-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଶିଶୁ ଶ୍ରମିକ ନିରାକରଣ ସଚେତନତା କାର୍ଯ୍ୟକ୍ରମ

01-Jul-2023



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗିର ଜିଲ୍ଲା ପ୍ରଶାସନ, ଏଡ଼ ଏଟ୍ ଏକ୍ସନ୍ ଓ ୟୁନିସେଫ ଦ୍ୱାରା ତୁଷୁରା ଏନ୍ ଏ ସି କାର୍ଯ୍ୟାଳୟ ଠାରେ  ବିଭିନ୍ନ ସଂଗଠନର ସଦସ୍ଯ ମାନଙ୍କୁ ନେଇ ଶିଶୁ ଶ୍ରମିକ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏନ୍ ଏ ସି ଅଧ୍ୟକ୍ଷ  ଅଜୟ ଜୟଶ୍ବାଳ, କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ, ଗୁଡ଼ଭେଲାବ୍ଳକ ସିଡ଼ିପିଓ ପ୍ରତିମା ଚୋପଦାର୍, ଏଡ଼ ଏଟ୍ ଏକ୍ସନ୍ ର ଜିଲ୍ଲା ସଂଯୋଜିକା ସନ୍ଧ୍ୟାରାଣୀ ପତି ଏବଂ ବିଭିନ୍ନ ୱାର୍ଡର କାଉନସିଲର, ସ୍ଵୟଂ ସହାୟକ ମହିଳା ସଂଘ, ଅଙ୍ଗନୱାଡି କର୍ମୀ, ବ୍ୟବସାୟିକ ସଂଘ ଏହି ସଚେତନତା କାର୍ଯ୍ୟକ୍ରମରେ  ଯୋଗ ଦେଇଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ  ଶ୍ରୀ ଦୀପ୍ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ଶ୍ରୀମତୀ ପତି ଶିଶୁ ଶ୍ରମିକ ଆଇନ ବିଷୟ ରେ ବୁଝେଇବା ସହ ଶିଶୁ ଶ୍ରମିକ କୁ ନିୟୋଜିତ କରୁଥିବା ବ୍ୟକ୍ତି କୁ ୫୦ହଜାର ଟଙ୍କା ଜୋରିମାନା ସହ କାରାଦଣ୍ଡ ମଧ୍ୟ

ଭୋଗିବାକୁ ପଡ଼ିଥାଏ ବୋଲି ସୂଚନା ଦେବା ସହ ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ର ନିର୍ଦେଶାବଳୀ ବିଷୟରେ କହିଥିଲେ।  ଅଧ୍ୟକ୍ଷ ଶ୍ରୀ ଜୟଶ୍ବାଳ ଅଂଚଳରେ ପୋଷ୍ଟର ତଥା ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସୂଚନା ଦେବା ସହ କିପରି ଭାବରେ ଅଞ୍ଚଳକୁ ଶିଶୁ ଶ୍ରମିକ ମୁକ୍ତ କରିହେବ ତାହା ବିଷୟ ରେ ଆଲୋକପାତ କରି ଆଇନ କଡାକଡୀ ଭାବରେ କାର୍ଯ୍ୟକାରୀ କରାଯିବ ସେହି ବିଷୟ ରେ ବୈଠକ ରେ ନିଷ୍ପତି ନେଇଥିଲେ। ବୈଠକରେ ଆସିଥିବା ବିଭିନ୍ନ ବ୍ୟବସାୟିକ ସଂଘ ନିଜ ମତାମତ ପ୍ରକାଶ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like