-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀ ଶ୍ରୀ ଜଗନ୍ନାଥଙ୍କ ସୁନାବେଶ

30-Jun-2023



ବଲାଙ୍ଗିର(ଦେବାଶିଷ ବହିଦାର ):  ସକଳ ରୂପ ଅରୁପର ଆଧାର, ବେଶ ବହୁଳ ଓ ବିଭିନ୍ନତାର ପରିପୂଣର୍ଣ୍ଣ ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପ୍ରସିଦ୍ଧ ସୁନାବେଶ ଗୁରୁବାର ଦିନ ସ୍ଥାନୀୟ ଟିକ୍ରାପଡା ଠାରେ ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଆଷାଢ ଶୁକ୍ଳ ବଡଏକାଦଶୀ ଦିନ ଅନୁଷ୍ଠିତ ହୋଇଥିବା ଏହି ବେଶକୁ ବଡ ତଡଉ ବା ରାଜ ରାଜେଶ୍ୱର ବେଶ ମଧ୍ୟ କୁହାଯାଏ । ଏହି ଜାତିର ଅଧିଶ୍ୱର ଭାବରେ ଓ ସକଳ ଐଶ୍ୱର୍ଯ୍ୟର ଅଧିକାରୀ ଭାବେ ଶ୍ରୀ ଜୀଉ ସୁବର୍ଣ୍ଣ ଅଳଙ୍କାର ଧାରଣ କରିଥାନ୍ତି । ବେଶ ହେଉଛି ଏକ ବିଶେଷ ମାନସିକତା, ଭାବବସ୍ଥା ତଥା ପ୍ରକୃତିର ପ୍ରତିଫଳନ । ଶ୍ରୀ ଜଗନ୍ନାଥଙ୍କର ୨୪ଟି ବେଶ ମଧ୍ୟରୁ ସର୍ବଶ୍ରେଷ୍ଠ ଏହି ସୁନାବେଶ ର ମହାତ୍ମ୍ୟ ଗାନ କରିବା ଅସମ୍ଭବ । ତେବେ ଏହି ବେଶ ରେ ଜଗନ୍ନାଥଙ୍କୁ ଦର୍ଶନ କଲେ କୋଟି ତିର୍ଥ ପୁନ୍ୟଫଳ ମିଳିବା ସହିତ ସମସ୍ତ ପାତକ ନାଶ ଯାଇ ମୋକ୍ଷ ପ୍ରାପ୍ତ ମିଳେ ବୋଲି ବିଶ୍ୱାସ ରହିଛି । ସେଥି ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ, ଭକ୍ତ, ଦର୍ଶକମାନେ ସନ୍ଧ୍ୟା ଘ.୪ ପରେ ଚାନ୍ଦ ମନ୍ଦିରକୁ ଯାଇ ରାତ୍ରିର ବିଳମ୍ବିତ ପ୍ରହର ପର୍ଯ୍ୟନ୍ତ ଶ୍ରୀ ଜୀଉଙ୍କ ସୁନାବେଶ ଦର୍ଶନ କରି ଅପାର ଆନନ୍ଦ ଲାଭ କରିଥିଲେ । ସୁନାବେଶ ଉପଲକ୍ଷେ ଚାନ୍ଦ ମନ୍ଦିର ରଥ କମିଟି ପକ୍ଷରୁ ଜିଲ୍ଲାର ପ୍ରତିଷ୍ଠିତ ସାଂସ୍କୃତିକ ଅନୁଷ୍ଠାନ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟାର ଭଜନ କାର୍ଯ୍ୟକ୍ରମ ସମାବେଶ ଭକ୍ତିପ୍ରାଣ ଦର୍ଶକ ମଣ୍ଡଳୀକୁ ସେଠାରେ ବାନ୍ଧି ରଖିବାରେ ବିଶେଷ ସହାୟକ ହୋଇ ପରିବେଶକୁ ଆହୁରି ମନ୍ତ୍ରମୁଗ୍ଧ କରିଦେଇଥିଲା । ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ନୁଆଁପଡାର ବରିଷ୍ଠ ତଥା ପ୍ରତିଷ୍ଠାତା ଧନେଶ୍ୱର ଦାସ ନିର୍ଦ୍ଦେଶନାରେ କଳାକାରମାନେ ମହାପ୍ରଭୁ ଜଗନ୍ନାଥଙ୍କର ଭଜନ ପରିବେଷଣ କରିଥିଲେ । ମହାପ୍ରଭୁଙ୍କୁ ସୁନାବେଶରେ ସଜାଇ ଥିଲେ ନିମାଇ ଚରଣ ହାତୀ, ସତ୍ୟନାରାୟଣ ଶତପଥୀ ଓ ଦ୍ୱିଜରାଜ ମିଶ୍ର । ପରିଶେଷରେ ରଥ କମିଟି ସଭାପତି ପ୍ରଦୀପ ଚାନ୍ଦ ସମବେତ ଭକ୍ତ ବ୍ରଜ ତ୍ରିପାଠୀ, ରଞ୍ଜିତ ପଣ୍ଡା, ଅଶୋକ ଚାନ୍ଦ, ମହେନ୍ଦ୍ର ବାଗ, ପଦ୍ମଲୋଚନ ଯୋଷୀ, ସୁଧିର ଚାନ୍ଦ, ରାଜ କୁମାର ମିଶ୍ର, ଅନିଲ ଠାକୁର, ଛାୟାକାନ୍ତ ସାହୁ, ରାଜିବ ମିଶ୍ର, ସୁଧିର ତ୍ରିପାଠି, ଜଗନ୍ନାଥ ମନ୍ଦିର ପୂଜକ କୃଷ୍ଣଚନ୍ଦ୍ର ମିଶ୍ର ତଥା ରାମ ମନ୍ଦିର ପୂଜା କମିଟିର କର୍ମକର୍ତ୍ତାଙ୍କ ଅକୁଷ୍ଠ ସହଯୋଗ ପାଇଁ କୃତଜ୍ଞତା ଜ୍ଞାପନ କରି ଆଗାମୀ ଦିନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like