-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ରକ୍ତଶିକୁଳି ଜନିତ ରକ୍ତ ହୀନତା ଅଭିଯାନ ର ଶୁଭାରମ୍ଭ

01-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ରାଷ୍ଟ୍ରୀୟ ରକ୍ତଶିକୁଳି ଜନିତ ରକ୍ତ ହୀନତା ଅଭିଯାନ ର ଶୁଭାରମ୍ଭ ମଧ୍ୟପ୍ରଦେଶର ସାହାଡୋଲ ଠାରୁ ସମ୍ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମର ରାଜ୍ୟ ସ୍ତରୀୟ ଶୁଭାରମ୍ଭ ଆଭାସୀ ଜରିଆରେ ସୁବର୍ଣ୍ଣପୁର ରୁ ଆରମ୍ଭ କରାଯାଇଛି l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ନିରଞ୍ଜନ ପୂଜାରୀ ଯୋଗଦାନ କରି ୧୫ ଜଣ ସିକିଲ ସେଲ ହିତାଧିକାରୀଙ୍କୁ ସିକିଲସେଲ କାର୍ଡ ପ୍ରଦାନ କରିଛନ୍ତି l କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱରଂଜନ ପତି, ଜିଲ୍ଲା ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ,ଜିଲ୍ଲା

ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମନୋଜ ଅଦାବର, ଡି ପି ଏମ ଶ୍ରୀ ବିଶ୍ୱମ୍ବର ବେହେରା, ପ୍ରମୁଖ ଉପସ୍ଥିତ ରହିଥିଲେ l ସେହିପରି ଏହି ଶୁଭ ଅବସରରେ ଜିଲ୍ଲାର ସମସ୍ତ ୮୯ ଟି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ଥାନୀୟ ଜନପ୍ରତିନିଧିଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମର ଶୁଭାରମ୍ଭ ପୂର୍ବକ ଚି଼ହ୍ନଟ ହିତାଧିକାରୀଙ୍କୁ  ସିକିଲସେଲ କାର୍ଡ ପ୍ରଦାନ କରାଯାଇଛି l ଅନୁଷ୍ଠିତ ସମଗ୍ର କାର୍ଯ୍ୟକ୍ରମ ଜିଲ୍ଲା ତଥ୍ୟ ପରିଚାଳକ ପ୍ରଦୀପ ସାହୁ,ଡେପୁଟି ମ୍ୟାନେଜର ସୁଧାଂଶୁ ନାୟକ,ସହ କାର୍ଯ୍ୟକ୍ରମ ପରିଚାଳକ ତରଣୀ ସେନ ପ୍ରଧାନ,ଜିଲ୍ଲା ହିସାବ ପରିଚାଳକ ସରୋଜ ପଣ୍ଡା,ସିକିଲ ସେଲ ପରିଚାଳକ ଲେନିନ ପ୍ରଭା ସାହୁ ପ୍ରମୁଖ ଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like