-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

୨ଜଣ ଶିଶୁ ଶ୍ରମିକ ଉଦ୍ଧାର : ଶିଶୁ ମଙ୍ଗଳ କମିଟି କୁ ହସ୍ତାନ୍ତର

01-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା ଙ୍କ ନେତୃତ୍ୱରେ ଜିଲ୍ଲାର ଶିଶୁ ଶ୍ରମିକ ଉଦ୍ଧାର କାରୀଦଳ ପକ୍ଷରୁ ଗତକାଲି ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଏସ୍ ପତ୍ରାପାଲି ଓ ମେଟାକାନୀ ଅଞ୍ଚଳର ଢାବାମାନଙ୍କରେ ଚଢ଼ାଉ କରି ବେଆଇନ ଭାବରେ କାମକରୁଥିବା ୨ଜଣ ଶିଶୁଶ୍ରମିକ ଙ୍କୁ ଉଦ୍ଧାର କରି ଜିଲ୍ଲାର ଶିଶୁ ମଙ୍ଗଳ କମିଟି କୁ ହସ୍ତାନ୍ତର କରିଛନ୍ତି।ଏହି ଚଢ଼ାଉ ରେ ଜିଲ୍ଲା ଶ୍ରମ ଅଧିକାରୀ, ଡିସିପିଓ ,ଚାଇଲ୍ଡ଼ ଲାଇନ୍ କାର୍ଯ୍ୟାଳୟର କର୍ମଚାରୀ ଙ୍କସହ ଉଲୁଣ୍ଡାପୁଲିସ  ହଠାତ ପହଞ୍ଚି ଏହି ଚଢ଼ାଉ କରି ବେଆଇନ ଭାବରେ ଢାବାରେ କାମକରୁଥିବା ୨ଜଣ ଶିଶୁ ଶ୍ରମିକ ଙ୍କୁ ଉଦ୍ଧାର କରିଥିଲେ। ପରେ ଉକ୍ତ ଢାବା ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ତଥା ନାବାଳକ ଶିଶୁ ମାନଙ୍କୁ କୌଣସି କ୍ଷେତ୍ରରେ  ମଧ୍ୟ କାମରେ ନ ଲଗାଇବାକୁ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ର ମାଲିକ ମାନଙ୍କୁ ପରାମର୍ଶ ଦିଆଯାଇଛି। କ୍ରମାଗତ ଭାବରେ ଆଗାମୀ ଦିନରେ ମଧ୍ୟ ଏପରି ଚଢ଼ାଉ ଜାରି ରହିବବୋଲି ଏହି ଶିଶୁ ଶ୍ରମିକ ଉଦ୍ଧାର କାରୀ ଦଳର ମୁଖ୍ୟ ଡିଏଲ୍ଓ ଶ୍ରୀ ଖାଖା ଙ୍କ ସୁତ୍ରରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like