-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଲାଠୋର ପୋଲିସ କବ୍ଜାରେ ଜଣେ ନକଲି ଡାକ୍ତର

01-Jul-2023



ଖପ୍ରାଖୋଲ(ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲାର କୋଣ ଅନୁକୋଣରେ ନକଳି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲୁଥିବା ବେଳେ ଏବେ ଧିରେଧିରେ ସେମାନଙ୍କୁ ପୋଲିସ ପ୍ରଶାସନ ପକ୍ଷରୁ ଧରାଯାଉଛି। ପ୍ରଥମେ ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ ଦୁଇ ଜଣଙ୍କୁ ଗିରଫ କରିଥିବା ବେଳେ ଏବେ ଲାଠୋର ଥାନା ଅଧିକାରୀ ଝସକେତନ ଭୋଇ ମଧ୍ୟ ଜଣକୁ ଗିରଫ କରିଛନ୍ତି। ସୂଚନା ଅନୁସାରେ ପାଟଣାଗଡ଼

ଉପଖଣ୍ଡ ଖପ୍ରାଖୋଲ ବ୍ଳକ ବେନ୍ଦେର ଗାଆଁ ରେ ପଶ୍ଚିମବଙ୍ଗ ର ଗୋବରଡଙ୍ଗା ରୁ ଆସି ସୁବ୍ରଜିତ ମଜୁମଦାର ପିତା.ପ୍ରଦୀପ ମଜୁମଦାର ଦୁଇ ତିନି ବର୍ଷ ହେଲା ଏଠାରେ ରହି ବେଆଇନ ଭାବେ କ୍ଳିନିକ ଖୋଲିଥିଲା ।ଏ ବିଷୟରେ ଖବର ପାଇ ଲାଠୋର ଥାନା ଅଧିକାରୀ ଝସକେତନ ଭୋଇ ଉକ୍ତ ବ୍ୟକ୍ତି ଙ୍କ ପାଖକୁ ଯାଇ କାଗଜପତ୍ର ଯାଞ୍ଚ କରି ଗିରଫ କରିଛନ୍ତି।ଲାଠୋର ଥାନା କେଶ୍ ନମ୍ବର ୮୦/୨୦୨୩ ୟୁ ଏସ୍ ୪୧୯/୪୨୦ ଦଫା ରୁଜୁ କରି ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ବୋଲି ଭୋଇ ବାବୁ ସୂଚନା ଦେଇଛନ୍ତି।ଭୋଇ ବାବୁ ଙ୍କ 

 ଏଭଳି କାର୍ଯ୍ୟ ପ୍ରତି ଲୋକେ ଅନେକ ପ୍ରଶଂସା କରୁଛନ୍ତି। ଆହୁରି ଅନେକ ଗୁଡ଼ିଏ ନକଳି ଡାକ୍ତର ଅଞ୍ଚଳରେ ଅଛନ୍ତି ସେମାନଙ୍କ ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟନୁଷ୍ଠାନ ନେବାକୁ ଦାବି କରିଛନ୍ତି। ଏପରିକି  ବେଲପଡା ଥାନା କାନୁଟ ଗାଁ ରେ ଚାରି ବର୍ଷ ରୁ ଉର୍ଦ୍ଧ୍ବ ହେବ ଜଣେ ବଙ୍ଗାଳୀ ଡାକ୍ତର ଆସି କ୍ଳିନିକ ଖୋଲିଛି ତାଙ୍କ ଶିକ୍ଷାଗତ ଯୋଗ୍ୟତା ଅଛି କି ନାହିଁ ତାହା ବେଲପଡା ପୋଲିସ ଟିକିଏ ନଜର ଦିଅନ୍ତୁ ବୋଲି ଜନସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like