-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସିଭିଲ କୋର୍ଟର ପାରିବାରିକ ଅଦାଲତ ପ୍ରଶାସନିକ ଅଧିକାରୀ ତଥା ବଲାଙ୍ଗିର ବିଚାର ବିଭାଗୀୟ ସଂଘର ସଭାପତି ପ୍ରକାଶ କୁମାର ନେପାକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

01-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର) - ବଲାଙ୍ଗିର ସିଭିଲ କୋର୍ଟର ପାରିବାରିକ ଅଦାଲତର ପ୍ରଶାସନିକ ଅଧିକାରୀ ତଥା ବଲାଙ୍ଗିର ବିଚାର ବିଭାଗୀୟ ସଂଘର ସଭାପତି ପ୍ରକାଶ କୁମାର ନେପାକ ସରକାରୀ ଚାକିରି ରୁ ୩୦.୦୬.୨୦୨୩ ଦିନ ଅବସର ଗ୍ରହଣ କରିଛନ୍ତି । ବଲାଙ୍ଗିର ଜିଲ୍ଲା ଦୈରାଜଜ୍ ଲଲାଟେନ୍ଦୁ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜନ ହୋଇଥିବା ସମ୍ବର୍ଦ୍ଧନା ସଭାରେ ଶ୍ରୀ ନେପାକଙ୍କୁ ମାନପତ୍ର ତଥା ଉପଢୈାକନ ଦେଇ ସମ୍ମାନିତ କରିଥିଲେ । ସେ ଶ୍ରୀ ନେପାକଙ୍କ ବଲାଙ୍ଗିର ବିଚାର ବିଭାଗ ପ୍ରତି ସମର୍ପିତ କାର୍ଯ୍ୟ ତଥା ସଂଘର ସଭାପତି ରୂପେ କର୍ମଚାରୀଙ୍କ ଉନ୍ନତି ସକାଶେ କରିଥିବା କାର୍ଯ୍ୟ ପାଇଁ ଏକ ଉଦାହରଣ ହୋଇ ରହିବେ ତଥା ଆଗାମୀ ପିଢି ପାଇଁ ପ୍ରେରଣାଦାୟି ରହିବେ ବୋଲି ମତ ପ୍ରକାଶ କରିଥିଲେ । ଭିଜିଲାନ୍ସ ଜଜ୍ ମଳୟ ରଞ୍ଜନ ଦାସ, ସିଭିଲ କୋର୍ଟ ରେଜିଷ୍ଟ୍ରାର ଚରଣଜିତ ଓରାମ ଶ୍ରୀ ନେପାକଙ୍କ ପରବର୍ତ୍ତୀ ଜୀବନ ସୁଖମୟ ହେବାର କାମନା କରିଥିଲେ । ସିଭିଲ କୋର୍ଟ ମୁଖ୍ୟ ପ୍ରଶାସନିକ ଅଧିକାରୀ ବଳରାମ ମେହେର ଓ ହେଡକ୍ଲର୍କ ତଥା କର୍ମଚାରୀ ସଂଘର କାର୍ଯ୍ୟକାରୀ ସଭାପତି ଦଧିବାବନ ଶତପଥି ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ । ସଂଘର ଯୁଗ୍ମ ସମ୍ପାଦକ ଶ୍ରଦ୍ଧାଞ୍ଜଳି ମେହେର ସଭା ପରିଚାଳନା କରିଥିଲେ । ସମ୍ବର୍ଦ୍ଧନା ସଭାରେ ଉପସ୍ଥିତ ସମସ୍ତ ବିଚାରପତି ଓ କର୍ମଚାରୀଙ୍କୁ ଏସୋସିଏସନ୍ ତରଫରୁ ସୁବ୍ରତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସଂଘର କୋଷାଧ୍ୟକ୍ଷ ଆକାଶ ମିଶ୍ର, ଉପ-ସଭାପତି ଲକ୍ଷ୍ମୀ ସିଂ, ଶୁଭ୍ରାଂଶୁ ବାଗ ପ୍ରମୁଖ ସଭା ଆୟୋଜନ ରେ ସହାୟତା କରିବା ସହ ସମସ୍ତ କର୍ମଚାରୀଙ୍କ ତରଫରୁ ଶ୍ରୀ ନେପାକଙ୍କ ପରବର୍ତ୍ତୀ ଜୀବନ ଆନନ୍ଦମୟ ହେବାର ମାଁ ସମଲେଶ୍ୱରୀଙ୍କ ଠାରେ ପ୍ରାର୍ଥନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like