-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ସାମ୍ବାଦିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୧ ଦଫା ଦାବି ପତ୍ର ଦାଖଲ

27-Jun-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): ଓଡ଼ିଶା ରାଜ୍ୟ ସାମ୍ବାଦିକ ସଂଘ ର ଆହ୍ବାନ କ୍ରମେ କଳାହାଣ୍ଡି ସାମ୍ବାଦିକ ସଂଘ ତରଫରୁ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଗୁଡିକର ସମାଧାନ ପାଇଁ ୧୧ ଦଫା ଦାବିପତ୍ର କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ ନାୟକଙ୍କୁ ଦାଖଲ କରାଯାଇଛି । ଜିଲ୍ଲା ସଭାପତି ମହମ୍ମଦ ଅଲି, ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକ ଏବଂ ରାଜ୍ୟ ଉପସଭାପତି ଦୁଷ୍ମନ୍ତ କୁମାର ପଣ୍ଡା, ସାମ୍ବାଦିକା ସ୍ନିଗଧା ରାଣୀସିଂହ, ସାମ୍ବାଦିକ ରଘୁମଣି ପୂଝାରି ଙ୍କ ନେତୃତ୍ବରେ ଜିଲ୍ଲାର ସମଗ୍ର ଅଞ୍ଚଳର ସାମ୍ବାଦିକ ମାନଙ୍କ ଉପସ୍ଥିତିରେ ଦାବିପତ୍ର ଦାଖଲ କରାଯାଇଛି । ସାମ୍ବାଦିକ ସଂଘର ଦାବି ଗୁଡିକ ମଧ୍ୟରେ ମହାରାଷ୍ଟ ଓ ଛତିଶଗଡ଼ ଢାଂଚାରେ କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ନିମନ୍ତେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସାମ୍ବାଦିକ ମାନଙ୍କ ପରିବାରକୁ ଗୋପବନ୍ଧୁ ସ୍ଵାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶି କୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି, ଯେଉଁ ସାମ୍ବାଦିକ ମାନେ ୧୫ ବର୍ଷ ରୁ ଅଧିକ ଅବଧି ଧରି କାର୍ଯ୍ୟ କରିଛନ୍ତି ସେମାନେ ବିଭିନ୍ନ କାରଣରୁ କାମ କରିପାରୁ ନାହାନ୍ତି, ସେମାନଙ୍କୁ ଆଜୀବନ ସରକାରଙ୍କ ସାମ୍ବାଦିକ କଲ୍ୟାଣ ଯୋଜନା ରେ ସାମିଲ କରାଯାଇ ସମସ୍ତ ସୁବିଧା ସୁଯୋଗ ଗୁଡିକ ପ୍ରଦାନ, ସାମ୍ବାଦିକଟିର ଅକାଳ ବିୟୋଗରେ ସହାୟତା ରାଶି କୁ ଅତି କମରେ ୨୫ ଲକ୍ଷ ଟଙ୍କା କୁ ବୃଦ୍ଧି, ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରାୟ ସମସ୍ତ ମିଡ଼ିଆ ହାଉସ ଗୁଡ଼ିକ

ସହିତ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ମୁଖ୍ୟାଳୟ, ଶିକ୍ଷାନୁଷ୍ଠାନ, ଅତ୍ୟାଧୁନିକ ଚିକିତ୍ସା ସୁବିଧା ଥିବା ହସ୍ପପିଟାଲ ଗୁଡିକ ରହିଥିବା ରୁ ସେଠାରେ ସାମ୍ବାଦିକ ସପରିବାରଙ୍କର ସାମୟିକ ରହଣୀ ନିମନ୍ତେ ଏକ ବହୁତଳ ବିଶିଷ୍ଟ "ସାମ୍ବାଦିକ ଅତିଥି ଭବନ" ନିର୍ମାଣ, କାର୍ଯ୍ୟରତ ସମସ୍ତ ସାମ୍ବାଦିକ ଙ୍କୁ ଅତି କମରେ ମାସିକ "୧୫ ହଜାର ଟଙ୍କା ଭତ୍ତା" ଏବଂ ଅତି କମରେ ୧୫ ବର୍ଷ କାର୍ଯ୍ୟ କରି ଅବସର ନେଇଥିବା ସାମ୍ବାଦିକ ଙ୍କୁ ମାସିକ "୨୦ ହଜାର ଟଙ୍କା ପେନସନ" ପ୍ରଦାନ, ରାଜ୍ୟର ପ୍ରତ୍ୟେକ ଜିଲ୍ଲା, ସବ-ଡିଭିଜନ, ପୌରାଞ୍ଚଳ ଏବଂ ବ୍ଲକ ସଦର ମହକୁମା ରେ କମ୍ପ୍ୟୂଟର ଏବଂ ଇଣ୍ଟରନେଟ, ଅଡିଟୋରିୟମ ସହିତ ଅନ୍ୟାନ୍ୟ ସୁବିଧା ଥାଇ "ସାମ୍ବାଦିକ ପ୍ରକୋଷ୍ଠ" ନିର୍ମାଣ, ଗତ ୫ ବର୍ଷ ଧରି ସରକାର ପ୍ରଦାନ କରି ଆସୁଥିବା ଗୋପବନ୍ଧୁ ସ୍ଵାସ୍ଥ୍ୟ ବୀମା ଓ ସାମ୍ବାଦିକ କଲ୍ୟାଣ ଯୋଜନାର କୌଣସି ନିୟମ

ପରିବର୍ତ୍ତନ ନକରି (କେବଳ ମୂଲ୍ୟ ବୃଦ୍ଧି ବ୍ୟତୀତ) ପୂର୍ବବତ ସେହି ଢାଂଚାକୁ ଅପରିବର୍ତ୍ତିତ ରଖାଜୀବା, ଗୋପବନ୍ଧୁ ସ୍ଵାସ୍ଥ୍ୟ ବୀମା ଯୋଜନାରୁ ବାଦ ପଡିଥିବା ଅନ୍ୟ ସମସ୍ତ ସାମ୍ବାଦିକ ମାନଙ୍କୁ ଏବଂ ଗଣମାଧ୍ୟମ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସାମ୍ବାଦିକ ଓ କର୍ମଚାରୀ ତଥା ପଞ୍ଜୀକୃତ ସମସ୍ତ news ପୋର୍ଟାଲ ସାମ୍ବାଦିକ ମାନଙ୍କୁ ଉପରୋକ୍ତ ଯୋଜନାରେ ସାମିଲ କରାଯିବା, ରାଜ୍ୟରେ ପ୍ରେସ ଏକାଡେମୀ ଗଠନ ଏବଂ ମିଡ଼ିଆ ହାଉସ ସୁପାରିଶ ପରିବର୍ତ୍ତେ ସରକାର ଙ୍କ ତରଫରୁ ସିଧା ସଳଖ ସାମ୍ବାଦିକ କୁ ଅଧିସ୍ବୀକୃତି ପ୍ରଦାନ କରିବାର ବ୍ୟବସ୍ଥା ପ୍ରଚଳନ, ଜିଲ୍ଲା,ସବ-ଡିଭିଜନ, ପୌରାଞ୍ଚଳ ଓ ବ୍ଲକ ସ୍ତରରେ ବିଭିନ୍ନ ସରକାରୀ କମିଟିରେ ଏକାଧିକ ସାମ୍ବାଦିକ ମାନଙ୍କୁ ସଭ୍ୟ ଭାବେ ନେବା ଭଳି ସାମ୍ବାଦିକ ମାନଙ୍କ ସାମୁହିକ କଲ୍ୟାଣ ନିମିତ୍ତ ଦାବି ଉପସ୍ଥାପନ କରାଯାଇଛି । ରାଜ୍ୟ ସାମ୍ବାଦିକ ସଂଘ ର ଆହ୍ବାନ କ୍ରମେ ସମଗ୍ର ରାଜ୍ୟରେ ସମସ୍ତ ଜିଲ୍ଲାରେ ଏହି ଦାବି ଉପସ୍ଥାପନ କରାଯାଇଥିବା ଜନପଡିଛି ଅ ସାମ୍ବାଦିକ ମାନଙ୍କ ଦାବୀ ପତ୍ର କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପାଠ୍ୟ ଦିଆଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like