-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ମହାନଗର

ସୁବର୍ଣ୍ଣପୁର ରେ ଚତୁର୍ଦ୍ଧା ମୂର୍ତ୍ତି ଙ୍କର କଳ୍କୀ ଅବତାର

27-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ଅଷ୍ଟ ବିଷ୍ଣୁ ଙ୍କ ପୀଠ ଦ୍ୱିତୀୟବାରଣାସୀ ସୁବର୍ଣ୍ଣପୁର ର ଗୁଣ୍ଡିଚାମନ୍ଦିର ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଆଜି କଳ୍କୀ ଅବତାରରେ ଦର୍ଶନଦେଉଛନ୍ତି। ଶ୍ରୀମଦ୍ ଭାଗବତ ଓ କଳ୍କୀ ପୁରାଣଅନୁଯାୟୀ ଭଗବାନ ବିଷ୍ଣୁ ଏହି ଅବତାର କଳିଯୁଗର ଅନ୍ତସମୟ ଓ ସତ୍ୟଯୁଗର ଅୟରାମ୍ଭରେ ତଥା ସନ୍ଧି କାଳହୋଇଥିବ ସେହି ସମୟରେ ନେବେ ବୋଲି ଉଲ୍ଲେଖ ରହିଥିବା ଜଣାଯାଏ। ଏହି ଦୁର୍ଲ୍ଲଭବେଶର ଦର୍ଶନ କରିବା ତଥା ଆଜି ଘୋଷ ଯାତ୍ରା ସମୟରେ ଜଗତର ନାଥ ଜଗନ୍ନାଥଙ୍କୁ   ଆଡ଼ପ ମଣ୍ଡପରେ ଦର୍ଶନ କରିବାର ଶେଷ ଦିନ ହୋଇଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ପରିଲକ୍ଷିତ ହୋଇଥିଲା।ହିନ୍ଦୁଧର୍ମର ମାନ୍ୟତା ଅନୁଯାୟୀ ଜଗତର ନାଥ ଜଗନ୍ନାଥଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କଲେ କୋଟି ଜନ୍ମର ପାପ ନାଶ ଯାଇଥାଏ ବୋଲି ମଧ୍ୟ ବିଶ୍ୱାସ ରହିଛି। ତେଣୁ ଆଜି ଶ୍ରଦ୍ଧାଳୁ ମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ନଚେତ୍ ଆଉ ଗୋଟାଏ ବର୍ଷ ଅପେକ୍ଷା କରିବାକୁ ହେବ ମହାପ୍ରଭୁଙ୍କ ଏହି ଦିବ୍ୟ ଅବତାର ବା ଲୀଳା ରଚନାର ସାନ୍ନିଧ୍ୟ ଟିକକ ପାଇବା ପାଇଁ। ଏହି ବିଶ୍ୱାସ ରେ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ଛୁଟି ଆସିଥାନ୍ତି ଶ୍ରୀଜିଉଙ୍କ ର ଟିକିଏ ଏହି ସମୟର ଆଶିଷ ଲାଭ କରି ନିଜକୁ ଅତି ଭାଗ୍ୟବାନ ମନେକରିବା ପାଇଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like