-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପଞ୍ଚଭୂତରେ ଲୀନହେଲେ ବରିଷ୍ଠ ସାମ୍ବାଦିକ ଜଗନ ମୋହନ ମହାପାତ୍ର

30-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ସକାଳ ଦୈନିକ  ସଂସ୍କରଣର ମୁଖ୍ୟ ସମ୍ପାଦକ ତଥା ସୁନାମ ଧନ୍ୟ ବରିଷ୍ଠ ସାମ୍ବାଦିକ ଜଗନ ମୋହନ ମହାପାତ୍ର ( ଜିତୁ ଭାଇ ) ଙ୍କ  ହୃଦଘାତରେ ପରଲୋକ ହୋଇଛି  |  ସେ ଜଣେ  ପରୋପକାରୀ, ମିଷ୍ଟ ଭାଷୀ,  ଶାନ୍ତ,‌ ସରଳ,‌ ମେଳାପି  ବ୍ୟକ୍ତିତ୍ବ ଭାବରେ ସମସ୍ତଙ୍କ ନିକଟରେ ଅତି ପରିଚିତ । ହଠାତ ତାଙ୍କ ଅକାଳ ବିୟୋଗ  ସମସ୍ତଙ୍କୁ ସ୍ତଦ୍ଧ କରିଛି l ଚାରିଆଡେ ଖେଳିଯାଇଛି ଶୋକର ଛାୟା, ସେ ଆଉ ନାହାନ୍ତି !! ଏହି ଦୁଃଖଦ ଖବରରେ  ସାମ୍ବାଦିକ ଠାରୁ ଆରମ୍ଭ କରି ଜନସାଧାରଣ ସଭିଏଁ  ମର୍ମାହତ ।‌ ନିଜର ସ୍ୱତନ୍ତ୍ର ପରିଚୟ ହାସଲ କରିଥିବା ନିଆରା ମଣିଷ ଥିଲେ ସେ  l   

 ଜ୍ୟୋତିଷ ବିଶାରଦ ବାଇକୋଳି ମହାପାତ୍ରଙ୍କ ନାତି ତଥା ଅବସର ପ୍ରାପ୍ତ ଅଧ୍ୟକ୍ଷ ସ୍ୱର୍ଗତ ଡ. ତାରାପ୍ରସାଦ  ମହାପାତ୍ର ଙ୍କ ସୁପୁତ୍ର ଜଗନ୍ ମୋହନ ମହାପାତ୍ର (ଜିତୁ)ଏକ ପରିଚିତ ନାମ ।ଖଲିକୋଟ ରୁ ଆସି ବ୍ରହ୍ମପୁର ତଥା ରାଜ୍ୟରେ ନିଜର  ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ, ସୁଦକ୍ଷ ମଞ୍ଚ କଳାକାର, ସମାଜ ସେବି,ସୁଲେଖକ ତଥା  ସାମ୍ବାଦିକ କ୍ଷେତ୍ରରେ  ନିଜର ଦକ୍ଷତା ପ୍ରତିପାଦିତ କରିଥିବା ବେଳେ,ସମସ୍ତଙ୍କ ଅତିନିକଟତର ଭଲ ମଣିଷ ଟିଏ ଥିଲେ ସେ  l କିଛି ଦିନତଳେ ଲେଖିଥିବା ତାଙ୍କ ଲେଖନି ରୁ କିଛି ପଂକ୍ତି  "ମଣିଷ ମଣିଷ ଭିତରେ ବିଶ୍ୱାସ ର ଫରକ .........
     ଜୀବନ ମୃତ୍ୟୁ ଭିତରେ ନିଶ୍ୱାସ ର ଫରକ "  ......!! 
ଏହା ଯେ,ଏମିତି ହଠାତ ସତ ହୋଇଯିବ  ତାହା ବିଶ୍ୱାସ କରିବା ମୁସ୍କିଲ !!!
ହୃଦଘାତରେ  ଏମିତି ହଠାତ ସମସ୍ତଙ୍କୁ ଛାଡିଯିବେ ଏକଥା ବିଶ୍ୱାସ ନହେଲେ ମଧ୍ୟ ନିୟତିର ସତ୍ୟତା କୁ ମାନିବାକୁ ପଡିବ                                                                   

  ଆତ୍ମୀୟ ସ୍ୱଜନ ସହିତ, ଆଇନ ଜୀବି, ସହରର ବିଭିନ୍ନ ସଙ୍ଗଠନ ର ସଦସ୍ୟ,  ବୁଦ୍ଧିଜୀବି,ରାଜ ନେତା, ଗଣମାଧ୍ୟ୍ୟମ ବ୍ୟକ୍ତି ଓ ଅଞ୍ଚଳବାସୀ  ତାଙ୍କ ଶେଷ ଦର୍ଶନ କରିଥିଲେ  ଓ ପରିବାର ବର୍ଗଙ୍କୁ ଏପରି ଦୁର୍ବଳ ପରିସ୍ଥିତି ରେ ସମବେଦନା ଜଣାଇଥିଲେ l ଜିତୁ ଭାଇଙ୍କ ପାର୍ଥିବଶରୀର କୁ ପ୍ରଥମେ ବ୍ରହ୍ମପୁର ସ୍ଥିତ ସକାଳ କାର୍ଯାଳୟ , ପ୍ରେସ କ୍ଳବ ନେଇ ଥିଲେ   l ଏହାପରେ ତାଙ୍କୁ ପୁରୀ ସ୍ୱର୍ଗ ଦ୍ୱାର ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like