-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନେହେରୁ ଯୁବ କେନ୍ଦ୍ର ବ୍ରହ୍ମପୁର ପକ୍ଷରୁ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ

28-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ନେହରୁ ଯୁବ କେନ୍ଦ୍ରପକ୍ଷରୁ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ସ୍ଥାନୀୟ ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟଳୟରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଯୋଗ ଦେଇ ବିକାଶ ଉନ୍ମୁଖୀ ଭାରତରେ ଯୁବକ ମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କ ରେ କହିଥିଲେ l ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ଉପଜିଲ୍ଲାପାଳ

ଆଶୁତୋଷ କୁଲକର୍ଣ୍ଣି ଭାରତ ର ମହାନ ସନ୍ଥ ସ୍ୱାମୀ ବିବେକାନନ୍ଦ ଙ୍କ ଜୀବନଶୈଳୀ ଆଜିକା ଯୁବପିଢ଼ିମାନଙ୍କ ପାଇଁ ପ୍ରେରଣା ଦାୟୀ ବୋଲି ମତ ବ୍ୟକ୍ତ କରିଥିଲେ | ନେହରୁ ଯୁବ କେନ୍ଦ୍ର ର ଏହିପରି କାର୍ଯ୍ୟକ୍ରମ କୁ ବିଶ୍ଵବିଦ୍ୟଳୟ କୁଳପତି ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମହାନ୍ତି ଭୁୟସୀ ପ୍ରଶଂସା କରିଥିଲେ | ଏଥିରେ ଜିଲ୍ଲା ର ବିଭିନ୍ନ ଯୁବବର୍ଗ ଙ୍କ ମଧ୍ୟରେ ଚିତ୍ରାଙ୍କନ , ଫୋଟୋଗ୍ରାଫି , ବକୃତା ଏବଂ ଯୁବ ସମ୍ବାଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା | ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା | ଜିଲ୍ଲା ସଂଯୋଜକ ଅକ୍ଷୟ ନିପାନେ ଙ୍କ ନେତୃତ୍ୱ ରେ କାର୍ଯ୍ୟକ୍ରମ ପରିଚାଳନା ହୋଇଥିବା ବେଳେ ଜାତୀୟ ଯୁବ ସ୍ବେଛାସେବୀ ମାନେ ଏଥିରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like