-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||     

HOME   ଜିଲ୍ଲା

ଅଧ୍ୟକ୍ଷଙ୍କ ସେବାନିବୃତ୍ତ ସମ୍ବର୍ଦ୍ଧନା

30-Jun-2023



ବଲାଙ୍ଗୀର, (ପ୍ରେରଣା ଖବର) ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରର ଅଧ୍ୟକ୍ଷ ମହୋଦୟ ଡ଼. ଅଶୋକ କୁମାର ମହାପାତ୍ରଙ୍କୁ ଆଜି ସେବାବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସେ ବଡ଼ଗାଁ ସୁନ୍ଦରଗଡ଼ ଠାରୁ ଅଧ୍ୟାପନା ଆରମ୍ଭ କରି ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟ, ସରକାରୀ ମହିଳା ମହାବିଦ୍ୟାଳୟ, ଟିଟିଲାଗଡ଼ ଏବଂ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଓଡ଼ିଆ ଅଧ୍ୟାପକ ଭାବେ ଦୀର୍ଘ ୩୮ ବର୍ଷ ଧରି ଅଧ୍ୟାପନା ଜୀବନ ବିତେଇବା ସହ ବିଭିନ୍ନ ସମୟରେ ଅଧ୍ୟକ୍ଷ ଦାୟିତ୍ଵ ନିଷ୍ଠାର ସହ ନିର୍ବାହ କରିଛନ୍ତି | ସେ ଏକା ଧାରରେ ଜଣେ କବି , ଆଲୋଚକ, ଗାଳ୍ପିକ ତଥା ସୁପରିଚିତ ବକ୍ତା ମଧ୍ୟ | ଏ ଯାବତ୍ ଗଳ୍ପ ଗ୍ରନ୍ଥ 'କାରାବାସ', 'ଦାରୁଣ ନିଧାଘ କାଳ', 'ଦେଶାନ୍ତରୀ'' 'ଅହଲ୍ୟା ଓ ଅନ୍ୟାନ୍ୟ ଗପ', 'ଅଶୋକ ମହାପାତ୍ରଙ୍କ ଶ୍ରେଷ୍ଠ ଗପ',କବିତା ଗ୍ରନ୍ଥ 'ମୃତ୍ୟୁ ଗୀତ' 'ଚିଠି ଓ ଅନ୍ୟାନ୍ୟ କବିତା' ଆଲୋଚନା ଗ୍ରନ୍ଥ 'ରୋମାଣ୍ଟିକ କବ୍ୟାନୁଭବ ଓ କବି ବିନୋଦ ନାଏକ' 'ପ୍ରେମର ସ୍ବରୂପ କଥନ: ସାମ୍ପ୍ରତିକ ଓଡ଼ିଆ କବିତା ଏକ ଭିନ୍ନ ଆକଳନ' ପ୍ରକାଶିତ ହୋଇଥିବା ବେଳେ, ଓଡ଼ିଶାରେ ବିନୋଦ ନାୟକଙ୍କୁ ନେଇ ପ୍ରଥମ ପି ଏଚ୍. ଡି ଡିଗ୍ରୀ ପ୍ରାପ୍ତ ଗବେଷକ|ଏହି ଅବସରରେ ସେବା ନିବୃତ ଅଧ୍ୟକ୍ଷଙ୍କୁ ମାନପତ୍ର , ଉପଢ଼ୌକନ ଓ ଫୁଲତୋଡ଼ା ଦେଇ ଭାରପ୍ରପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ଘନଶ୍ୟାମ ବେହେରା ସମ୍ବର୍ଦ୍ଧିତ କରିଥିଲେ |ପ୍ରାଧ୍ୟାପକ ଡ଼. ଅମୃତ ସିଂ ବରିହା, ଡ଼. ରମଣୀ ନାଏକ, ହୃଷୀକେଶ ଦାସ, ଅମୃତା ମହାପାତ୍ର, ନୀଳମଣି ନାଗ, ଏବଂ କାର୍ଯ୍ୟାଳୟ ସହାୟକ ସତ୍ୟପୀର ସାହୁ, ସରୋଜ ସାହୁ, କେଶବ ସାହୁ ଅଧ୍ୟକ୍ଷଙ୍କ ଅତିବାହିତ ସ୍ମୃତି ଚାରଣ କରିବା ସହ ଅବସର କାଳୀନ ଜୀବନ ସୁଖଦ,ନିରାମୟ ଓ ସୃଜନ ଶୀଳ ହେଉ କାମନା କରିଥିଲେ |ଅଧ୍ୟାପକ ବି. ବି.ବିଶ୍ଵାଳ, ଦିବ୍ୟା ମହାନ୍ତି, ହୃଷୀ ପୁଟେଲ୍, ସୁରେନ୍ଦ୍ର ଘିଭେଳା, ତରୁଣ ନାଏକ ସାହାଯ୍ୟ ସହଯୋଗ କରିଥିଲେ । ଶେଷରେ ପ୍ରାଧ୍ୟାପକ ଡ. କୌତୁକ ପନ୍ଦର ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026

You Might Also Like