-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡିସ୍କସ ଥ୍ରୋ ରେ ରାଜ୍ୟ ରେ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ମହିଳା ପୋଲିସ କୁ ସୁବର୍ଣ୍ଣପୁର ଏସପି  କଲେ ସ୍ୱାଗତ ସମର୍ଦ୍ଧନା

28-Jun-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ପୋଲିସ ତଥା ସୋନପୁର ଥାନା ରେ କାର୍ଯ୍ୟରତ ସୁଜାତା ମିଞ୍ଜ କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଏଥଲେଟ ଜେନେରାଲ ମିଟ ଡ଼ିସକସ ଥ୍ରୋ ରେ ଦ୍ୱିତୀୟ ସ୍ଥାନ ଅଧିକାର କରି  ସୁବର୍ଣ୍ଣପୁର ଜ଼ିଲ୍ଲା ପୋଲିସ ର ଗୌରବ ବଢ଼ାଇଛନ୍ତି l  ଆମ ଜ଼ିଲ୍ଲା ର ଗୌରବ  ମିସ ମିଞ୍ଜ ଙ୍କୁ ଆଜି ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଜ଼ିଲ୍ଲା ପୋଲିସ କାର୍ଯ୍ୟାଳୟ ରେ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି l  ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଏସପି ଶ୍ରୀ ପଣ୍ଡା ଙ୍କ ସମେତ ନୂତନ  ଭାରପ୍ରାପ୍ତ ଥାନା ଅଧିକାରୀ  ପଦ୍ମାସିନୀ ମେହେର, ଏସପି ଷ୍ଟେନୋ କୃତ୍ତିବାସ ମିଶ୍ର,  ପୋଲିସ କଲେଷ୍ଟବଳ ସଂଘ ପ୍ରାକ୍ତନ ସମ୍ପାଦକ  ଦୀନେଶ ମିଶ୍ର ପ୍ରମୁଖ ଉପସ୍ଥିତ ରହି କ୍ରୀଡା ପ୍ରତିଭା  ମିସ ସୁଜାତା ମିଞ୍ଜ ଙ୍କୁ ଉତ୍ସାହିତ କରି  ଏ  କ୍ଷେତ୍ର ରେ  ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l  ଏହା ପୂର୍ବରୁ ସୋନପୁର ଥାନା ରେ  ପ୍ରତିଭା ମିଞ୍ଜ ଙ୍କୁ ଭାବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇ ଏ ଦିଗରେ ତାଙ୍କୁ ସଫଳତା କାମନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like