-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

30-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ସ୍ଥାନୀୟ ଗିରିଜା ଛକ ସ୍ଥିତ ହୋଟେଲ୍ ମୟୁରୀ ସଭାଗୃହ ଠାରେ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ବରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । 

ଏଥିରେ କେନ୍ଦ୍ର ରେଳ ଚଳାଚଳ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତି ଦର୍ଶନା ଯୋର୍ଦଷ ଯୋଗ ଦେଇ ମୋଦି ସରକାରଙ୍କ ୯ ବର୍ଷ ପୁର୍ତ୍ତି ଅବସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ଯୋଜନା ବିଷୟରେ ଆଲୋକପାତ କରିଥିଲେ । ପରେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀର ବିଜେପି ସଂଯୁକ୍ତ ମୋର୍ଚ୍ଚା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ବୈଠକରେ  କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ବିଭିନ୍ନ ଯୋଜନା ବିଷୟରେ ଆଲୋଚନା ହୋଇଥିଲା । ବ୍ରହ୍ମପୁର ବିଧାନସଭା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ରେଳ ଚଳାଚଳ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତି ଦର୍ଶନା ଯୋର୍ଦଷ,ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ପ୍ରଭାରୀ ଅଶୋକ ମିଶ୍ର,ବିଜେପି ଗଞ୍ଜାମ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସରୋଜ ସାବତ,ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ବିସ୍ତାରକ ରାମ ପ୍ରସାଦ ନାୟକ,ଜିଲ୍ଲା ଉପସଭାପତି ଡ଼ା.ସୁବାଷ ସାହୁ,ମନୋଜ ପଟ୍ଟନାୟକ,ସୁନିଲ କୁମାର ସାହୁ,ଜିଲ୍ଲା ସାଧାରଣ ସମ୍ପାଦକ ଗଙ୍ଗାଧର ଶତପଥି,ବାଳକୃଷ୍ଣ ସାମନ୍ତରା,ସୁଶିଳା ମଲ୍ଲିକ,ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର,ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ରାଜେଶ ସାହୁ,ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ତୁତୁନ୍ ପାତ୍ର,ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀ,ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ର, ବ୍ରହ୍ମପୁର ଲୋକସଭା କ୍ଷେତ୍ର ସୋସିଆଲ ମିଡ଼ିଆ ସଂଯୋଜକ ଜଗଦୀଶ ପ୍ରଧାନ,ଜିଲ୍ଲା ସ୍ୱାସ୍ଥ୍ୟ ସେଲ୍ ସଂଯୋଜକ ରାଜୀବ କୁମାର ମିଶ୍ର,ପୁରୁଣା ବ୍ରହ୍ମପୁର ମଣ୍ଡଳ ସଭାପତି କେ.ଟୁଙ୍ଗୁରୁ ପାତ୍ର,ଗୋସାଇଁନୂଆଗାଁ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀ,ସାନ ବଜାର ମଣ୍ଡଳ ସଭାପତି ସରୋଜ ପାତ୍ର,କମାପଲ୍ଲୀ ମଣ୍ଡଳ ସାଧାରଣ ସମ୍ପାଦକ ଗୋବିନ୍ଦ ସାହୁ, କର୍ପୋରେଟର ରଞ୍ଜିତା ବେହେରା,ବର୍ଷା ବିଦ୍ୟୁସ୍ମିତା ପାଳ,ପ୍ରେମଶିଳା ନନ୍ଦ,ପ୍ରଦୀପ ମିଶ୍ର,ବାଙ୍କାନିଧି ସେଠୀ,ଦିପୁନ୍ ପଟ୍ଟନାୟକ,କେ.ଶ୍ରୀନିବାସ ସୁବୁଦ୍ଧି,ଟି.ରବି କିରଣ,ଏସ୍.ଶ୍ରୀନିବାସ ରାଓ,ରବି ନାରାୟଣ ସାବତ,ସୁନିଲ ମହାରଣା,ଯୋଶେଫ କଟନ୍ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସମେତ ବ୍ରହ୍ମପୁର ବିଧାନସଭା ଅନ୍ତର୍ଗତ ପ୍ରତ୍ୟକ ୱାର୍ଡ଼ର ପ୍ରମୁଖ,ସହ ପ୍ରମୁଖ,ପ୍ରଭାରୀ ଆଦି ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ବୈଠକରେ ବୁଥ୍ ସ୍ତରରେ ସଂଗଠନକୁ ମଜବୁତ କରାଯାଇ ଆଗାମୀ ୨୦୨୪ ନିର୍ବାଚନରେ ଦଳ କିଭଳି ଭଲ ପ୍ରଦର୍ଶନ କରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନା ପ୍ରତ୍ୟେକ ଘରେ ଘରେ ପହଞ୍ଚାଇବାକୁ ନିଷ୍ପତ୍ତି ହେଇଥିଲା । ମୋଦି ସରକାରଙ୍କ ବହୁମୁଖି ଯୋଜନା ପିଇବା ପାଣି, ବିଜୁଳି, ଗ୍ୟାସ୍, ପାଇଖାନା, ଆବାସ ଯୋଜନା, ଚାଉଳ ଆଦି ଉପରେ ଆଲୋଚନା ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like