ ର ଚିକିତ୍ସା ସୁବିଧା ନେଇ ଏହାର ପ୍ରତିକାର ବ୍ୟବସ୍ଥା ଓ ଔଷଧ ଉପକରଣ କୁ ମାଗଣା ରେ ପାଇଥିଲେ । ସେହିପରି ଆଗାମୀ ଦିନରେ ମେଡିକାଲ କୁ ଯାଇ ପାରୁ ନ ଥିବା ଲୋକଙ୍କ  ସ୍ବାସ୍ଥ୍ୟ ଓ ଆରୋଗ୍ୟ ସକାଶେ ସହର ର ପ୍ରତି ୱାର୍ଡ ରେ ଏ  ସ୍ୱାସ୍ଥ୍ୟ ସେବା କାର୍ଯକ୍ରମ କୁ ବ୍ୟାପକ ଓ ତ୍ଵରାନିତ କରାଯିବ ଏବଂ ପ୍ରତି ମାସ ରେ ଏକ ଏନ ସି ଡି କ୍ୟାମ୍ପ, ଅଉଟ ଡ୍ରିକ୍ସ କ୍ୟାମ୍ପ ର ଆୟୋଜନ ହେଉଛି ବୋଲି ଜିଲ୍ଲା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ର ସଂଯୋଜକ  ଆଶୁତୋଷ ସାହୁ କହିଛନ୍ତି l ଧୀବର ପଡ଼ା ର ନୀଳକଣ୍ଠ ଅଧିକାରୀ, ହିମାଂଶୁ ଅଧିକାରୀ, ସମାଜସେବୀ ମନୋ ରଂଜନ ତ୍ରିପାଠୀ, ଶ୍ରୀବତ୍ସ ମଲ୍ଲିକ, ମନୋଜ ପଣ୍ଡା, ସହରାଞ୍ଚଳ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଅଧିକାରୀ କ୍ୟାମ୍ପ୍ ପରି ଚାଳନା ରେ ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like