-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଖଣ୍ଡହତାରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

01-Jul-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ସ୍ଥିତ ସରକାରୀ  ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଠାରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।‌ ବିଦ୍ୟାଳୟର ଖେଳ ଶିକ୍ଷକ ବ୍ରଜ ଗୋପାଳ ମହାପାତ୍ର ତାଙ୍କର ଚାକିରି କାଳ ଶେଷ ହେବାରୁ ତାଙ୍କୁ ସ୍କୁଲ ପରିସରରେ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଉତ୍ସବରେ  ପୂର୍ବତନ ଜିଲା କ୍ରିଡ଼ା ନିରିକ୍ଷକ ଦୁର୍ଯୋଧନ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ବୀରମହାରାଜପୁର ଉଚ୍ଚ ବିଦ୍ୟାଳୟ ପୂର୍ବତନ ପ୍ରଧାନ ଶିକ୍ଷକ ବୈଦ୍ୟନାଥ କର୍ଣ୍ଣ, ଖଣ୍ଡହତା ସରପଞ୍ଚ ଜୟଶ୍ରୀ ଦେହୁରୀ, ଖଣ୍ଡହତା ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଖୁଜ ପଧାନ ଓ ରତ୍ନାକର ପଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ।‌ ଉକ୍ତ ଉତ୍ସବରେ ଶ୍ରୀ ମହାପାତ୍ର ଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ତାଙ୍କ ସମୟନୁ ବର୍ତ୍ତିତା, କର୍ତ୍ତବ୍ୟନିଷ୍ଠାତା ଉପରେ ଅତିଥି ଗଣ ଆଲୋକପାତ କରି ଭୂୟସୀ ପ୍ରଶଂସା କରିଥିଲେ।‌ ଅନ୍ୟମାନଙ୍କ ମଧ୍ୟରେ ଜଟେସିଂହା ହାଇସ୍କୁଲ ପ୍ରଧାନ ଶିକ୍ଷକ ତ୍ରୀପୁରୀ ରଥ, ସୁବଳୟା ହାଇସ୍କୁଲ ପ୍ରଧାନ ଶିକ୍ଷକ, ସଂଗ୍ରାମପୁର ହାଇସ୍କୁଲ ପ୍ରଧାନ ଶିକ୍ଷକ,କେନଝିଆପାଲି ହାଇସ୍କୁଲ ପ୍ରଧାନ ଶିକ୍ଷକ, ପୂର୍ବତନ ଛାତ୍ର ପ୍ରମୋଦ କୁମାର ପଣ୍ଡା, ରାଧେଶ୍ୟାମ ମିଶ୍ର, ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like