-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ୫୮୮ କୋଟିର ପୁଞ୍ଜି ନିବେଶ ହେବ, ନିଯୁକ୍ତି ପାଇବେ ୩୨୪୫: ୨୮ ସଂସ୍ଥାକୁ ଜମି ଦେବ ଇଡକୋ ।

10-Dec-2020



ଭୁବନେଶ୍ବର,(ଶୁଭାଶିଷ ନାୟକ) : ରାଜ୍ୟରେ ବ୍ୟବସାୟ କ୍ଷେତ୍ରରେ ସଫଳ ରୂପାୟନ ଆଉ ଏକ ଉନ୍ନତି ମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ୫୮୮ କୋଟି ଟଙ୍କାର ନିବେଶରେ ୨୮ ଟି ଶିଳ୍ପ ପ୍ରକଳ୍ପକୁ ତ୍ଵରାନ୍ଵିତ ଗତିରେ ଇଡକୋ ମାଧ୍ୟମରେ ଜମି ଯୋଗାଇ ଦିଆଯାଇଛି । ଆଉ ଏହି ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏହା ଦ୍ୱାରା ୩୨୪୫ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏନେଇ ଆଜି ମୂଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଜମି ଆବଣ୍ଟନ କମିଟି ବୈଠକ ବସିଥିଲା । ସେଥିରେ ଏହା ସ୍ଥିର ହୋଇଛି ।

ତେବେ ଏହି ବୈଠକ ରାଜ୍ୟ ଲୋକସଭା ଭବନରେ ଡିଜିଟାଲ ମୋଡରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଇଡକୋ ଅଧ୍ୟକ୍ଷ ତଥା ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଂଜୟ କୁମାର ସିଂ ପ୍ରକଳ୍ପ ଗୁଡିକ ବିଷୟରେ ସବିଶେଷ ଆଲୋଚନା ତଥ୍ଯ ଉପସ୍ଥାପନ କରିଥିଲେ । ତେବେ ଶ୍ରୀ ସିଂଙ୍କ ସୂଚନା ଅନୁସାରେ, ପ୍ରକଳ୍ପ ଗୁଡିକ ମୁଖ୍ୟତଃ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, କୃଷି ଉତ୍ପାଦ ପ୍ରକ୍ରିୟା, ମୋଟରଯାନ, ପର୍ଯ୍ୟଟନ, ହାଲୁକା ଯନ୍ତ୍ରପାତି, ବିଭିନ୍ନ ପଦାର୍ଥ  ଯେପରିକି ମହଜୁଦ ନିମନ୍ତେ ଭଣ୍ଡାର ବ୍ୟବସ୍ଥା, ବିହନ ପ୍ରକ୍ରିୟାକରଣ ଏବଂ ସରଞ୍ଜାମ ନିର୍ମାଣ ଆଦି ଅନ୍ତର୍ଭୂକ୍ତ । ପ୍ରକଳ୍ପ ଗୁଡିକୁ ଜମି ଆବଣ୍ଟନ ନିମନ୍ତେ ନୀତିଗତ ଅନୁମୋଦନ ଦେଇ ଇଡକୋ ଦ୍ଵାରା ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ସେହିପରି ନିୟମ ଅନୁସାରେ ରାଜ୍ୟସ୍ତରୀୟ ସିଲିଙ୍ଗ ୱିଣ୍ଡୋ ଏବଂ ନୋଡାଲ ବିଭାଗ ମାନଙ୍କ ମାଧ୍ୟମରେ ଆସିଥିବା ୧୨ ଟି ଏବଂ ଜିଲ୍ଳାସ୍ତରୀୟ ସିଲିଙ୍ଗ ୱିଣ୍ଡୋ ମାଧ୍ୟମରେ ୧୫ଟି ପୁଞ୍ଜି ନିବେଶ ପ୍ରସ୍ତାବକୁ ବୈଠକରେ ଜମି ଆବଣ୍ଟନ କରାଯାଇଛି । ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ ମୋନା ଶର୍ମା, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପ୍ରମୂଖ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା, ଇତ୍ୟାଦି ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like