-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

୫ଟି ସଚିବଙ୍କ ଗସ୍ତ ପୂର୍ବରୁ ବିଜେଡ଼ି ସଂଗଠକ ସମ୍ପାଦକ ବବି ଦାସଙ୍କ ବିନିକା ଅଞ୍ଚଳ ଗସ୍ତ

01-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ): ଆସନ୍ତା ଜୁଲାଇ ୪ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ ବିନିକା ଗସ୍ତରେ ଆସୁଛନ୍ତି ।ତାଙ୍କ ଗସ୍ତ ପୂର୍ବରୁ ଆଜି ସନ୍ଧ୍ୟାରେ ରାଜ୍ୟ ବିଜୁ ଜନତା ଦଳ ସାଂଗଠନିକ ସାଧାରଣ ସମ୍ପାଦକ,ଯାଜପୁର ବିଧାୟକ ତଥା ଓଡ଼ିଶା କ୍ରିକେଟ ଏସୋସିଏସନର ସଭାପତି

ପ୍ରଣବ ପ୍ରକାଶ ଦାଶ(ବବି) ବିନିକା ଗସ୍ତରେ ଆସି ବିଜୁ ପଟ୍ଟନାୟକ ଷ୍ଟାଡିୟମ ଓ ପର୍ଯ୍ୟଟନ ସ୍ଥଳୀ ପୁଣ୍ୟପୀଠ ପାପକ୍ଷୟ ଘାଟ ପରିଦର୍ଶନ କରିଥିଲେ । ସ୍ଥାନୀୟ ମହାନଦୀ ସେତୁ ନିକଟରେ ଥିବା ବିଜୁ ପଟ୍ଟନାୟକ ଷ୍ଟାଡିୟମକୁ ପହଞ୍ଚିବା ପରେ ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର ଶ୍ରୀ ଦାଶଙ୍କୁ ଉପଡୋକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।ସେହିପରି ଶ୍ରୀ ଦାଶଙ୍କ ସହ ଆସିଥିବା ମାନ୍ୟବର ମନ୍ତ୍ରୀ ନିରଞ୍ଜନ ପୂଜାରୀ,ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା,ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ମଧ୍ୟ ସ୍ପୋର୍ଟସ କ୍ଲବର କର୍ମକର୍ତ୍ତା ମାନେ ସମ୍ବର୍ଦ୍ଧିତ କରିଥିଲେ । ବିଜୁ ପଟ୍ଟନାୟକ ଷ୍ଟାଡିୟମ ଉନ୍ନତିକରଣ ପାଇଁ ଶ୍ରୀ ଦାଶ ତାର ପରିସର ଦେଖିବା ସହିତ ସମସ୍ୟା ଉପରେ ସ୍ପୋର୍ଟସ କ୍ଲବ ସଭାପତିଙ୍କ ଠାରୁ ପ୍ରାଞ୍ଜଳ ଭାବେ ଅବଗତ ହୋଇଥିଲେ ।ପରେ ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ଘାଟ ପରିଦର୍ଶନ କରି ଏହାର ଏତିହ୍ୟ କିମ୍ବଦନ୍ତୀ ଉପରେ ଅବଗତ ହୋଇଥିଲେ ।ଏହି ଅବସରରେ ବିନିକା ନଗରପାଳ ସୁବାସ ଚନ୍ଦ୍ର ଭୋଇ,ବିଜୁ ଜନତା ଦଳ ଜିଲ୍ଲା ଯୁବ ସଭାପତି ଅଶୋକ ନନ୍ଦ,ପାପକ୍ଷୟ ଘାଟ ପରିଚାଳନା କମିଟି ସଭାପତି ସନ୍ତୋଷ

ପଣ୍ଡା,ଆଇନଜୀବୀ ସୁଧାଂଶୁ ଶେଖର ଦାଶ,ବିଜେଡ଼ି ବ୍ଲକ ସଭାପତି ଦ୍ବାରିକାନାଥ ସାହୁ,ବିଜେଡ଼ି ସଂଗଠକ ଭୀମସେନ ସାହୁ,ବିନୋଦ ବିହାରୀ ନାୟକ,ଶେଖର ଶର୍ମା,ପୀତବାସ ମେହେର,ବିହାରିଲାଲ ମିଶ୍ର,ଧର୍ମେନ୍ଦ୍ର ଥନାପତି,ଧର୍ମରାଜ ପଣ୍ଡା,ସନ୍ତୋଷ ସାହୁ,ଆନନ୍ଦ ହୋତା,ନାରାୟଣ ଲୁହା,ଦୀନବନ୍ଧୁ ମେହେର, କେଦାର ପଣ୍ଡା,ମାନସ ବେହେରା,ପ୍ରଦୀପ ସେଠୀ,ରବୀନ୍ଦ୍ର ପାତ୍ର,ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସ,କୋଷାଧ୍ୟକ୍ଷ ହିମାଂଶୁ ଶେଖର,ଉପ ସଭାପତି ବୁଲୁ ଦଣ୍ଡିଆ,ପ୍ରତାପ ସାହୁ,ବିଶେଶ୍ୱର ଦଣ୍ଡସନା ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ,କ୍ରୀଡା ପ୍ରେମୀ ଓ ବିଜୁ ଜନତା ଦଳର କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like