-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ତେଲ ନଦୀ ବ୍ରିଜ ରାସ୍ତା ସଫେଇ ଶେଷ ଦିନ ରେ ଯୋଗ ଦେଲେ ଏସପି - ନିଜେ ବାଲି ସଫେଇ କରି ମହାନତା ଦେଖେଇଲେ

30-Jun-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ମନମୁଣ୍ଡା ତେଲ ବ୍ରିଜ ର ବାଲି ମାଟି ସଫେଇ କାର୍ଯ୍ୟ ର ମହା ଅଭିଯାନ ର ଶେଷ ଦିବସ ରେ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଆଜି ଯୋଗ ଦେଲେ l ନିଜେ ବେଲଚା ଧରି  ବାଲି ସଫେଇ କରି ମହାନତା ଦେଖାଇଲେ ଓ ସ୍ବେଛାସେବୀ ଙ୍କୁ ଉତ୍ସାହିତ କଲେ l  2014 ରୁ ଚାଲୁ ରଖିଥିବା ସ୍ବେଛାସେବୀ ଙ୍କ ଏ ଉଦ୍ୟମ କୁ ପ୍ରଶଂସା କରି ଏହି ସର୍ବ ପୁରାତନ ବ୍ରିଜ ର ରାକ୍ଷଣା ବେକ୍ଷଣ ଓ ଏ ସମସ୍ୟା ର ସ୍ଥାୟୀ ସମାଧାନ ଲାଗି  ଜ଼ିଲ୍ଲାପାଳ ଓ ଏନ ଏଚ ବିଭାଗ ସହ ଆଲୋଚନା କରିବୁ ବୋଲି ଦୃଢ଼ ପ୍ରତିଶୁତି ଦେଇଥିଲେ l ଶ୍ରୀ ପଣ୍ଡା ଆଜି ବୁଲେଟ ରେ  ତେଲ ବ୍ରିଜ କୁ ପହଂଚି  ସହର ହେଉ ଦୂର ଯାତ୍ରା ହେଉ ସର୍ବଦା ହେଲମେଟ ବ୍ୟବହାର କରି ନିଜ ଜୀବନ କୁ ସୁରକ୍ଷିତ  ରଖିବାକୁ ସ୍ବେଛାସେବୀ ଓ ଯାତ୍ରୀ ଙ୍କୁ ବ୍ରିଜ ରେ ସଚେତନ କରିଥିଲେ l ଦୀର୍ଘ ସପ୍ତାହେ ଧରି ଚାଲିଥିବା ଏହି ମହା ଅଭିଯାନ ରେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ର  ସ୍ବେଛାସେବୀ ଙ୍କ ସହିତ ଏବର୍ଷ  ମନମୁଣ୍ଡା ର କିଛି ଟ୍ରାକ୍ଟର ମାଲିକ  ଏଥିରେ ଯୋଡି ହୋଇ ତାଙ୍କ ମହାନତା ଦେଖାଇ ଛନ୍ତି ll ବ୍ରିଜ ରେ ଜମୁ ଥିବା ପାଣି, ବାଲି,  ଖାଲ ନାଳ ଓ ଭଙ୍ଗା ଲୁହl ଛଡ଼ ଯୋଗୁଁ ପ୍ରତ୍ୟହଃ ଯିବା ଆସିବା କରୁଥିବା ହଜାର ହଜାର ଗାଡି ଚାଳକ ଓ ଯାତ୍ରୀ ଅସୁରକ୍ଷିତ ମନେ କରୁଥିବା ଅଭିଯୋଗ ହୋଇ ଆସୁ ଥିବାରୁ  ଓ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଥିବା ରୁ  ପ୍ରତି ବର୍ଷ  ଏ ସ୍ବେଛାସେବୀ ମାନେ ବିଭିନ୍ନ ଲୋକ ଙ୍କୁ ଏକାଠି କରି ଏ ମହା ଅଭିଯାନ କୁ ସପ୍ତାହେ ବ୍ୟାପି  ଜାରି ରଖନ୍ତି l  ସ୍ଵଛ ଭାରତ ଉଦ୍ୟୋକ୍ତl  ସାୟଦ ଅଲିମୁଲ ଇସଲାମ, ଗରିବ ଲୋଇ ଙ୍କ ତତ୍ୱାବଧାନ ରେ ସୂବର୍ଣ୍ଣପୁର ଜ଼ିଲ୍ଲା ଟ୍ରାକ୍ଟର ମାଲିକ ସଂଘ ଉପ ସଭାପତି ବୈକୁଣ୍ଠ ଶତପଥୀ, ଓ ସ୍ୱଚ୍ଛ ଭାରତ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ଙ୍କ ସଂଯୋଜନା ରେ  ଅନୁଷ୍ଠିତ ଏହି ଅଭିଯାନ ରେ ମନମୁଣ୍ଡା ଟ୍ରାକ୍ଟର ସଂଘ ର ଉଦ୍ୟୋକ୍ତl ଭଗବାନ ଖଟୁଆ, ବିବେକା ସାହୁ ପ୍ରମୁଖ ସମସ୍ତ ଟ୍ରାକ୍ଟର ମାଲିକ ଓ ସ୍ୱଚ୍ଛ ଭାରତ ସଂଗଠନ ର ସମସ୍ତ ପୁରୁଷ ଓ ମହିଳା ସଦସ୍ୟ ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like