-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ୱାଦିକ ଜଗନମୋହନଙ୍କ ବିୟୋଗରେ ବ୍ରହ୍ମପୁରରେ ସାମ୍ୱାଦିକଙ୍କ ପକ୍ଷରୁ ଶୋକସଭା ଓ କ୍ୟାଣ୍ଡେଲ ଶୋଭାଯାତ୍ରା

02-Jul-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁରର ବରିଷ୍ଠ ସାମ୍ୱାଦିକ ଜଗନମୋହନ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟ ରେ ବ୍ରହ୍ମପୁର ପ୍ରେସ କ୍ଲବ ପରିସରରେ ଶୋକସଭାର ଆୟୋଜନ କରାଯାଇଥିଲା l ଏହି ସଭା ରେ ମୂଖ୍ୟ ଅତିଥି ଭାବରେ ଦକ୍ଷିଣା ଞ୍ଚଳ ଆଇ. ଜି ସତ୍ୟବ୍ରତ ଭୋଇ ଯୋଗ ଦେଇଥିଲେ l ସ୍ୱର୍ଗତ ଜଗନମୋହନଙ୍କ ବିୟୋଗ ଓଡିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ କ୍ଷତି- ବୋଲି କହିଛନ୍ତି ଦକ୍ଷିଣାଞ୍ଚାଳ ଆଇ.ଜି ସତ୍ୟବ୍ରତ ଭୋଇ l ସର୍ବଦା ସ୍ୱାସ୍ଥ୍ୟ ପ୍ରତି ଯତ୍ନ ବାନ ଥିବା ବ୍ୟକ୍ତି ଏବଂ ଅନ୍ୟମାନଙ୍କୁ ସ୍ୱାସ୍ଥ୍ୟ ପ୍ରତି ସଜାଗ କରାଉଥିବା ସେହି ମଣିଷ ଚିକିତ୍ସା ଅଭାବରୁ ସମସ୍ତଙ୍କୁ ଛାଡି ଚାଲିଗଲେ ସେହି ସମ୍ପର୍କ ରେ ବରିଷ୍ଠ ସାମ୍ବାଦିକ ମାନେ ସଭାରେ କହିଥିଲେ l ମଞ୍ଚାସିନ ସମସ୍ତ ବରିଷ୍ଠ ସାମ୍ବାଦିକ ତଥା ଅତିଥି ସ୍ବର୍ଗତ ଜଗନ ମୋହନ ଙ୍କ ସମ୍ପର୍କ ରେ ନିଜ ନିଜ ଭାବନା ବ୍ୟକ୍ତକରିଥିଲେ ଓ ଉପସ୍ଥିତ ସମସ୍ତ ଗଣମାଧ୍ୟମ ବ୍ୟକ୍ତି ଓ ଅନ୍ୟ ଅତିଥି ମାନେ

ଶ୍ରଦ୍ଧାଞ୍ଜଳିପ୍ରଦାନ କରି ଥିଲେ l ପରେ ସହରର ଗାନ୍ଧିନଗର ଛକ ଠାରେ ବରିଷ୍ଠ ସାମ୍ୱାଦିକ ଜଗନମୋହନଙ୍କ ବିୟୋଗରେ ସ୍ମୃତିରାଚଣ କରାଯିବା ସହ ନୀରବ ପ୍ରାର୍ଥନା କରାଯାଇ କ୍ୟାଣ୍ଡେଲ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ସହରର ଗଣମାଧ୍ୟମର ପ୍ରତିନିଧି ମାନେ । ଏହି କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ଆଇ.ଜି ସତ୍ୟବ୍ରତ ଭୋଇ ଙ୍କ ସମେତ ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର ବିନୋଦ ବେହେରା ପ୍ରମୁଖ ଉପସ୍ଥିତ ରହି ଗଣମାଧ୍ୟମ ଠାରୁ ଆରମ୍ଭ କରି ଏକାଧାରରେ ସାହିତ୍ୟକ , ନାଟ୍ୟକାର ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟରେ ଯୋଗଦାନ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସକାଳ ବ୍ରହ୍ମପୁର ସଂସ୍କରଣର ମୁଖ୍ୟ ତଥା ବରିଷ୍ଠ ସାମ୍ୱାଦିକ ଶକ୍ତିଧର ରାଜଗୁରୁ , ବରିଷ୍ଠ ସାମ୍ୱାଦିକ ଅଶୋକ କୁମାର ବ୍ରହ୍ମା , ହେମାଙ୍ଗ ରାଉଳ , ଗୋପାଳ ପଟ୍ଟନାୟକ , ସମୀର କୁମାର ଆଚାର୍ଯ୍ୟ ,ନାରାୟଣ ମହାଙ୍କୁଡ ,ଶିବରାମ ଚୌଧୁରୀ , ରଶ୍ମିତା ପାଣିଗ୍ରାହୀ ,ସୁଦୀପ ସାହୁ, ଜାନକୀ ପଟ୍ଟନାୟକ,ଦେବହରି ବେହେରା, ଲକ୍ଷ୍ମୀ ବେଜ୍, ଆର୍ଶିବାଦ ରାଉତ,ବିଶ୍ଵନାଥ ମାରଣା , କୈଳାଶ ବେହେରା, ସ୍ଵାଧୀନ କୁମାର ସାହୁ, ଅନନ୍ତ ପ୍ରଧାନ, ପ୍ରଶାନ୍ତ ଦାସ, ସତ୍ୟ ଚେତନ ପରିଡ଼ା, ସୋମନାଥ ସାହୁ, ମାନସ ବିଷୋୟୀ, ପ୍ରହଲ୍ଲାଦ ସାହୁ, କ୍ଷୀରସିନ୍ଧୁ ମହାନ୍ତି, ଗୋପାଳ ରେଡ୍ଡି, ପିଣ୍ଟୁ ବେହେରା, ପି ସୁବ୍ରମଣ୍ୟମ ସ୍ୱାମୀ, ଗୌରୀ ଶଙ୍କର ମିଶ୍ର, ପ୍ରଦୀପ୍ତ ପରିଛା, ପ୍ରଶାନ୍ତ ଜେନା, ଫିନୋଜ ପ୍ରଧାନ, ଲିକୁ ଡାକୁଆ, ଅଭିରାମ ପାତ୍ର, ଶରତ ସିଂ, ରୂପକ ମହାନ୍ତି, ରୁପେଶ ପଣ୍ଡା, ଉମା ଶଙ୍କର ମିଶ୍ର, ଦୟାନନ୍ଦ ସାହୁ, ଝିଲ୍ଲି ସାହୁ, ଦିନେଶ ପଟ୍ଟନାୟକ, କିରଣ କୁମାର ମିଶ୍ର, ବନିତା ବେହେରା, ହିମାଂଶୁ ସାବତ, ବାବୁଲା ପାଣିଗ୍ରାହୀ, ନିର୍ମଳ ସାହୁ, ଲଡୁ କିଶୋର ପାତ୍ର, ଚନ୍ଦନ ସାହୁ,ଲଲାଟେନ୍ଦୁ ଚୌଧୁରୀ , ଉମା ଶଙ୍କର ପାଣିଗ୍ରାହୀ ଙ୍କ ସମେତ ବହୁ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ସ୍ମୃତିଚାରଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like