-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ହୁ ହୁ ହୋଇ ବଢ଼ିବାରେ ଲାଗିଛି ଅତ୍ୟାବଶ୍ୟକ ସାମଗ୍ରୀର ଦର, ନିଦାବିଷ୍ଣୁ ସାଜିଛନ୍ତି ସରକାର

11-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର : ଖାଉଟିଙ୍କ ଉପରେ ଦରଦାମ୍ ବୃଦ୍ଧିର ଚାପ ଲଗାତାର ବଢୁଥିବା ପେଟ୍ରୋଲ୍-ଡିଜେଲ୍ର ଦର ସାଙ୍ଗକୁ ଆଳୁ, ପିଆଜ ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଆକାଶ ଛୁଆଁ ରେଟ୍ ଲୋକଙ୍କୁ ନାକେଦମ୍ କଲାଣି । ଏଭଳି ସମୟରେ କେନ୍ଦ୍ର ଉପରେ ଦୋଷ ଲଦି ହାତ ଟେକି ଦେଇଛନ୍ତି ରାଜ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନଠାରୁ , ଆଳୁ ଓ ପିଆଜ ବାଦ୍ ପଡ଼ିଥିବାରୁ ରାଜ୍ୟର କ୍ଷମତା ଚାଲିଯାଇଛି ।
ଏହି ସ୍ଥିତି ପାଇଁ କଂଗ୍ରେସ ଉଭୟ ବିଜେଡି ଓ ବିଜେପିକୁ ଦାୟୀ କରିଥିବା ବେଳେ ଆଳୁ-ପିଆଜ ମିଶନ୍ ଫେଲ ମାରିଥିବା କହି ରାଜ୍ୟ ସରକାର ଉପରେ ଦୋଷ ଲଦିଛି ବିଜେପି । ବ୍ୟବସାୟୀ ମହାସଂଘ କହିଛି କର୍ପୋରେଟ୍ ହାଉସମାନେ ଆଳୁ ଓ ପିଆଜ ହୋଡିଂ କରୁଥିବାରୁ ଦର ଉଚ୍ଚା ରହୁଛି । ପେଟ୍ରୋଲ୍ ଲିଟର ୮୪ ଟଙ୍କା ୩୪ ପଇସା, ଡିଜେଲ୍ ୮୦ଟଙ୍କା ୪୬ ପଇସା ଏଣେ ଖୁଚୁରା ବଜାରରେ ଆଳୁ କିଲୋ ୩୦, ପିଆଜ ୪୦ ଟଙ୍କା । ପେଟ୍ରୋଲରୁ ପିଆଜ ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦରକୁ ନେଇ ଚିନ୍ତାରେ ଖାଉଟି । ମହଙ୍ଗାମାଡ଼ରେ ସନ୍ତୁଳି ହୋଇଗଲେଣି ସାଧାରଣ ଜନତା । ଗୋଟିଏ ପଟେ କରୋନା ପ୍ରଭାବରେ କାମଧନ୍ଧା ଅଭାବ, ଅନ୍ୟପଟେ ଦରଦାମ ବୃଦ୍ଧିର ଚାପ ପ୍ରାୟ ୧୫ ଦିନ ହେଲା ଦିନ୍ ବଢୁଛି । ତୈଳଦର ଆଳୁ ପିଆଜ  ରେଟ୍ ବି ସେମିତି ଆଖିଦୃଶିଆ ଭାବେ ଖସୁ ନାହିଁ । ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନରୁ ଆଳୁ, ପିଆଜ ବାଦ୍ ପଡ଼ିବା ପରେ ଦର ଚଢ଼ା ରହୁଥିବା କୁହାଯାଉଛି । ଷ୍ଟକ୍ ଲିମିଟ୍ ହଟିଯିବା ପରେ ବଡ଼ ବଡ଼ କର୍ପୋରେଟ୍ ହାଉସମାନେ ଟନ୍ ଟନ୍ ଆଳୁ, ପିଆଜ ହୋଡିଂ କରୁଛନ୍ତି। ଫଳରେ ଦର କମୁନାହିଁ , ଅନ୍ୟପକ୍ଷରେ ତୈଳ ଦର ମହଙ୍ଗା ହେବାପରେ ପରିବହନ ଖର୍ଚ୍ଚ ବି ବଢିଥିବାରୁ ତାର ସିଧା ପ୍ରଭାବ ଦରଦାମ ଉପରେ ପଡୁଛି ଅନ୍ୟପକ୍ଷରେ । ଆଳୁ, ପିଆଜ ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ଉପରେ ନିର୍ଭର କରୁଥିବାରୁ ନୂଆ ଫସଲ ବଜାରକୁ ନଆସିବା ପର୍ଯ୍ୟନ୍ତ ସ୍ଥିତି ଏମିତି ଲାଗି ରହିବ ବୋଲି ବ୍ୟବସାୟୀ କହିଛନ୍ତି । ସେପଟେ ଦରଦାମ ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦିଛନ୍ତି ରାଜ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି । ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନରୁ ଆଳୁ ଓ ପିଆଜ ବାଦ୍ ପଡ଼ିବାପରେ ରାଜ୍ୟର କ୍ଷମତା ଚାଲିଯାଇଛି । ଏମିତିକି ଷ୍ଟକ୍ ଲିମିଟ୍ ନିଷ୍ପତ୍ତି ନେଇପାରିବନି । ରାଜ୍ୟରେ ସେପଟେ ଆଳୁ ଓ ପିଆଜ ମିଶନ୍ ଫେଲ୍, ଚାଷୀଙ୍କ ପାଇଁ କୋଲଡ୍ ଷ୍ଟୋରେଜ୍ ସୁବିଧା ନଥିବା କହି ରାଜ୍ୟ ଉପରେ ଦୋଷ ଲଦିଛି ବିଜେପି ସେପଟେ କଂଗ୍ରେସ୍, ଦରଦାମ ବୃଦ୍ଧି ପାଇଁ ଉଭୟଙ୍କୁ ଦାୟୀ କରିଛି । କରୋନା ମହାମାରୀ ସମୟରେ ଅନେକ ଲୋକ ଜୀବୀକା ହରାଇଛନ୍ତି । ଅନ୍ୟପଟେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସମସ୍ତଙ୍କୁ କନ୍ଦାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like