-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଜଡ଼ାପାଲ ନାଳରେ ପୋଳ ନିର୍ମାଣ ପାଇଁ ଜିଲ୍ଲାପାଳଙ୍କୁ ଦାବି ପତ୍ର - ପୋଳ ନିର୍ମାଣ ପାଇଁ ଅନେକ

27-Jun-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ବ୍ଲକ କେନଝରିଆପାଲି ପଞ୍ଚାୟତ ଅନ୍ତର୍ଗତ ବଳିପାଲି ସ୍ଥିତ  ଜଡାପାଳ ଗାଁ'ର ନିତିଦିଆ ରାସ୍ତାରେ ଥିବା ନାଳ ଉପରେ ଏକ ପୋଲ ନିର୍ମାଣ ପାଇଁ ପଶ୍ଚିମ ଓଡିଶା ଯୁବାମଞ୍ଚ ପକ୍ଷରୁ ବୀରମହାରାଜପୁର ବ୍ଲକ ରେ ଚାଲିଥିବା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଉକ୍ତ ଗ୍ରାମକୁ ଦିର୍ଘ ଦିନ ହେବ ରାସ୍ତା ନ ଥିଲା କିନ୍ତୁ ଅନେକ ଦାବି ପରେ ଚଳିତ ବର୍ଷ ମନରେଗା ଯୋଜନା ରେ ରୁଗୁଡିପାଲି ଦାଦାର ଛକ ଠାରୁ ବଳିପାଲି ଯଡ଼ପାଳ ପଡା କୁ ଏକ ରାସ୍ତା ତିଆରି ହୋଇଛି ।ହେଲେ ଏହି ରାସ୍ତାରେ ଥିବା ଏକ ନାଳ ଯାତାୟତ ରେ ବାଧାସୃଷ୍ଟି କରୁଛି ।ଏପରିକି ବର୍ଷା ଦିନରେ ଗ୍ରାମର ଛୋଟ ଛୋଟ ପିଲା ମାନଙ୍କ ପାଠ ପଢା ବନ୍ଦ ହୋଇଯାଉଥିବା ବେଳେ ବିଭିନ୍ନ ସମୟରେ ରୋଗୀ ମାନଙ୍କୁ ଦୁଇ କିଲୋମିଟର ଖଟିଆରେ ବୋହି ବଳିପାଲି ପର୍ଯ୍ୟନ୍ତ ଆଣିବାକୁ ପଡୁଛି । ଗ୍ରାମବାସୀ ମାନେ ଅନେକ ଥର  ସରପଞ୍ଚଙ୍କ ଠାରୁ ଆରମ୍ଭ କରି ବିଡିଓ, ପୂର୍ବ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ।  ଏ ନେଇ ପଶ୍ଚିମ ଓଡିଶା ଯୁବାମଞ୍ଚ ପକ୍ଷରୁ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କୁ  ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ଉକ୍ତ ରାସ୍ତାରେ ଯଥାଶୀଘ୍ର ଏକ ପୋଲ ନିର୍ମାଣ ପାଇଁ ଜଡାପାଲ ଗ୍ରାମବାସୀ ତଥା ଅଞ୍ଚଳବାସି ଦାବି କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like