-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନାଗରିକ କମିଟିର  ସାଧାରଣ ପରିଷଦ ବୈଠକ

02-Jul-2023



ବଲାଙ୍ଗୀର, ବଲାଙ୍ଗୀର ନାଗରିକ କମିଟିର ୨୦ତମ  ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଟାଉନ  ଉଚ୍ଚ ବାଳିକା ବିଦ୍ୟାଳୟ ଠାରେ ସଭାପତି ଇଂ ବେଲାରସିଂ ଭୋଇ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ କମିଟି ତରଫରୁ ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି ସଭାକୁ ପରିଚାଳନା କରିଥିଲେ । ଏଥିରେ ନାଗରିକ କମିଟି ତରଫରୁ ଏକ ପ୍ରତିନିଧି ମଣ୍ଡଳୀ ପୌରସଂସ୍ଥା ସହ ହୋଇଥିବା ଆଲୋଚନା ବିଷୟରେ ତର୍ଜମା କରି ଆଗକୁ ବିଭିନ୍ନ କାର୍ଯ୍ୟ ତଦାରଖ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା । ସେହିପରି ପ୍ରତ୍ୟେକ ୱାର୍ଡ ରୁ କମିଟିର ପ୍ରତିନିଧି ଙ୍କ ନାମ ପୌରସଂସ୍ଥାକୁ ଦେବା, ଯୁଦ୍ଧକାଳୀନ ଭିତ୍ତିରେ ନାଳନର୍ଦ୍ଦମା ସଫା ରଖିବା,ଜଳାଶୟର ପୁନଃରୁଦ୍ଧାର, ପୃଥ୍ୱୀରାଜ ଗୋଶାଳା, ବାଏପାସ ରାସ୍ତାର ଅଗ୍ରଗତି  ଓ  ସହରର ଅନ୍ୟାନ୍ୟ ସମସ୍ୟା ସଂପର୍କରେ ଆଲୋଚନା ହାଇଥିଲା । ଡାକ୍ତରଖାନାରେ ଖାଲି ଥିବା ପଦବୀ ବିଶେଷ କରି କେର୍ଡିଓଲୋଜିଷ୍ଟ ବିଭାଗରେ କର୍ମଚାରୀ ଅଭାବକୁ ନେଇ କମିଟି ତରଫରୁ କ୍ଷୋଭ ପ୍ରକାଶ ପାଇଥିଲା । ବନୋମହୋତ୍ସବ ଉପଲକ୍ଷେ ଆଗାମୀ ଦିନରେ ହେବାକୁ ଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମ ସଂପର୍କରେ ସ୍ଥାନୀୟ ବନବିଭାଗ  ସହ ସଂପର୍କ ରକ୍ଷା କରିବା ପାଇଁ କମିଟି ତରଫରୁ ଏକ ପ୍ରତିନିଧି ଦଳ ଗଠନ କରାଯାଇଛି, ଯାହାର ଆବାହକ ଉପସଭାପତି ନିତ୍ୟାନନ୍ଦ ମିଶ୍ର ଓ ସଭ୍ୟ ରୂପେ ପର୍ଶୁରାମ ନାୟକ, ସରୋଜ ଚୋପଦାର, ଅଶୋକ ସାହୁ ଓ ପ୍ରଶାନ୍ତ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି । ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ଗୋପଭୂଷଣ ନାଥ, କିଶୋର ମୋହନ ମିଶ୍ର, ଜୟରାମ ମିଶ୍ର, ଗୋପବନ୍ଧୁ ପୁରୋହିତ, ନରେଶ ଦାଶ, ଅଶୋକ ମିଶ୍ର, ମାଲିଆ ଗଡୁଆ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଶେଷରେ ସହସଂପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like