-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ସୋନପୁର ଥାନା ର ନୂତନଥାନା ଅଧିକାରୀ ଙ୍କୁ ଭେଟିଲେ ଓଡିଶା ସାମ୍ବାଦିକ ସଂଘ କର୍ମକର୍ତ୍ତା : ଅପରାଧ ନିୟନ୍ତ୍ରଣ ଲାଗି ଦେଲେ ବିଭିନ୍ନ ପରାମର୍ଶ 

28-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):  ସୋନପୁର  ସଦର ଥାନା ର  ନୂତନ ଭାରପ୍ରାପ୍ତ  ଥାନା ଅଧିକାରୀ ପଦ୍ମାସିନୀ ମେହେର ଙ୍କୁ ଆଜି ଭେଟିଲେ ଓଡିଶା ସାମ୍ବାଦିକ ସଂଘ ର  ପ୍ରତିନିଧି ଦଳ  l ସହର ରେ ଚୋରି ଓ ଅସାମାଜିକ କାର୍ଯ୍ୟ କଳାପ  ରୋକିବାକୁ ପୋଲିସ ନାଇଟ ବିଟ ପେଟ୍ରୋଲିଙ୍ଗକୁ କଡା କଡି କରିବାକୁ  ଓ ନିଶା କାରବାର ରୋକିବାକୁ ପରାମର୍ଶ କରିଥିଲେ l ଏହା  ସହିତ ସହର ରେ ଚୋରି, ବାଇକ ଡ଼ିକି ରୁ ଟଙ୍କା ଲୁଟ ଛିନତାଇ ଘଟଣା ବୃଦ୍ଧି ପାଉ ଥିବାରୁ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଖୁବ ଶୀଘ୍ର ରୋହିଙ୍ଗିଆ ଶ୍ରମିକ ଓ  ବିଭିନ୍ନ ସମ୍ପ୍ରଦାୟର ରିଫ୍ୟୁଜି ମାନଙ୍କ ପଞ୍ଜିକରଣ ଓ ଚି଼ହ୍ନଟ ପ୍ରକ୍ରିୟାକୁ ବିଭିନ୍ନ ସାମାଜିକ ସଂଗଠନ ସହାୟତାରେ ତୁରନ୍ତ ଆରମ୍ଭ କରିବାକୁ ପରାମର୍ଶ କରିଥିଲେ l ପ୍ରଥମେ ସହରର ଟ୍ରାଫିକ ବ୍ୟବସ୍ଥା କୁ ସଜାଡିବାକୁ ଓ ଅପରାଧ ନିୟନ୍ତ୍ରଣ ସାଙ୍ଗକୁ ପ୍ରତ୍ୟେକ ଅସାମାଜିକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିବି, ଏଥିପାଇଁ ସହରବାସୀଙ୍କ ସହଯୋଗ ଲୋଡ଼ା ବୋଲି ଥାନା ଅଧିକାରୀ ଶ୍ରୀମତୀ ମେହେର ସାମ୍ବାଦିକଙ୍କ ପ୍ରଶ୍ନ  ଉତ୍ତର ରେ ପ୍ରତିକ୍ରିୟା ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like