-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||     

HOME   ଜିଲ୍ଲା

ନବଦିନାତ୍ମକ ଯାତ୍ରା ସାରି ବାହୁଡିଲେ ମହାବାହୁ

29-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ଗତକାଲି ବଡ଼ବଜାର ଗୁଣ୍ଡିଚା ମନ୍ଦିର ରୁ ବଡ଼ ଜଗନ୍ନାଥ ପ୍ରଭୁବଳଭଦ୍ର ଓ ଦେବୀ ସୁଭଦ୍ରା ତାଙ୍କର ନବଦିନାତ୍ମକ ଲୀଳା ସାରି ସ୍ୱ ମନ୍ଦିର ଅଭିମୁଖେ ବାହାରି ଗତକାଲି ରଥାରୂଢ ହୋଇଥିଲେ ।ଗତକାଲି ଶେଷ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅର୍ଚ୍ଚନା ପାଢ଼ୀ ଓ ସାଥିଙ୍କ ଦ୍ୱାରା ଢେରରାତିଯାଏ ମେଲୋଡି ଚାଲିଥିବା ବେଳେ ଗତକାଲି ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ଓ ଅବକାରୀ ନିରିକ୍ଷୀକା ସୁମତି ତ୍ରିପାଠୀ ଯୋଗଦେଇଥିଲେ। ପରଂପରା ଅନୁସାରେ ଗତକାଲି ଚତୁର୍ଦ୍ଧା ମୂର୍ତ୍ତି ଙ୍କର ପହଣ୍ଡି ପରେ ରଥ ଉପରେ ହିଁ ରହିଥିଲେ ଶ୍ରୀଜିଉ । ଆଜି ବଡ଼ଏକାଦଶୀ ଯୋଗୁଁ ତିନିଠାକୁର ଙ୍କ ପାଖରେ ଶ୍ରଦ୍ଧାଳୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା । ଆଜି ଅପରାହ୍ନ ରେ ଭକ୍ତ ଙ୍କ ଦ୍ୱାରା ତିନି ବଡ଼ ରଥ ଟଣାହୋଇ ଦୁର୍ଗା ମଣ୍ଡପ ଛକରେ ରଖାଯାଇଛି। ଆସନ୍ତା କାଲି ମଝିପଡା ରେ ତିନିଠାକୁର ଙ୍କ ରଥ ଉପରେ ଅବସ୍ଥାନ ପରେ ତା ପର ଦିନ ଶନିବାର ସ୍ୱ ମନ୍ଦିର କୁ ନିଳାଦ୍ରୀବିଜେ କରିବା କାର୍ଯ୍ୟକ୍ରମ ରହିଛି । ଗତ କାଲି ମହାପ୍ରଭୁ ଙ୍କ ଦର୍ଶନ ଲାଗି ଅସଂଖ୍ୟ ଭକ୍ତ ଙ୍କ ଭିଡ଼ ହୋଇଥିବା ବେଳେ ସଂସ୍କୃତିକ କାର୍ଯ୍ୟକ୍ରମ ର ଉଦଯାପନୀ ସନ୍ଧ୍ୟା ର ଅତିଥି ଅବକାରୀ ଅଧୀକ୍ଷୀକ୍ଷl ଶ୍ରୀମତୀ ତ୍ରିପାଠୀ ଙ୍କ ଜଗନ୍ନାଥ ଭଜନ ସଂଗୀତ ଓ ପ୍ରସିଦ୍ଧ ଗାୟିକା ଅର୍ଚନା ପାଢ଼ୀ ଙ୍କ ସୁମଧୁର କଣ୍ଠ ସଂଗୀତ ଦର୍ଶକ ଙ୍କୁ ବିମୋହିତ କରିଥିଲା l ସେହିପରି ଗତ କାଲି ମଝିପଡ଼ା ମାଉସୀ ମନ୍ଦିର ଶମ୍ବୁଖ ରେ ଅଟକିଥିବା ଶ୍ରୀ ଦଧିବାମନ ମହାପ୍ରଭୁ ଙ୍କ ରଥ ଆଜି ଘୋଡ଼ାଘାଟପଡା ଶ୍ରୀ ଦଧିବାମନ ମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026

You Might Also Like