-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକ କାର୍ଯାଳୟ ରେ ଏସିଡିସି ବୈଠକ, କାମ ଶୀଘ୍ର ସଂମ୍ପୂର୍ଣ୍ଣ କରିବାକୁ ବିଧାୟକ ଙ୍କ ନିର୍ଦ୍ଦେଶ

29-Jun-2023



ମୁରିବାହାଲ(ସୁଦାମ ଚରଣ ବଘାର ): ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ସଭାଗ୍ରୁହ ରେ ବୁଧବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏସିଡିସି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବିଧାୟକ ସନ୍ତୋଷ ସିଂ ସାଲୁଜା ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ବୈଠକ ରେ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମୁରିବାହାଲ, ବଙ୍ଗୋମୁଣ୍ଡା, ତୁରେକେଲା ଓ କଣ୍ଟାବାଞ୍ଜି ଏନଏସିର ବିଭିନ୍ନ ଉନ୍ନୟନମୂଳକ କାମର ସମିକ୍ଷା କରାଯାଇଥିଲା। ସହରର ପୋଖରୀ, ଜଳାଶୟ ର ମାଟି କାମ, ପଙ୍କୋଦ୍ଧାର କାମ ଶେଷ ହୋଇ ନ ଥିବା, ମୁକ୍ତା ଓ ଅନ୍ୟ ଯୋଜନା ରେ ଏନଏସି ବହୁ ପଛରେ ଥିବା ନେଇ ଏନଏସି ଇଓଙ୍କ ଉପରେ ବିଧାୟକ ବିରକ୍ତି ପ୍ରକାଶ କରି ଏହା ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବଙ୍ଗୋମୁଣ୍ଡା ତହସିଲଦାର ଯୋଗେଶ୍ୱର ଧରୁଆଙ୍କୁ ଗରିବ ଲୋକ ଘର ତିଆରି ପାଇଁ ବାଳି ନେବା ସମୟରେ ଟ୍ରାକ୍ଟର ଧରୁଥିବା ବେଳେ ବଡ ଗାଡି ଛାଡି ଦେଉଥିବା କହିଥିଲେ। ମୁରିବାହାଲ, ବଙ୍ଗୋମୁଣ୍ଡା, ତୁରେକେଲା ତହସିଲଦାର ଙ୍କୁ ଭୂମିହୀନ ମାନଙ୍କୁ ଚାରି ଡିସିମିଲ ଲେଖାଏଁ ଜମି ପଟ୍ଟା ଦେବା ପାଇଁ କହିଥିଲେ। ବିଧାୟକ ଅଧିକାରୀ ମାନଙ୍କୁ ତାଗିଦ କରିବା ସହ ଶୀଘ୍ର କାମ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଡିଆଡିଏ ଏପିଡି ଗୁଣନିଧି ନାୟକ, ଉପ ଜିଲ୍ଲାପାଳ ଦୟାମୟ ପାଢୀ, ମୁରିବାହାଲ ବିଡିଓ ପୂଣ୍ଣାନନ୍ଦ ପଟେଲ, ବ୍ଲକ ଅଧ୍ଯକ୍ଷ ହରି ବନ୍ଧୁ ମେହେର, ବଙ୍ଗୋମୁଣ୍ଡା ବିଡିଓ ରିପୁନାଥ ସୁନା, ତୁରେକେଲା ବିଡିଓ ଦେବାଶିଷ ସମାଲ, ମୁରିବାହାଲ ତହସିଲଦାର ସୋନାଲି ପାତ୍ର, ବଙ୍ଗୋମୁଣ୍ଡା ତହସିଲଦାର ଯୋଗେଶ୍ୱର ଧରୁଆ, କଣ୍ଟାବାଞ୍ଜି ତହସିଲଦାର ଅମ୍ରୁତଲାଲ ବେହେରା, ଆସିଷ୍ଟାଣ୍ଟ୍ ଡାଇରେକ୍ଟର ପ୍ଲାନିଙ୍ଗ ସଂଜୟ ଦୀପ, ଏମଇ କଣ୍ଟାବାଞ୍ଜି ଏନଏସି ଅଶୋକ ପଟ୍ଟନାୟକ, ଜେଇ ଦୀପ୍ତି ରଂଜନ ନନ୍ଦ, ଏଇ ଟାଉନ ପ୍ଲାନିଙ୍ଗ ବାଳକ୍ରୁଷ୍ନ ମେହେର, ଓଏଲଆରସି ଟିଟିଲାଗଡ଼ ଅମ୍ରୁତ ବାଗ, ଡିଆରସିଏସ ଦମୟନ୍ତୀ ସିଂ, ଏଆରସିଏସ ଟିଟିଲାଗଡ଼ ରାଧାକୃଷ୍ଣ ମେହେର, ଜିଏସଡିଆରସି ବିଷ୍ନୁ ପ୍ରସାଦ ଦାସ, ରେଞର ନିଲାନ୍ଦ୍ରି ଭୋଇ, ଡିଡିଏ ପ୍ରଫୁଲ୍ଲ ଭଞ, ଏଏଚଓ ଏସ କେ ମାଝୀ,ଏଇ ଆରଡବ୍ଲୁଏସଏସ କଣ୍ଟାବାଞ୍ଜି ପ୍ରଶାନ୍ତ ବାଗେ, ଡିଏସଏସଓ ଘନେଶ୍ୱର ମୁଣ୍ଡ, ଡିଏସଏସ ଡିଇଓ ରାଜେଶ ମିଶ୍ର, ଏଇ ଅବିନାଶ ମୋଦି,ଦେବ କୁମାର ପ୍ରଧାନ, ନବ ମଲ୍ଲିକ, ବିଏସଏସଓ ଅମିତ ନାୟକ ପ୍ରମୁଖ ବୈଠକ ରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like