-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

01-Jul-2023



କଣ୍ଟାବାଞ୍ଜି(ଆନନ୍ଦ ମୋଟେ ): ତୁରେକେଲା ବ୍ଳକ ଓ କଣ୍ଟାବାଞ୍ଜି ଏନଏସିରେ କାର୍ଯ୍ୟରତ ତିନିଜଣ ଶିକ୍ଷକ ଶିକ୍ଷୟିତ୍ରୀ ତାଙ୍କ ଚାକିରୀ ରୁ ଅବସର ନେଇଛନ୍ତି।ମାନ୍ଦଲା କ୍ଳଷ୍ଟର ଅନ୍ତର୍ଗତ ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ସୂର୍ଯ୍ୟକାନ୍ତ ରଣାଙ୍କ ବିଦାୟ ସମ୍ବର୍ଦ୍ଧନା ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଜୟନ୍ତ ପ୍ରଧାନ,ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀ ଚନ୍ଦ୍ରଭାନୁ ବେହେରା,ଶ୍ରୀ ବିଜୟ ପାଣିଗ୍ରାହୀ, ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ରାମକୃଷ୍ଣ ସେଲମା ଅତିଥି ଭାବରେ ଯୋଗ

ଦେଇଥିଲେ।ସଭା ପରିଚାଳନା ମାନ୍ଦଲା କ୍ଳଷ୍ଟର ସଂଯୋଜକ ଶ୍ରୀ ଧନସିଂ ମାଝୀ ସଭା ପରିଚାଳନା ଓ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ଦାଶ ସ୍ୱ।ଗତ ଓ ଧନ୍ୟବାଦ ଅର୍ପଣ କରିଥିଲେ।କ୍ଳଷ୍ଟର ତରଫରୁ ଶ୍ରୀ ରଣାଙ୍କୁ ପ୍ରଶଂସା ପତ୍ର, ଉପଢୌକନ ଓ ଉପହାର ପ୍ରଦାନ ପୂର୍ବକ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।ଶ୍ରୀ ରଣା ଜଣେ ଆଦର୍ଶ,ଛାତ୍ରବତ୍ସଳ ଶିକ୍ଷକ ଥିଲେ ତାଙ୍କ ଅବସର ପରେ ଆମପାଇଁ ଏକ ଅପୂରଣୀୟ କ୍ଷତି ଘଟିଲା ବୋଲି ଉପସ୍ଥିତ ସମସ୍ତେ ଏକ ସ୍ୱରରେ କହିଥିଲେ।ଏହି ସଭାରେ ଶିକ୍ଷକ

କୃଷ୍ଣଚନ୍ଦ୍ର ରଣା, ଅକୃର ପୁଟା,ମଣି ମାଝୀ, ବିମଳ ହାତୀ, ମନୋଜ ତାଣ୍ଡୀ, ଗୌତମ ଆଣ୍ଡିଆ,ଶରତ ମାଝୀ, ନରହରି ତାଣ୍ଡୀ, ଲଳିତ କୁଅଁର, ରୋହିତାଶ୍ୱ ନାଗ,ଜାନକୀରାମ ସାମବେଦମ, ଗଜୟ ଦାଶ, ଅନୁପ କୁମାର ଦାସ, ଅମରେନ୍ଦ୍ର ବାଗ,ପ୍ରମୋଦ ମାଝୀ, ଗୁରୁପ୍ରାସାଦ ଛତ୍ରିଆ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା, ଗ୍ରାମବାସୀ ଉପସ୍ଥିତ ଥିଲେ।ସେହିପରି କରୁଁଆମୁଣ୍ଡା ବିଦ୍ୟାଳୟର ଶିକ୍ଷକ ଶ୍ରୀ ଗୌତମ ବଏ ଓ କଣ୍ଟାବାଞ୍ଜି ହିନ୍ଦୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଶୀଳା ବାଇ ତାଙ୍କ ଚାକିରୀରୁ ଅବସର ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like