-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସର୍ବ ପୁରାତନ ହନୁମାନ ମନ୍ଦିର କଳସ ପ୍ରତିଷ୍ଠା  ଓ ପୁନଃରୁଦ୍ଧାର କାର୍ଯ୍ୟକ୍ରମ: ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

01-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୋନପୁର ମଝିପଡ଼ା  ମେଡିକାଲ ସମ୍ମୁଖରେ ଅବସ୍ଥିତ ସର୍ବପୁରାତନ ହନୁମାନ ମନ୍ଦିରର କଳସ ପ୍ରତିଷ୍ଠା ଉତ୍ସବ ଓ ମନ୍ଦିର ପୁନଃରୁଦ୍ଧାର କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇ ଯାଇଛି l ତିନି ଦିନ ଧରି ଚାଲିଥିବା ଏହି ଉତ୍ସବକୁ ରାମଃଧୁନ କ୍ଲବ, ରାମଜୀ ମନ୍ଦିର ଓ ହନୁମାନ ମନ୍ଦିର କମିଟି ସଦସ୍ୟଙ୍କ ଦ୍ୱାରା ଆୟୋଜିତ ଏହି ଉତ୍ସବରେ 

 ୨୯ ତାରିଖ ଦିନ କଳସ ଯାତ୍ରାରେ ଶହ ଶହ ମହିଳା ସାମିଲ ଥିଲେ l ୩୦ ତାରିଖ ଶୁକ୍ରବାର ଦିନ  ହୋମଯଜ୍ଞ, ଅଷ୍ଠ ପ୍ରହରୀ ନାମଯଜ୍ଞ ଓ କଳସ ସ୍ଥାପନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଏହି ଉତ୍ସବ  ଯଜ୍ଞ ଓ ହଜାର ଲୋକଙ୍କ ପାଇଁ ସାମୁହିକ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇ ପୂର୍ଣ୍ଣାହୁତି ସହ ଉଦଯାପିତ କରାଯାଇଛି l ସ୍ୱାମୀ ସ୍ୱରୂପାନନ୍ଦ ସରସ୍ବତୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସବରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ପ୍ରଭୁ କୃପା ଲାଭ କରିଥିଲେ l ଯଜ୍ଞର କର୍ତ୍ତା ଭାବେ ଅଟଳ ମହାପାତ୍ର ସପତ୍ନୀ ଓ କଳସ ସ୍ଥାପନ କର୍ତ୍ତା ଭାବେ ପଦ୍ମନାଭ ସପତ୍ନୀ  ଅଂଶଗ୍ରହଣ କରିଥିବା ବେଳେ କଇରୁ ସ୍ୱାଇଁ, ବୃନ୍ଦାବନ ଦଳାଇ, ମନ ବୁଧ ଭୋଇ, ପିୟୁଷ ପଣ୍ଡା, ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ, ଲଡ଼ୁ ମଲ୍ଲିକ ପ୍ରମୁଖ ସମସ୍ତ ସଭ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like