-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ତୁରେକେଲା ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସ୍ୱ।ଗତ ସମ୍ବର୍ଦ୍ଧନା

01-Jul-2023



କଣ୍ଟାବାଞ୍ଜି (ପ୍ରେରଣା ଖବର )
ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘ(ନୂତନ ପେନସନ ଅନ୍ତର୍ଭୁକ୍ତ)ତୁରେକେଲା ତରଫରୁ ନବାଗତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଜୟନ୍ତ ପ୍ରଧାନଙ୍କୁ ସ୍ୱ।ଗତ କରାଯାଇଥିଲା।ସଂଘର ସଭାପତି ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ତୁରେକେଲା ବ୍ଳକରେ ନୂତନ ଭାବେ ଯୋଗ ଦେଇଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଫୁଲତୋଡା ଓ ଉପଢୌକନ ପ୍ରଦାନ କରି ସ୍ୱ।ଗତ ଜଣେଇଥିଲେ।ଏହି ଅବସରରେ ତୁରେକେଲା ବ୍ଳକରେ ଶିକ୍ଷକ, ଶ୍ରେଣୀ କୋଠରୀ ଓ ପାନୀୟ ଜଳର ଅଭାବ ରହିଛି ତେଣୁ ଏହାପ୍ରତି ଦୃଷ୍ଟି ଦେବାକୁ ଶ୍ରୀ ଦାଶ କହିଥିଲେ।ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯେପରି ଦରମା ନିୟମିତ ମାସର ଶେଷ ଦିବସରେ ପାଇବେ ଓ ସେମାନଙ୍କର କାର୍ଯ୍ୟ ଗୁଡିକ ଶୀଘ୍ର ସମାଧାନ ହୋଇପାରିବ ବୋଲି ଶ୍ରୀ ଦାଶ ଦାବି କରିଥିଲେ।ତୁରେକେଲା ବ୍ଳକରେ ଶିକ୍ଷା ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଯେପରି ହେବ ସେଥିପ୍ରତି କାର୍ଯ୍ୟାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବାକୁ ଶିକ୍ଷା ଅଧିକାରୀ ସମ୍ମତି ପ୍ରଦାନ କରିଥିଲେ।ଏହି ସମ୍ବର୍ଦ୍ଧନା ସଭାରେ ସମ୍ପାଦକ ଶ୍ରୀ ଜାନକୀରାମ ସାମବେଦମ,ପରାମର୍ଶ ଦାତା ଧନସିଂ ମାଝୀ, ପ୍ରେମରାଜ ପାଣିଗ୍ରାହୀ, ଶିକ୍ଷୟିତ୍ରୀ ଟିକେଶ୍ୱରୀ ସେଠ,ବିନୋଦିନୀ ତାଣ୍ଡୀ,ଶୁଭଦୀପ୍ତା ଦାଶ,ବିମଳ ପାଣ୍ଡେ,କୃତିକର ଯାଲ,ରବୀନ୍ଦ୍ର ରଥସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like