-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ଆୟୋଜିତ

30-Jun-2023



ବଲାଙ୍ଗିର,  ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ସହାୟତା ତଥା ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଆନୁକୁଲ୍ୟରେ ଏବଂ ରାମଜୀ ଯୁବକ ସଂଘ, ସଦାଇପାଲି ସହାୟତାରେ ସଦାଇପାଲି ସ୍ଥିତ ସାଇଟ ଯନ୍ତ୍ରୀଙ୍କ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଯୁବ ମହୋତ୍ସବ ଆୟୋଜିତ ହୋଇଥିଲା । ଏହି ମହୋତ୍ସବକୁ ଅତିଥି, ବିଚାରକ, ନେହେରୁ ଯୁବ କେନ୍ଦ୍ରର ଯୁବ ଅଫିସର ତଥା କର୍ମଚାରୀବୃନ୍ଦଙ୍କ ଉପସ୍ଥିତିରେ ରାମଜୀ ଯୁବକ ସଂଘର ସଭାପତି ଡା. ପ୍ରମୋଦ ମିଶ୍ର ଉଦ୍‌ଘାଟନ କରିଥିଲେ । ଯୁବ ମହୋତ୍ସବରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପଞ୍ଚପ୍ରଣ ଧାରଣ ଉପରେ ଆଧାରିତ ବିଷୟକୁ ନେଇ ଚିତ୍ରାଙ୍କନ, ବକ୍ତୃତା, କବିତା ପାଠ, ମୋବାଇଲ ଚିତ୍ରୋତ୍ତଳନ, ଦଳଗତ ନୃତ୍ୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ପ୍ରତିଯୋଗିତା ଗୁଡିକରେ ବିଚାରକ ଭାବରେ ଯୋଗଦାନ କରିଥିଲେ ଅଚ୍ୟୁତ ପୁରୋହିତ, ବାସୁଦେବ ମେହେର, ଅଶୋକ ମେହେର, ଦିଲିପ ସିଂଦେଓ, ବ୍ରହ୍ମାନନ୍ଦ ବନଛୋର, ଗୋପାଳ ପଧାନ ଇତ୍ୟାଦି । ଏହି ମହୋତ୍ସବରେ ମିଲେଟ ମିଶନ, ପ୍ରଥମ ଏଜୁକେଶ ସ୍କିଲ ଇଣ୍ଡିଆ ବିଭାଗ ତରଫରୁ ଷ୍ଟଲ ସବୁ ନିଆଯାଇ ତାଙ୍କର କାର୍ଯ୍ୟକ୍ରମର ରୂପରେଖ ଉପରେ ଲୋକଙ୍କ ଅବଗତ କରାଯାଇଥିଲା । ଯୁବ ମହୋତ୍ସବରେ ଉଦ୍‌ଯାପନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ମହୋଦୟ ଉପସ୍ଥିତ ଅଂଶଗ୍ରହଣକାରୀମାନଙ୍କୁ ପଞ୍ଚପ୍ରଣର ଆବଶ୍ୟକତାକୁ ବୁଝି ତାକୁ ସଫଳ କରିବା ପାଇଁ ନିଜକୁ ନିୟୋଜିତ କରିବା ନିମିତ୍ତ ଆହ୍ୱାନ ଦେଇଥିଲେ ।  ସମ୍ମାନିତ ଅତିଥି ଭାବରେ  ପଦ୍ମଶ୍ରୀ ଜିତେନ୍ଦ୍ର ହରପାଲ ଏବଂ ହାସ୍ୟ ଅଭିନେତା ବିନ୍ଦୁ ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ଅଚ୍ୟୁତ ପୁରୋହିତ ଯୋଗଦାନ କରିଥିଲେ ।  

ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ଯୁବ ଅଫିସର ନରସିମ୍ମା କୁମାର । କାର୍ଯ୍ୟକ୍ରମକୁ ର ସଂଯୋଜନା କରିଥିଲେ  ଅଶୋକ କୁମାର ମେହେର ତଥା ଅନ୍ୟବାଦ ଅର୍ପଣ କରିଥିଲେ ବ୍ରହ୍ମାନନ୍ଦ ମହାକୁଡ । ସମ୍ପୁର୍ଣ୍ଣ ମହୋତ୍ସବ ସଫଳ ରୂପାୟନ ସହଯୋଗ କରିଥିଲେ ବିପିନ ବିହାରୀ ଜେନା, ସନ୍ତୋଷ କୁମାର ବ୍ରହ୍ମା, ବଳିଆର ସିଂ, କୃପାସିନ୍ଧୁ ଭୋଇ । ମହୋତ୍ସବରେ ଜିଲ୍ଲାର ବିଭିନ୍ନ ଅଂଚଳରୁ ଯୋଗଦାନ କରିଥିଲେ ପ୍ରାୟ ୨୫୦ ଯୁବକ ଓ ଯୁବତୀ । କାର୍ଯ୍ୟକ୍ରମଟି ସକାଳ ଘ.୧୦ ରୁ ଆରମ୍ଭ ହୋଇ ସନ୍ଧ୍ୟା ଘ.୫.୩୦ ରେ ଶେଷ ହୋଇଥିଲା । ଅସୁସ୍ଥତା ହେତୁ ସାଇଟ ର ପ୍ରତିଷ୍ଠାତ ଡା. ଶ୍ରୀକର ମିଶ୍ର ଅନୁପସ୍ଥିତ ଥିଲେ ସୁଦ୍ଧା ସେ କାର୍ଯ୍ୟକ୍ରମ ର ସଫଳ ପାଇଁ ଶୁଭେଚ୍ଛା ଜଣାଇ ତାଙ୍କର ସହଯୋଗ ପ୍ରଦାନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026

You Might Also Like