-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଦିଗପହଣ୍ଡି ବ୍ଲକ ହତ୍ୟାକାଣ୍ଡ ପଛରେ କୌଣସି ରାଜନୈତିକ ଶତ୍ରୁତା ନାହିଁ : ଏସ୍ . ପି କଲେ ଖୁଲାସା, ଧରାପଡ଼ିଲା ବିପିନ ଙ୍କ ମିଥ୍ୟା ଅଭିଯୋଗ

02-Jul-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେ ନୂଆଁ ଗାଁ ଥାନା ଧ୍ୟରେ  ଖମ୍ବାରି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ  ଲଳିତ ମୋହନ ମହାପାତ୍ରଙ୍କ ସଡ଼କ ଦୁଘଟଣାରେ ମୃତ୍ୟୁ ଘଟିଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି  । ଉଭୟ ଘଟଣା କେ ନୂଆଁ ଗାଁ ଥାନା ଅଧିନରେ ଘଟିଛି  । ଉକ୍ତ କେଶର ବିଧିବଦ୍ଧ ତଦନ୍ତ କରି ତଦନ୍ତ ରିପୋର୍ଟ ସାର୍ବଜନୀନ କରିବା ସହ ଦୋଷୀ ବିରୁଦ୍ଧରେ କଠୋର ଦଣ୍ଡ ବିଧାନ ବ୍ୟବସ୍ତା କରିବାପାଇଁ ଜକର ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ପ୍ରଧାନ ଓ ଦିଗପହଣ୍ଡି  ଏମ ନିରଞ୍ଜନ ରେଡ୍ଡୀ ଙ୍କ ନେତୃତ୍ୱରେ ଉକ୍ତ ବ୍ଲକର ୨୫ ପଞ୍ଚାୟତରୁ ନିର୍ବାଚିତ ସରପଞ୍ଚ , ସମିତିସଭ୍ୟ , ଜିଲ୍ଲା ପରିଷଦ ଏବଂ ଶହ ଶହ ବିଜେଡି କର୍ମୀ ଵ୍ରହ୍ମପୁର ଆରକ୍ଷୀ ମହାନିରିକ୍ଷକଙ୍କ ଦ୍ଦ୍ୱାରସ୍ଥ ହୋଇଛନ୍ତି  । 

ଦୀର୍ଘ ୩୫ବର୍ଷଧରି ପୁର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅକ୍ଲାନ୍ତ ପରିଶ୍ରମରେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଆଜି ବିଜେଡି ସଂଗଠନ ସୁଦୃଢ଼ ହେବା ସହ ଶାନ୍ତ ନିର୍ବାଚନ ମଣ୍ଡଳୀ ରୂପରେ ପରିଗଣିତ ହୋଇ ଆସୁଅଛି  ।  କିନ୍ତୁ ଗତ ଏକ ବର୍ଷ ହେଲା ବିପିନ ପ୍ରଧାନ ଭଳି କିଛି ଲୋକ ନିଜର ରାଜନୈତିକ ସ୍ୱାର୍ଥ ହାସଲ କରିବାପାଇଁ ଉପରୋକ୍ତ ହତ୍ୱ ଘଟଣା ବିଧାୟକ ଶ୍ରୀ ପାତ୍ରଙ୍କ  ସୁପୁତ୍ର ବିପ୍ଳବ ପାତ୍ର ଙ୍କ ଭଳି ଜଣେ ଉଚ୍ଚ ଶିକ୍ଷିତ ସରଳ ଓ ନିଷ୍କପଟ ନେତାଙ୍କୁ ବଦନାମ କରିବାରେ ଚେଷ୍ଟା କରୁଛନ୍ତି । ସାଧାରଣ ଲୋକଙ୍କ  ମନରେ ପ୍ରଶ୍ନ ଉଙ୍କି ମାରୁଛି ଯେ , କିଏ ଏହି ବିପନ ପ୍ରଧାନ ??

କାହିଁକି ସେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି ।ବିପିନ ପ୍ରଧାନ ଓ ତାଙ୍କ ସହଯୋଗୀମାନେ ଦିଗପହଣ୍ଡି ବ୍ଲକ ର ବିଭିନ୍ନ ପଂଚାୟତରେ ବିଶୃଙ୍ଖଳା ଓ ହିଂସାକାଣ୍ଡ ସୃଷ୍ଟି କରିବା ପାଇଁ ଚେଷ୍ଟା କରୁଛନ୍ତି । ଉପରୋକ୍ତ କେଶ ସହ ଶ୍ରୀ ବିପ୍ଳବ ପାତ୍ରଙ୍କ ପତ୍ୟକ୍ଷ ଭାବେ ସଂପୃକ୍ତ ଥିବା ମିଥ୍ୟା ଅଭିଯୋଗ ଆଣି ତାଙ୍କ ମାନ ହାନି କରିବା ସହ ଦିଗପହଣ୍ଡି ବ୍ଲକ କୁ ପଶ୍ଚିମବଙ୍ଗ ସହ ତୁଳନା କରି ବଦନାମ କରୁଛନ୍ତି  ।ଏଣୁ ବିପିନ ପ୍ରଧାନ ଓ ତାଙ୍କ ବିଶୃଙ୍ଖଳିତ ସହଯୋଗୀଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟ।ନୁଷ୍ଠାନ ଦାବି କରି ଦିଗପହଣ୍ଡି ବ୍ଲକର ବିଜେଡି ତରଫରୁ ଵ୍ରହ୍ମପୁର ଆରକ୍ଷୀ ମହାନିରୀକ୍ଷକଙ୍କୁ ଏକ ସ୍ମାରକ ପତ୍ର ଦିଆଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like