-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଆୟୁଷ ଡାକ୍ତରଙ୍କ ସାମ୍ବାଦିକ ସମ୍ମିଳନୀ

01-Jul-2023



ବରଗଡ଼:-ବିଗତ ଦିନରେ ଓଡ଼ିଶା ମାଟିରୁ ଠିକା ନିଯୁକ୍ତି ପ୍ରଥା ସବୁଦିନ ପାଇଁ ଉଚ୍ଛେଦ କରାଗଲା ବୋଲି ଘୋଷଣା କରାଯାଇଥିଲେ ମଧ୍ୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ଓଡ଼ିଶା ଅଧିନରେ ୨୫୦୦ ରୁ ଉର୍ଦ୍ଧ ଆୟୁଷ ଡାକ୍ତର ଏବେବି ସେଇ କୁତ୍ସିତ ପ୍ରଥା ଠିକା ନିଯୁକ୍ତି ଓ ସ୍ୱଳ୍ପ ଦରମାରେ କାର୍ଯ୍ୟ କରୁଛନ୍ତି।ଆଜି ତା୦୧.୦୭.୨୦୨୩ରିଖ ଶନିବାର ଦିନ ଭୁବନେଶ୍ୱର ୟୁନିଟ-୯ ସ୍ଥିତ ବୁଦ୍ଧବିହାର ମନ୍ଦିର ସମ୍ମିଳନୀ କକ୍ଷରେ ରାଜ୍ୟ ଆର.ବି.ଏସ.କେ ଆୟୁଷ ଡାକ୍ତର ସଂଘ ଓଡ଼ିଶା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ସମେତ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶା ସରକାରଙ୍କ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧିନରେ କାର୍ଯ୍ୟରତ ୧୨୭୨ ଆ.ବି.ଏସ.କେ ଆୟୁଷ ଡାକ୍ତରଙ୍କ ସହ ସମସ୍ତ ଆୟୁଷ ଡାକ୍ତର ମାନଙ୍କୁ ସେମାନଙ୍କ ପାହ୍ୟା ମାନ୍ୟତାରେ ଦରମା ପ୍ରଦାନ ତଥା ସେମାନଙ୍କ ନିଯୁକ୍ତିକୁ ଯଥାଶିଘ୍ର ନିୟମିତ ସହ ସ୍ଥାୟୀ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଓଡ଼ିଶା ସରକାରଙ୍କୁ ବାର୍ତ୍ତା ଦେବା ପାଇଁ ଏ ସାମ୍ବାଦିକ ସମ୍ମିଳନୀ ଆୟୋଜିତ କରାଯାଇଥିଲା।ଆଜିର କାର୍ଯ୍ୟକ୍ରମକୁ ସଂଘର ସଭାପତି ପ୍ରଭାତ ମହାନ୍ତି ଉଦଘାଟନ କରି ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ବାର୍ତ୍ତା ଦେଇ କହିଲେ ଯେ,ସ୍ୱଳ୍ପ ଦିନ ମଧ୍ୟରେ ଆୟୁଷ ଡାକ୍ତର ମାନଙ୍କ ନ୍ୟାର୍ଯ୍ୟ ଦାବି ପୂରଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଯଦି କିଛି ସକରାତ୍ମକ ପଦକ୍ଷେପ ନ ନିଅନ୍ତି ତେବେ ଓଡିଶା ଓଡ଼ିଶା ସରକାରଙ୍କ ଅଧିନରେ କାର୍ଯ୍ୟରତ ସମସ୍ତ ଆୟୁଷ ଡାକ୍ତରଙ୍କ ସମେତ ଆୟୁଷ ପାଠ୍ୟକ୍ରମରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀ ରାଜରାସ୍ତାକୁ ଓହ୍ଲାଇବା ସହ ଆନ୍ଦୋଳନ କରିବେ।ବାରମ୍ବାର ଦାବି ଉତ୍ଥାପନ ସତ୍ତେ ସରକାରୀ ସ୍ତରରେ ଆୟୁଷ ଡାକ୍ତର ମାନଙ୍କ ପ୍ରତି ଅବହେଳାକୁ ନେଇ ସମ୍ମିଳନୀର ଉପସ୍ଥିତ ସଂଘର ବରିଷ୍ଠ ସଦସ୍ୟ ତଥା ଉପଦେଷ୍ଟା ଡା ବିଶ୍ୱରଞ୍ଜନ ପ୍ରଧାନ,ଡା ବିଜୟ ସାମଲ ଓ ଡାକ୍ତର ସୁଦୀପ୍ତ କୁମାର ସାହୁ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ।ଆଜିର ଏହି କାର୍ଯ୍ୟକ୍ରମରେ ସଂଘର କାର୍ଯ୍ୟକାରୀ ସଭାପତି ଡ଼ା ହିମାଂଶୁ ଶେଖର ମିଶ୍ର,ସାଧାରଣ ସମ୍ପାଦକ ଡା ରବିନ୍ଦ୍ର ସେଠୀ,ଉପସଭାପତି ଡା ଲିଙ୍ଗରାଜ ଦାଶ ଏବଂ କୋଷାଧ୍ୟକ୍ଷ ଡା ରାଜେଶ କୁମାର ଜେନା,ଡା ଶୁଭେନ୍ଦୁ ଦାସ,ସଦସ୍ୟା ଡା ଅମୃତା ମହାନ୍ତି,ଡା ସୁଦିପ୍ତା ପରିଡ଼ା ପ୍ରମୁଖ ଯୋଗଦେଇ ଥିଲେ।ଆର.ବି.ଏସ.କେ ଆୟୁଷ ଡାକ୍ତର ମାନଙ୍କ ଦ୍ୱାରା ଦୀର୍ଘ ୧୦ବର୍ଷ ଧରି ସମଗ୍ର ଓଡିଶାର କୋଣ ଅନୁକୋଣରେ କିପରି ଅଙ୍ଗନବାଡ଼ି ଓ ବିଦ୍ୟାଳୟ ସ୍ତରୀୟ ପିଲା ମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇ ଆସୁଛି ତାହାର ଏକ ବିସ୍ତୃତ ବିବରଣୀ ଦିଆଯାଇଥିଲା।ଆର.ବି.ଏସ.କେ ଆୟୁଷ ଡାକ୍ତର ମାନଙ୍କୁ ଓଡ଼ିଶା ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଅଧିନକୁ ନେବା ସହିତ ଜାତୀୟ ସ୍ୱାସ୍ଥ୍ୟ ମିଶନ,ଓଡ଼ିଶା ଅଧିନରେ କାର୍ଯ୍ୟରତ ସମସ୍ତ ଆୟୁଷ ଡାକ୍ତର ମାନଙ୍କ ନିଯୁକ୍ତି କୁ ଯଥାଶୀଘ୍ର ସ୍ଥାୟୀ ତଥା ନିୟମିତ କରା ନ ଗଲେ ସମସ୍ତ ଆବିଏସକେ ଆୟୁଷ ଡାକ୍ତରମାନେ ଏସମା କୁ ଖାତିର ନ କରି ଆଗାମୀ ଦିନରେ ଦୃଢ଼ ପଦକ୍ଷେପ ନେବାକୁ ସଂଘ ପକ୍ଷରୁ ଓଡ଼ିଶା ସରକାର ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like