-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ : ଚାଳକ ଗୁରୁତର

29-Jun-2023



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ଭାରସାମ୍ଯ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଚାଳକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଚାଳକକୁ କନ୍ଧମାଳ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଘଟଣା ପ୍ରକାରେ ଗୁରୁବାର ଅପରାହ୍ନ ରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ବ୍ୟକ୍ତିଗତ କାର୍ଯ୍ୟ ସାରି ନିଜ ଗାଁ କଳାହାଣ୍ଡି ଜିଲ୍ଲାର ଲୁବେନଗଡ଼ ପଞ୍ଚାୟତର କାଲିସରୁ ଗ୍ରାମକୁ ମୋଟରସାଇକେଲ ଯୋଗେ ଦୁଇଜଣ ଯୁବକ ଯିବା ସମୟରେ ବାଲିଗୁଡ଼ା ଥାନା ମୁସୁକୁଲି ଘାଟିରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥ‌ିବା ମାଇଲ ମିଟର ଖୁଣ୍ଟରେ ମୋଟର ସାଇକେଲ ବାଡେଇ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବରପାଇ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଆରୋହୀ କାର୍ତ୍ତିକ ମାଝୀ ଓ ଭୀମସେନ ମାଝୀ ହୋଇଥିବା ବେଳେ ଚାଳକ କାର୍ତ୍ତିକ ମାଝୀର ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like