-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଦିଲ୍ଲୀରେ ଉଗ୍ର ଚାଷୀ ଆନ୍ଦୋଳନ ବେଳେ ବିଜେଡି ପୁଣି ଖେଳିଲା ଚାଷୀ କାର୍ଡ

10-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର: ଦିଲ୍ଲୀରେ ଚାଷୀ ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ରାଜ୍ୟ ରାଜନୀତିକୁ ପୁଣି ଫେରିଛି ଏମ୍ଏସ୍‌ପି ପ୍ରସଙ୍ଗ। ପ୍ରାୟ ଦେଢ଼ ବର୍ଷ ପରେ ହଠାତ୍ ନିଦ ଭାଙ୍ଗିଲା ପରି ଏହି ପ୍ରସଙ୍ଗ ଉଠାଇ ସର୍ବନିମ୍ନ ସହାୟକ ମୂଲ୍ୟ ଦୁଇ ଗୁଣା ବୃଦ୍ଧି କରିବାକୁ ସଂଙ୍କଳ୍ପ ପାରିତ କରି କେନ୍ଦ୍ରକୁ ପଠାଇବାକୁ ଯାଉଛି ରାଜ୍ୟ। ପୁଣି ବିଜେଡି ଖେଳିଲା ଚାଷୀ କାର୍ଡ। ଗତକାଲିର କ୍ୟାବିନେଟ୍ ବୈଠକରେ ସ୍ୱାମୀନାଥନ କମିଟିର ସୁପାରିଶକୁ କାର୍ଯ୍ୟକାରୀ କରିବା ଓ ସର୍ବନିମ୍ନ ସହାୟକ ମୂଲ୍ୟକୁ ଦୁଇଗୁଣା କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ତେବେ ବିଜେଡି ପାଇଁ ଏହି ପ୍ରସଙ୍ଗ ନୂଆ ନୁହେଁ। ଧାନର ଏମ୍ଏସ୍‌ପି ବୃଦ୍ଧି ନେଇ ପୂର୍ବରୁ ଭୁବନେଶ୍ୱରୁ ଦିଲ୍ଲୀ, ବିଧାନସଭାରୁ ପାର୍ଲାମେଣ୍ଟ ସବୁଠି ଜୋରଦାର ଦାବି କରିଥିଲା ଦଳ। ୨୦୧୭ ଓ ୧୮ରେ ସର୍ବସମ୍ମତି କ୍ରମେ ବିଧାନସଭାରେ ସଙ୍କଳ୍ପ ବି ପାରିତ ହୋଇଥିଲା। ହେଲେ ସେ ଦାବି ଏଯାଏଁ ପୂରଣ ହୋଇନି। ଏବେ ଯେତେବେଳେ ଦିଲ୍ଲୀରେ ଚାଷୀ ପ୍ରସଙ୍ଗ ସରଗରମ ରହିଛି, ଠିକ୍ ସେତିକି ବେଳେ ଏମ୍ଏସ୍‌ପି କାର୍ଡ ଖେଳିଛି ବିଜେଡି। ଗୋଟିଏ ପଟେ ସିଧାସଳଖ କେନ୍ଦ୍ର ସରକାରଙ୍କୁ ବିଜେଡି ଟାର୍ଗେଟ୍ କରୁନଥିବା ବେଳେ ଅନ୍ୟପଟେ ଏହି ପଦକ୍ଷେପ ନେଇ ଚାଷୀଙ୍କ ସହ ରହିଛି ବୋଲି ଦଳ ବାର୍ତ୍ତା ଦେବାକୁ ଉଦ୍ୟମ କରିଛି। ବିଜେଡିର ଏଭଳି ଆଭିମୁଖ୍ୟକୁ କିନ୍ତୁ ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ସମାଲୋଚନା କରିଛନ୍ତି।
ରାଜ୍ୟ ପିସିସି ସଭାପତି ନିରଞ୍ଜନ ପୂଜାରି କହିଛନ୍ତି ଯେ ରାଜ୍ୟ ସରକାର ୨୦-୨୧ ବର୍ଷ ଧରି କେଉଁଠି ଶୋଇଥିଲେ ଆଜି ସ୍ୱାମୀନାଥନଙ୍କ କଥା ଶୁଣାଉଛନ୍ତି। ଏହା ଏକ ପ୍ରହସନ ବୋଲି ନିରଞ୍ଜନ କହିଥିବା ବେଳେ ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି ସରକାର କୃଷକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଏପରି କରୁଛନ୍ତି। ଉତ୍ତର ରଖି ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଚାଷୀଙ୍କ ପାଇଁ ଯାହା ଉଚିତ ତାହା କୁହାଯାଉଛି। ରାଜ୍ୟରେ ଧାନର ଉତ୍ପାଦନ ମୂଲ୍ୟ କୁଇଣ୍ଟାଲ ପ୍ରତି ୨୩ଶହ ୪୪ ଟଙ୍କା ବୋଲି ସରକାର ଆକଳନ କରିଛନ୍ତି। ସେଥିପାଇଁ ଚାଷୀଙ୍କୁ ୨୯ଶହ ୩୦ ଟଙ୍କା ଦେବାକୁ ବିଜେଡି ଦାବି କରିଥିଲା। ଏବେ କିନ୍ତୁ  କୁଇଣ୍ଟାଲ ପ୍ରତି ଏମ୍ଏସ୍‌ପି ୧୮୬୮ ଟଙ୍କା ରହିଛି, ହେଲେ ଅନେକ ସମୟରେ  ଅଭାବୀ  ବିକ୍ରି ଯୋଗୁ ଚାଷୀ ସେତିକି ବି ପାଉନାହିଁ। ତେଣୁ ଚାଷୀ ନେତାମାନେ ମଧ୍ୟ ଏମ୍ଏସ୍‌ପି ବୃଦ୍ଧି ପାଇଁ ଦାବି କରିଛନ୍ତି। କେନ୍ଦ୍ର ସରକାରଙ୍କ ଶୈଳୀରେ ରାଜ୍ୟ ସରକାର ମଧ୍ୟ କୃଷି ସଂପର୍କିତ ଅଧ୍ୟାଦେଶ ଆଣିବା ପରେ ଗୃହରେ ବିଲ୍ ବି ଆଗତ କରିଥିଲେ। ଯେଉଁଥିରେ ଏକ ରାଜ୍ୟ, ଏକ ବଜାର ବ୍ୟବସ୍ଥା ରହିଛି। କିନ୍ତୁ ପାର୍ଲାମେଣ୍ଟ ନୂଆ କୃଷି ବିଲ୍ ଆଗତ ବେଳେ ବିଜେଡି କିଛି ସର୍ତ୍ତ ରଖି ରାଜ୍ୟସଭାରେ ବିରୋଧ କରିଥିଲା। ଏବେ ପୁଣି ଏମ୍‌ଏସ୍‌ପି ପ୍ରସଙ୍ଗ ଉଠାଉଛି। ତେଣୁ ଆଗକୁ କେନ୍ଦ୍ର ବିରୋଧୀ ଲଢ଼େଇ ପାଇଁ ଗ୍ରାଉଣ୍ଡ ଓ୍ୱାର୍କ ନା ଏସବୁ କେବଳ ଚାଷୀ ପ୍ରତି ସମର୍ଥନ ଜୁଟାଇବା ଉଦ୍ୟମ, ତାକୁ ନେଇ ଚର୍ଚ୍ଚା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like