-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ତିନି କର୍ମଚାରୀଙ୍କୁ ଚାକିରିରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା

01-Jul-2023



ନବରଙ୍ଗପୁର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କ ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟର ଏଲ କ୍ରିଷ୍ଣା ରାଓ ପଟ୍ଟନାୟକ ଚପରାସି, ଜିଲ୍ଲା ସାମାଜ ମଙ୍ଗଳ ବିଭାଗର ବିଭାଗୀୟ ଅଧିକାରୀ  ପବିତ୍ର ମୋହନ ପ୍ରଧାନ ଏବଂ ଜିଲ୍ଲା ସାମାଜିକ ମଙ୍ଗଳ ବିଭାଗ ର ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ବନ୍ଧନ ଖାକା ଙ୍କୁ  ସରକାରୀ ସେବା କାର୍ଯ୍ୟରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା l ନବରଙ୍ଗପୁର  ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ହୋଇଥିବା ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଶ୍ରୀ ପ୍ରଧାନ, ଶ୍ରୀ ଖାକା ଏବଂ ଶ୍ରୀ କ୍ରିଷ୍ଣା ଙ୍କ  କାର୍ଯ୍ୟଶୈଳୀ, କାର୍ଯ୍ୟଦକ୍ଷତା, ଅମାୟିକ ବନ୍ଧୁତା, ଏବଂ ସମସ୍ତଙ୍କ ପ୍ରତି ଥିବା ତାଙ୍କର ନିଷ୍ଠାପର ସହଯୋଗ କୁ ମନେ ପକାଇ ଶ୍ରଦ୍ଧାର ସହିତ କୃତଜ୍ଞତା ଜ୍ଞାପନ କରିବା ସହିତ ପ୍ରୋଭିଜିନାଲ ପେନସନ ମଧ୍ୟ

ପ୍ରଦାନ କରିବା ସହିତ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରି, ପରିବାର ସହ ଅବସର କାଳୀନ ବାକି ସମୟ ଶୁଭଙ୍କର ହେଉ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା ଜଣାଇଥିଲେ । ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି ଜିଲ୍ଲାପାଳ,  ସୁବ୍ରତ ବେହେରା,ସହକାରୀ ଜିଲ୍ଲାପାଳ, ଆଶୁତୋଷ ପାତ୍ର, ବିନାୟକ ଖାଡାଙ୍ଗା, ଅଶ୍ଵିନ କୁମାର ମାଝୀ, ଶିବ ଶଙ୍କର ପାଢି, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ, କମଳ କୁମାରୀପଟନାୟକ, ଏ ସୁରେଶ, ତ୍ରିପତି ବାଲାଜୀ ସାହୁ,   ବିଜୟ ସାହୁ, ସୁରେଶ ମହାନ୍ତି, ଜିତେନ୍ଦ୍ର ଚୌଧୁରୀ, ଅଜୟ ସାହୁ, ସତ୍ୟନାରାୟଣ ସାହୁ, ନରେନ୍ଦ୍ର ସାହୁ, ରେଖା ବାଘ, ଯୋଛନା ଚୌଧୁରୀ,  ଅରୁଣ କୁମାର ବେହେରା,ରାମ ଚନ୍ଦ୍ର ରଘୁ ମଣ୍ଡଳ, ସଞ୍ଜୀବ ପଣ୍ଡା,ଦିବାକର ପଟନାୟକ, ଧନପତି ନାୟକ,ବିଶ୍ୱଜିତ ମହାନ୍ତି, ଆଶୁତୋଷ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like