-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଗଣ୍ଡାବଜା ଉପରେ ଗବେଷଣା କରିବେ ତରଣୀ

01-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର)କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ (ସାଧନା ଓ ତାଲିମ) ବିଭାଗ ତରଫରୁ ପଶ୍ଚିମ ଓଡିଶାର ଅନନ୍ୟା ଲୋକବାଦ୍ୟ “ଗଣ୍ଡାବଜା” ଉପରେ ଗବେଷଣା କରିବା ପାଇଁ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ମଲମଣ୍ଡା ଗାଁର ବରିଷ୍ଠ କଳାକାର ତରଣୀସେନ ଦୀପ ମନୋନୀତ ହୋଇଛନ୍ତି । ଦୁଇ ବର୍ଷ ଧରି ସେ ଏହି କ୍ଷେତ୍ରରେ ଗବେଷଣା କରିବେ । ଗଣ୍ଡାବଜା ପଶ୍ଚିମ ଓଡିଶା ସଂସ୍କୃତିର ଏକ ଅନ୍ୟନ୍ୟା ଅଂଶ । ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଗଣ୍ଡାବଜାର ଆବଶ୍ୟକ ହୋଇଥାଏ । କେଉଁ ଆବାହମାନ କାଳରୁ ଗଣ୍ଡାବଜାର ଉଦ୍‌ଭାବନ ହୋଇଛି । ପ୍ରକୃତି ଓ ଗଣ୍ଡାବଜା ଅଙ୍ଗାଙ୍ଗୀ ଭାବେ ଜଡିତ । ଗଣ୍ଡାବଜା ଉପରେ ଅନେକ ଗବେଷଣା ହୋଇଛି । ତେବେ ଆହୁରି ଗବେଷଣାର ଆବଶ୍ୟକତା ରହିଛି । ଆଜି ମଧ୍ୟ ଗଣ୍ଡାବଜା ଉପରେ ଅନେକ ଅନାଲୋଚିତ ଅଧ୍ୟାୟ ରହିଛି । ଗ୍ରାମାଂଚଳରେ ଗଣ୍ଡାବଜା କୁ ବଂଚାଇ ରଖିଥିବ କଳାକାରମାନଙ୍କ ପାଖରେ ହିଁ ଅନେକ ତଥ୍ୟ ରହିଛି । ସେହି ତଥ୍ୟ ଉପରେ ମୁଁ ଗବେଷଣା କରିବି ବୋଲି ତରଣୀ କହିଛନ୍ତି । ତରଣୀ ଛାତ୍ରବସ୍ଥାରୁ ହିଁ କଳାପ୍ରତି ଆକର୍ଷିତ ହୋଇଥିଲେ । ପ୍ରଥମେ ସେ ନିଜ ଗାଁ ରେ ଏକ ମଂଚ ନାଟକରେ ଅଭିନୟ କରିଥିଲେ । ପରବର୍ତ୍ତି ସମୟରେ ସେ ସାଂସ୍କୃତିକ ଅନୁଷ୍ଠାନ ରୁଣୁଝୁଣୁ ସହିତ ଜଡିତ ହୋଇଥିଲେ । ବତ୍ତମାନ ସେ ଢୋଲ ମୁହୁରି କଳା ପରିଷଦ ସହିତ ଜଡିତ । ସେ ଆଲବମ ନିର୍ଦ୍ଦେଶନା ଦେବା ସହିତ କେତେକ କ୍ୟାସେଟ ମଧ୍ୟ ନିର୍ମାଣ କରିଥିଲେ । ରେଡିଓ ଓ ଦୁରଦର୍ଶନରେ କାମ କରିବା ସହିତ କୋଶଲି ଟେଲି ଫିଲ୍ମ “ବଏଲାରେ” ରେ ଅଭିନୟ କରିଛନ୍ତି । ବର୍ତ୍ତମାନ ସେ ପୁଇଁନ୍ତଲା ବ୍ଲକର ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like