-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ରେଲୱେ ଓଭରବ୍ରିଜ ନିକଟ ରେଳ ଧାରଣାରୁ ବୟସ୍କା ମହିଳାଙ୍କ ମୃତ ଦେହ ଉଦ୍ଧାର

27-Jun-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବଲାଙ୍ଗିର-ସଇଁନ୍ତଲା ରାସ୍ତାରେ ଥିବା ରେଲୱେ ଓଭରବ୍ରିଜ ନିକଟ ରେଳ ଧାରଣାରୁ ଜଣେ ବୟସ୍କା ମହିଳାଙ୍କୁ ମୃତ ଅବସ୍ଥାରେ ବଲାଙ୍ଗିର ଜିଆରପି ପୋଲିସ ଉଦ୍ଧାର କରିଥିଲା। ଘଟଣାର ତଦନ୍ତ ପାଇଁ ବଲାଙ୍ଗିର ଜିଆରପି ଥାନାରେ ଏକ ମାମଲା ରୁଜୁ କରି ଜିଆରପି ପୋଲିସ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ କରାଇଥିଲା। ମୃତ ମହିଳାଙ୍କ ପରିଚୟ ସନ୍ଧାନରେ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲସ୍ଥିତ ଶବ ସଂରକ୍ଷଣ କେନ୍ଦ୍ରରେ ଶବକୁ ଜିଆରପି ପୋଲିସ ୯୬ ଘଣ୍ଟା ପର୍ଯ୍ୟନ୍ତ ସଂରକ୍ଷିତ ରଖିଥିଲା। ପରେ ମୃତ ମହିଳାଙ୍କ ପରିଚୟ ମିଳି ପାରି ନ ଥିବାରୁ ଜିଆରପି ପୋଲିସ ଏହି ଅଜ୍ଞାତ ଶବର ସତ୍କାର ନିମନ୍ତେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ସହ ଯୋଗାଯୋଗ କରିଥିଲା। ଖବର ପାଇ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟମାନେ ସ୍ଵର୍ଗରଥ ଧରି ଶବ ସଂରକ୍ଷଣ କେନ୍ଦ୍ରରେ ପହଞ୍ଚିଥିଲେ। ସମସ୍ତ ଔପଚାରିକତା ପରେ ଜିଆରପି ପୋଲିସ ଉପସ୍ଥିତିରେ ସଂଗଠନର ସଦସ୍ୟମାନେ ଶବକୁ ସଂରକ୍ଷଣ କେନ୍ଦ୍ରରୁ ବାହାର କରି ସ୍ୱର୍ଗରଥ ଯୋଗେ ବିଭୁତିପଡା ସ୍ମଶାନକୁ ନେଇଥିଲେ। ସେଠାରେ ସସମ୍ମାନେ ସେହି ଅଜ୍ଞାତ ମହିଳାଙ୍କ ଶେଷ ସଂସ୍କାର

ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା କରାଯାଇଥିଲା। ଏହି ଅନ୍ତିମ ସଂସ୍କାର କାର୍ଯ୍ୟରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଶତପଥୀ, ଏମ୍.ଡି. ବବଲୁ ଓ ରାହୁଲ ବାଗ ଏବଂ ସ୍ଥାନୀୟ ଧର୍ମେନ୍ଦ୍ର କୁମ୍ଭାର ସହଯୋଗ କରିଥିବା ବେଳେ ଆବଶ୍ୟକୀୟ କାଠ ଓ ଅନ୍ୟାନ୍ୟ ଉପଯୁକ୍ତ ସାମଗ୍ରୀ ଯୋଗାଇବାରେ ଯୁବ ସମାଜସେବୀ ଟୁନା ମିଶ୍ର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like