-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଡ଼ା ଗ୍ରାମରେ ବାହୁଡା଼ ଯାତ୍ରା ଅବସରରେ ସଂକୀର୍ତ୍ତନ ଧାରା କାର୍ଯକ୍ରମ

29-Jun-2023



ବରଗଡ଼:-ଗତକାଲି ବିଜେପୁର ବ୍ଲକ ଅନ୍ତର୍ଗତ ପଡ଼ା ଗ୍ରାମରେ ବାହୁଡା଼ ଯାତ୍ରା ଧୁମଧାମ ରେ ପାଳିତ ହୋଇଯାଇଛି। ,ଜଗତର ନାଥ ଜଗନ୍ନାଥ ଭାଇ ଭଳଭଦ୍ର ଭଉଣୀ ସୁଭଦ୍ରା ଙ୍କ ସହିତ ମାଉସୀ ଘର ଶ୍ରୀଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀ ମନ୍ଦିରକୁ ବାହୁଡା଼ କରିଥିବା ବେଳେ ଏହି ଅବସରରେ ପଡ଼ା ରଥଯାତ୍ରା କମିଟି ତରଫରୁ "ସଙ୍କୀର୍ତ୍ତନ ଧାରା କାର୍ଯକ୍ରମ" ର ଆୟୋଜନ ହେଇଥିଲା । ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧି ଲାଭ କରିଥିବା ଅନେକ ଅଗ୍ରଣୀ ସଂକୀର୍ତ୍ତନ ଗାୟକ ଏହି "ସଙ୍କୀର୍ତ୍ତନ ଧାରା " କାର୍ଯକ୍ରମ ରେ ଯୋଗ ଦେଇଥିଲେ । ସଂକୀର୍ତ୍ତନ ଗୁରୁ ପ୍ରଦୀପ ସାହୁ , ଗଣ୍ଠିଆ ପାଲି,କିଶୋର ଗଡତିୟା, ଗୁଡ଼ିମୁଣ୍ଡା,ପ୍ରଭାତ ସାହୁ ,ଭୁଲିଆ ଡିହି,ତିଳକ ଦାସ,ପଞ୍ଚଧାର,(ଛ. ଗ)ସୁନୀତା ସାହୁ, ଚନ୍ଦନଭାଟି,ଲିପ୍ସା ଖମାରୀ, ଗଣ୍ଠିଆପାଲି ,ଚନ୍ଦନ ମାହାର ,ବହାକ ବିଶ୍ଵାମିତ୍ର ଏବଂ ପ୍ରଦୀପ ଆଦି ଚମତ୍କାର ପ୍ରଦର୍ଶନ କରିଥିଲେ । ସଙ୍କୀର୍ତ୍ତନ ଗୁରୁ ପ୍ରଦୀପ ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ପଡ଼ା ଗ୍ରାମର ସୁରେଶ ଚନ୍ଦ୍ର ଭୋଇ ସହଯୋଗ କରିଥିଲେ ।ସନ୍ଧ୍ୟା ୬ ଟାରୁ ଆରମ୍ଭ ହେଇ ରାତି ୧୨ ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିଥିବାବେଳେ ପଡ଼ା ଗ୍ରାମ ସମେତ ଆଖ ପାଖ ଗ୍ରାମ ମାନଙ୍କରୁ ହଜାର ହଜାର ଭକ୍ତ ଆସି କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ ।ସୁନୀତା ସାହୁ ଏବଂ ତିଳକ ଦାସଙ୍କ ଚମତ୍କାର ପ୍ରଦର୍ଶନରେ ଦର୍ଶକ ବିଭୋର ହୋଇ ଉଠୁଥିଲେ। ରଥଯାତ୍ରା କମିଟି ସଭାପତି ବାଳକୃଷ୍ଣ ପ୍ରଧାନ ସମ୍ପାଦକ ଉମେଶ ମେହେର , ଉପସଭାପତି ଆନନ୍ଦ ବାରିକ, କୋଷାଧ୍ୟକ୍ଷ ସାଗର ବେହେରା, ସନ୍ତୋଷ ମେହେର ,ଲୋକନାଥ ମେହେର,ମିତ୍ରଭାନୁ ମେହେର,ସୁଶାନ୍ତ ମେହେର,ଘନଶ୍ୟାମ ମେହେର, ବୀରକିଶୋର ମେହେର,ବାବୁଲ ପଧାନ,ସୁମନ୍ତ ପଧାନ ଆଦି ସଭ୍ୟମାନେ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ଉପସ୍ଥିତ ସମସ୍ତ ଭକ୍ତ ମାନଙ୍କ ପାଇଁ ଅନ୍ନ ପ୍ରସାଦର ବ୍ୟବସ୍ଥା ମଧ୍ୟ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like