-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ରାଜନୀତି

ଚାକିରୀରୁ ଅବସରନେଲେ  ସଂସ୍କୃତ ଶିକ୍ଷକ  ସଂକୀର୍ତନ ତ୍ରିପାଠୀ 

30-Jun-2023



ବଲାଙ୍ଗିର (ଦେବାଶିଷ ବହିଦାର ): ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ହାଇସ୍କୁଲ, ବାନ୍ଧପଡାଠାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ୟାମସୁନ୍ଦର ବଗର୍ତ୍ତୀଙ୍କ ସଭାପତିତ୍ବରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି | ଗତ ମେ ମାସରେ ବିଦ୍ୟାଳୟର ଶିକ୍ଷା କର୍ମଚାରୀ ଗଜିନ୍ଦ୍ର ନାଏକ ଅବସର ଗ୍ରହଣ କରିଥିଲେ | ସଭାକୁ ପରିଚାଳନା କରିଥିଲେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା | ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡା ଅତିଥି ପରିଚୟ ପ୍ରଦାନ କରି ଏହି ଦିନର ଲକ୍ଷ୍ୟ ବିଷୟରେ ଆଲୋକପାତ କରିଥିଲେ | କମିଟିର ସଭ୍ୟ ରାଧେଶ୍ୟାମ ଗୁରୁ, ମୋହନ ପଧାନ, ବୃନ୍ଦାବନ ନାଏକ, କୈକେୟୀ ଷ|ଣ୍ଢ, ସମିତି ସଭ୍ୟା ନୀରିମା ଅମାତ, ସରପଞ୍ଚ ଗାୟତ୍ରୀ ଦୋରା ତଥା  ମିତ୍ରଭାନୁ ପଧାନ, ପ୍ରଭୁଲାଲ ଗୁରୁ, ଗର୍ଵଗଞ୍ଜନ ମହାପାତ୍ର, ପୂର୍ବତନ ଶିକ୍ଷକ ବିପ୍ରଚରଣ ସାହୁ,ସିଆରସି ଅଜିତ ଶତପଥି, ପୂର୍ବତନ ଶିକ୍ଷକ ଜଳନ୍ଧର

ପଧାନ, ସ୍ଥାନୀୟ ସରକାରୀ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ନିଜ ନିଜ ବକ୍ତବ୍ୟରେ ସଂକୀର୍ତନ ତ୍ରିପାଠୀ ଓ ଗଜିନ୍ଦ୍ର ନାଏକଙ୍କର ବିଦ୍ୟାଳୟ ପ୍ରତି ଅବଦାନ, ସମୟାନୁବର୍ତ୍ତିତା ବିଷୟରେ ଅନୁଭୂତି ବର୍ଣ୍ଣନା କରିଥିଲେ | ଛାତ୍ରଛାତ୍ରୀ, ସମସ୍ତ ଶିକ୍ଷକ ଶିକ୍ଷାକର୍ମଚାରୀ, କମିଟିର ସଦସ୍ୟ ସଦସ୍ୟ| ସଂକୀର୍ତନ ତ୍ରିପାଠୀ ଆଜ୍ଞା ଓ ଗଜିନ୍ଦ୍ର ନାଏକଙ୍କୁ ଫୁଲତୋଡ଼ା, ଉତ୍ତରୀୟ, ମାନପତ୍ର ଆଦି ଅନ୍ୟାନ୍ୟ ସାମଗ୍ରୀ ଦେଇଥିଲେ | ଚତୁର୍ଥ ଶ୍ରେଣୀ କର୍ମଚାରୀ  ପବିତ୍ର ମୋହନ ପଧାନ ଓ ହରିବୋଲ ପଧାନ, ମୋ ସ୍କୁଲ ଅଭିଯାନ କମିଟିର ସମସ୍ତ ସଭ୍ୟ ତଥା ପୂର୍ବତନ ଛାତ୍ରଛାତ୍ରୀ ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ | ସଭା ଶେଷରେ ଅଜିତ ଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026

You Might Also Like