-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||     

HOME   ଜିଲ୍ଲା

ବ୍ଲକ ସଭାଗୃହ ରେ ପଂଚାୟତ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

28-Jun-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ସ୍ଥିତ ସଭା ଗୃହ ରେ ଲୋଇସିଂହା ପଂଚାୟତ ସ୍ତରୀୟ ଶିଶୁ ସୁରକ୍ଷା କମିଟି ର ଅଧ୍ୟକ୍ଷ ଶ୍ରୀଯୁକ୍ତ ନବକିଶୋର ନାଏକ ଙ୍କ ଅଧ୍ୟକ୍ଷତା ରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିରରେ ମୁଖ୍ୟଅତିଥି ଭାବେ ଲୋଇସିଂହା ସମ୍ୱନ୍ୱିତ ଶିଶୁ ବିକାଶ ଯୋଜନା ଅଧିକାରୀଣି ଶ୍ରୀମତୀ ଗାୟତ୍ରୀ ବାରିକ ଯୋଗଦେଇ ଶିଶୁ ସୁରକ୍ଷା କମିଟିର ଉଦ୍ଦେଶ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ l ଅନ୍ୟତମ ଅତିଥିଭାବେ ସ୍ବର୍ଣ୍ଣପ୍ରଭା ନାଗ ଯୋଗଦେଇ ନିଜ ସୁଚିନ୍ତିତ ମତାମତ ରଖିଥିଲେ l ଏହି ଅବସରରେ ଜିଲ୍ଲା ପରାମର୍ଶଦାତା ଶ୍ରୀଯୁକ୍ତ ପ୍ରମୋଦ ବଗର୍ତି ଉପସ୍ଥିତ ରହି ପଂଚାୟତ ସ୍ତରୀୟ ଶିଶୁ ସୁରକ୍ଷା କମିଟି ର ଗଠନ, ଦାୟିତ୍ୱ, କର୍ତ୍ତବ୍ୟ, ଭୂମିକା ସହ ଗ୍ରାମ ପଂଚାୟତ ସ୍ତରୀୟ ବିକାଶ ଯୋଜନାରେ ୫% ବଜେଟ କୁ ସ୍ୱୀକୃତି ଦେବା କୁ ଜଣାଇଥିଲେ l ସମାଜସେବୀ ତଥା ଜିଲ୍ଲା ସାମାଜିକ କର୍ମୀ ଅରୁଣ କୁମାର ଖୁଆସ 'ମିଶନ ବାତ୍ସଲ୍ୟ ' ଗାଇଡ଼ ଲାଇନ ଅନୁସାରେ ପୂର୍ବ ପ୍ରସ୍ତୁତି ପ୍ରତିକାର ପଦକ୍ଷେପ, ଅଣ ଅନୁଷ୍ଠାନିକ ର ଯୋଜନା ଉପରେ ଜଣାଇଥିଲେ ଏବଂ ଏହାର ବ୍ୟାପକ ପ୍ରଚାରପ୍ରସାର କରିବାକୁ ସମସ୍ତ ଙ୍କୁ ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026

You Might Also Like