-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଅପରାଧ

ଦିଗପହଣ୍ଡି  ଦୁଇଟି ହତ୍ୟାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯାଉ  : ସ୍ମାରକ ପତ୍ର ଦେଲେ ବିଜେଡି କର୍ମୀ

02-Jul-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେ ନୂଆଁ ଗାଁ ଥାନା ଧ୍ୟରେ  ଖମ୍ବାରି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀ ଲଳିତ ମୋହନ ମହାପାତ୍ରଙ୍କ ସଡ଼କ ଦୁଘଟଣା ରେ ମୃତ୍ୟୁ ଘଟିଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି  । ଉଭୟ ଘଟଣା କେ ନୂଆଁ ଗାଁ ଥାନା ଅଧିନରେଘଟିଛି  । ଉକ୍ତ କେଶର ବିଧିବଦ୍ଧ ତଦନ୍ତ କରି ତଦନ୍ତ ରିପୋର୍ଟ ସାର୍ବଜନୀନ କରିବା ସହ ଦୋଷୀ ବିରୁଦ୍ଧରେ କଠୋର ଦଣ୍ଡ ବିଧାନ ବ୍ୟବସ୍ତା କରିବାପାଇଁ ଜକର ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ପ୍ରଧାନ ଓ ଦିଗପହଣ୍ଡି  ଏମ ନିରଞ୍ଜନ ରେଡ୍ଡୀ ଙ୍କ ନେତୃତ୍ୱରେ ଉକ୍ତ ବ୍ଲକର 25 ପଞ୍ଚା ୟତରୁ ନିର୍ବାଚିତ ସରପଞ୍ଚ , ସମିତିସଭ୍ୟ , ଜିଲ୍ଲା ପରିସଦ ଏବଂ ଶହ ଶହ ବିଜେଡି କର୍ମୀ ଵ୍ରହ୍ମପୁର ଆରକ୍ଷୀ ମହାନିରିକ୍ଷକଙ୍କ ଦ୍ୱାରସ୍ତ ହୋଇଛନ୍ତି  । 

ଦୀର୍ଘ ୩୫ବର୍ଷଧରି ପୁର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଙ୍କ ଅକ୍ଲାନ୍ତ ପରିଶ୍ରମ ରେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଆଜି ବିଜେଡି ସଂଗଠନ ସୁଦୃଢ଼ ହେବା ସହ ଶାନ୍ତ ନିର୍ବାଚନ ମଣ୍ଡଳୀ ରୂପରେ ପରିଗଣିତ ହୋଇ ଆସୁଅଛି  ।  କିନ୍ତୁ ଗତ ଏକବର୍ଷ ହେଲା ବିପିନ ପ୍ରଧାନ ଭଳି କିଛି ଲୋକ ନିଜର ରାଜନୈତିକ ସ୍ୱାର୍ଥ ହାସଲ କରିବାପାଇଁ ଉପରୋକ୍ତ ହତ୍ୱ ଘଟଣା ବିଧାୟକ ଶ୍ରୀ ପାତ୍ରଙ୍କ  ସୁପୁତ୍ର ବିପ୍ଳବ ପାତ୍ର ଙ୍କ ଭଳି ଜଣେ ଉଚ୍ଚ ଶିକ୍ଷିତ ସରଳ ଓ ନିଷ୍କପଟ ନେତାଙ୍କୁ ବଦନାମ କରିବାରେ ଚେଷ୍ଟା କରୁଛନ୍ତି । ସାଧାରଣ ଲୋକଙ୍କ  ମନରେ ପ୍ରଶ୍ନ ଉଙ୍କି ମରୁଛିଯେ , କିଏ ଏହି ବିପନ ପ୍ରଧାନ ?? କାହିଁକି ସେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ର ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି ।ବିପିନ ପ୍ରଧାନ ଓ ତାଙ୍କ ସହଯୋଗୀମାନେ ଦିଗପହଣ୍ଡି ବ୍ଲକ ର ବିଭିନ୍ନ ପଂଚାୟତରେ ବିଶୃଙ୍ଖଳା ଓ ହିଂସାକାଣ୍ଡ ସୃଷ୍ଟି କରିବା ପାଇଁ ଚେଷ୍ଟା କରୁଛନ୍ତି । ଉପରୋକ୍ତ କେଶ ସହ ଶ୍ରୀ ବିପ୍ଳବ ପାତ୍ରଙ୍କ ପତ୍ୟକ୍ଷ ଭାବେ ସଂପୃକ୍ତ ଥିବା ମିଥ୍ୟା ଅଭିଯୋଗ ଆଣି ତାଙ୍କ ମାନ ହାନି କରିବା ସହ ଦିଗପହଣ୍ଡି ବ୍ଲକ କୁ ପଶ୍ଚିମବଙ୍ଗ ସହତୁଳନା କରି ବଦନାମ କରୁଛନ୍ତି  ।ଏଣୁ ବିପିନ ପ୍ରଧାନ ଓ ତାଙ୍କ ବିଶୃଙ୍ଖଳିତ ସହଯୋଗୀଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟ।ନୁଷ୍ଠାନ ଦାବି କରି ଦିଗପହଣ୍ଡି ବ୍ଲକର ବିଜେଡି ତରଫରୁ ଵ୍ରହ୍ମପୁର ଆରକ୍ଷୀ ମହାନିରୀକ୍ଷକଙ୍କୁ ଏକ ସ୍ମାରକ ପତ୍ର ଦିଆଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like