-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଗଲେ ବିଶେଷଜ୍ଞ ଆସିଲେ ଏମବିବିଏସ, ଏମବିବିଏସ ଙ୍କ ଭରସାରେ ଏବେ ସିନ୍ଧେକେଲା ସିଏଚସି

27-Jun-2023



ବଙ୍ଗୋମୁଣ୍ଡା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବଲାଙ୍ଗୀର, କଳାହାଣ୍ଡି ଓ ନୁଆପଡା ଜିଲ୍ଲାର ସୀମାରେ ରହିଛି। ଏହି ଡାକ୍ତରଖାନା ଉପରେ ଆଖପାଖରେ ଥିବା ତିନୋଟି ଜିଲ୍ଲାର ଲୋକେ ସ୍ବାସ୍ଥ୍ୟ ସେବା ପାଇଁ ନିର୍ଭର କରିଥାନ୍ତି। ଉଦାହରଣ ସ୍ୱରୂପ ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ବଦଳି ହେବା ଆଗରୁ ଗୋଟିଏ ବର୍ଷରେ ପ୍ରାୟ ୧୦୦୮ ଡେଲିଭରି ହୋଇଥିଲା ତାହା ବି ଡାକ୍ତରଖାନାରେ ବିଶେଷ ସୁବିଧା ନ ଥିବା ସତ୍ତ୍ବେ । ବର୍ତ୍ତମାନ ମଧ୍ଯ ଡାକ୍ତର ଅଭାବ ସତ୍ତ୍ବେ ପ୍ରତିଦିନ ପ୍ରାୟ ୧୨୦ ରୁ ୧୫୦ ବିଭିନ୍ନ ପ୍ରକାର ରୋଗୀ ଡାକ୍ତରଖାନାକୁ ଆସୁଛନ୍ତି। ଏଭଲି ଏକ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟକେନ୍ଦ୍ର ରେ ଏବେ ଡାକ୍ତର ଅଭାବ ଦେଖାଦେଇଛି। ଜିଲ୍ଲା ସ୍ବାସ୍ଥ୍ୟବିଭାଗ କାର୍ଯ୍ୟାଳୟ ପକ୍ଷରୁ ତିନିଦିନ ତଳେ ୨୧ ତାରିଖ ଦିନ ପତ୍ରସଂଖ୍ୟା ୨୯୦୦ ଅନୁସାରେ ଜିଲ୍ଲାକୁ ୪୧ ଜଣ ନୁଆ ଡାକ୍ତର ଆସିଥିବା ବେଳେ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଦୁଇ ଜଣ ଡାକ୍ତର ଙ୍କ ପୋଷ୍ଟିଂ ହୋଇଛି। ଦୁଇ ଜଣଙ୍କ ମଧ୍ଯରୁ ଜଣେ ଡାକ୍ତର ଧନଞ୍ଜୟ ପଣ୍ଡା ପିଜି ଷ୍ଟଡି ପାଇଁ କଟକ ଯିବେ ଓ ଆଉ ଜଣେ ଡାକ୍ତର ପ୍ରବିଣ କୁମାର ବେହେରା ସିନ୍ଧେକେଲା ସିଏଚସି ରେ ନିୟମିତ ଡାକ୍ତର ଭାବେ ନିଯୁକ୍ତି ପାଇଛନ୍ତି। ପ୍ରକାଶ ଯୋଗ୍ଯ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନିୟମ ଅନୁଯାଇ ୯ ଜଣ ଡାକ୍ତର ରହିବା କଥା ହେଲେ ତାହା ପୁରଣ କରିବା ପରିବର୍ତ୍ତେ ଉକ୍ତ ଡାକ୍ତରଖାନାରେ ଥିବା ସ୍ତ୍ରୀ ଓ ପ୍ରସୂତୀ ବିଶେଷଜ୍ଞ ଡାକ୍ତର ଙ୍କୁ ଏକ ମାସ ତଳେ କଳାହାଣ୍ଡି ବଦଳି କରି ଦେବା ସହ ଆଉ ଜଣେ ଏମବିବିଏସ ଡାକ୍ତର ଙ୍କୁ ଖୋଲାନ ସିଏଚସି ବଦଳି କରି ତା ବଦଳରେ ଦୁଇଜଣ ଡାକ୍ତର ତ ଦିଆଗଲା ହେଲେ ତାଙ୍କ ମଧ୍ଯରୁ ଜଣେ ପିଜି ଷ୍ଟଡି ପାଇଁ କଟକ ଗଲେ ଓ ଜଣେ ନିୟମିତ ଡାକ୍ତର ଭାବେ ଯୋଗ ଦେଇଛନ୍ତି। ଏବେ ଏହି ଡାକ୍ତରଖାନା ରେ ମାତ୍ର ଦୁଇ ଜଣ ନିୟମିତ ଏମବିବିଏସ ଡାକ୍ତର ଓ ତିନିଜଣ କଣ୍ଟ୍ରାକ୍ଚୁଆଲ ଏମବିବିଏସ ଡାକ୍ତରଙ୍କୁ ନେଇ ସ୍ବାସ୍ଥ୍ୟସେବା ଚାଳିଛି। ତେବେ ଏହାକୁନେଇ ସୋସିଆଲ ମିଡିଆରେ ଓ ସିନ୍ଧେକେଲା ଅଞ୍ଚଳରେ ଜନ ଅସନ୍ତୋଷ ବଢିବାରେ ଲାଗିଛି। ତେଣୁ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like