-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଆଦର୍ଶ ଶିକ୍ଷକ ମଦନ ମୋହନ ରଥଙ୍କ ଅବସର ଗ୍ରହଣ

02-Jul-2023



ବଲାଙ୍ଗିର (ଦେବାଶିଷ ବହିଦାର ): ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟ ସିଂଖମନ ର ହିନ୍ଦୀ ଶିକ୍ଷକ ମଦନ ମୋହନ ରଥ ଗତ ଜୁନ ୩୦ତାରିଖ ରେ ୨୯ବର୍ଷ ଶିକ୍ଷାଦାନ କରି ଅବସର ଗ୍ରହଣ କରିଛନ୍ତି l ଏହି ଅବସରରେ ସ୍କୁଲର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍କୁଲ ପରିସରରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା l ସ୍କୁଲର ପ୍ରତିଷ୍ଠାତା ମହନ୍ତ ମହାରାଜ ବ୍ରଜମୋହନ ଶରଣଦେବ, ଶିକ୍ଷାବିତ

ଜଗଦାନନ୍ଦ ଛୁରିଆ, ସ୍କୁଲର ପୁରାତନ ଛାତ୍ର ତଥା ଅଧ୍ୟାପକ ରତିକାନ୍ତ ନାଏକ, ଶିକ୍ଷକ ଗୋପାଳଜୀ ଚୌଧୁରୀ ପ୍ରମୁଖ ମଞ୍ଚାସିନ ହୋଇ ଶ୍ରୀଯୁକ୍ତ ରଥଙ୍କ ଅବସର କାଳୀନ ଜୀବନ ସୁଖମୟ ଓ ନିରାମୟ କାମନା କରିବା ସହିତ ସମ୍ବର୍ଦ୍ଧିତ କରିଥିଲେ l ଏହି ଅବସରରେ ଗଣପତି କଳା ପରିଷଦ ଶିକାଛିଡା ତରଫରୁ ଶ୍ରୀଯୁକ୍ତ ରଥଙ୍କ ଶିକ୍ଷକିୟ ଜୀବନ ତଥା ଛାତ୍ରଛାତ୍ରୀ, ସହକର୍ମୀଙ୍କ ପ୍ରତିଥିବା ସ୍ମୃତି ଅନୁଭୂତି ସମ୍ବଳିତ ଏକ ସ୍ମୃତି ପୁସ୍ତିକା "ଗୁରୁ ଗୌରବ ମଦନ ମୋହନ "କୁ ଅତିଥି ମାନେ

ଉନ୍ମୋଚନ କରିଥିଲେ l ଆଇନଜିବି ଜୟରାମ ମିଶ୍ର, ଡାକ୍ତର ଅଶୋକ କୁମାର ସେଠି, କବି ରତ୍ନମୟ ତ୍ରିପାଠୀ, ଅବସରପ୍ରାପ୍ତ ଶିକ୍ଷକ ଗିରିଜା ଶଙ୍କର ରଥ, ସାମାଜିକ କର୍ମୀ ଅରୁଣ ଖୁଆସ, ଶିକ୍ଷକ ଲଲାଟ କେଶରୀ ପ୍ରଧାନ, ପୁରାତନ ଛାତ୍ର ଛାତ୍ରୀ ମାନେ ଶ୍ରୀଯୁକ୍ତ ରଥଙ୍କ ପ୍ରତି ଥିବା ସହଯୋଗ, ସ୍ନେହ, ଭକ୍ତି ଓ ସମାଜସେବା ର ସ୍ମୃତିଚାରଣ କରିଥିଲେ l ସଭାପରିଚାଳନା କରିଥିଲେ ସଂକୃତଶିକ୍ଷକ ଅନୀଲ କୁମାର ସାହୁ, ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ବିଜ୍ଞାନ ଶିକ୍ଷକ କେଦାର ନାଥ ସାହୁ l ଏହାପରେ ସିଂଖମନ ଗ୍ରାମବାସୀ, ସ୍ୱୟଂ ସହାୟକ ଦଳର ମହିଳା, ସ୍କୁଲ ଛାତ୍ର ଛାତ୍ରୀ ଓ ସହକର୍ମୀ ମାନେ ସଂକୀର୍ତ୍ତନ କରି ଗ୍ରାମଶେଷ ପର୍ଯ୍ୟନ୍ତ ଏକ ଭବ୍ୟ ବିଦାୟ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ କୁ ସଫଳ କରିବାରେ ରମାକାନ୍ତ ନାଏକ, ନୃପରାଜ ବଗର୍ତ୍ତୀ, ସାଧନା ପଣ୍ଡା ଓ ସ୍କୁଲର କର୍ମଚାରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like